ଜେନେଭା, ୧୭।୬: ଆମେରିକା ଓ ରୁଷିଆ ମଧ୍ୟରେ ଦୀର୍ଘ ବର୍ଷ ହେଲା ଉତ୍ତେଜନା ଲାଗି ରହିଥିବାବେଳେ ଜେନେଭା ସମ୍ମିଳନୀ ଅବସରରେ ଦୁଇ ରାଷ୍ଟ୍ରପତି ଜୋ ବାଇଡେନ୍ ଓ ଭ୍ଲାଡିମିର ପୁଟିନ ବୁଧବାର ପରସ୍ପର କରମର୍ଦ୍ଦନ କରିଛନ୍ତି। ଜାନୁୟରୀ ୨୦ରେ ବାଇଡେନ୍ ଆମେରିକା ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ଥିଲା ପୁଟିନଙ୍କ ସହ ପ୍ରଥମ କରମର୍ଦ୍ଦନ। ଜେନେଭାରେ ଆମେରିକା-ରୁଷିଆ ବୁଝାମଣା ୧୯୮୫ରେ ତତ୍କାଳୀନ ୟୁଏସ୍ ରାଷ୍ଟ୍ରପତି ରୋନାଲ୍ଡ ରେଗାନ ଏବଂ ସୋଭିଏଟ୍ ନେତା ମିଖାଇଲ୍ ଗୋର୍ବାଚେଭ୍ଙ୍କ ମଧ୍ୟରେ ହୋଇଥିବା ଶୀତଳ ଯୁଦ୍ଧ ସମିଟ୍କୁ ମନେ ପକାଇଦେଇଛି। ଯଦିଓ ସେତେବେଳର ଉତ୍ତେଜନା ଏବେ ନାହିଁ, ତଥାପି ଦୁଇଟି ରାଷ୍ଟ୍ରପତି ନିର୍ବାଚନ ବେଳେ ଆମେରିକୀୟ ସଂସ୍ଥା ଉପରେ ସାଇବର ଆକ୍ରମଣଠାରୁ ଆରମ୍ଭ କରି ମାନବାଧିକାର ଉଲ୍ଲଂଘନ, ୟୁକ୍ରେନ ଓ ଅନ୍ୟ ୟୁରୋପୀୟ ରାଷ୍ଟ୍ର ବିରୋଧରେ ଆକ୍ରମଣାତ୍ମକ ମନୋଭାବ ଆଦି ଅନେକ ଅଭିଯୋଗ ଓ୍ବାଶିଂଟନ ମସ୍କୋ ବିରୋଧରେ ଆଣିଛି।
Posted inଅନ୍ତର୍ଜାତୀୟ View All
୧୮ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଲା…
କାବୁଲ,୧୫।୬: ଆଫଗାନିସ୍ତାନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ହେଲମଣ୍ଡ୍ ପ୍ରଦେଶର ନହର-ଇ-ସାରାଜ ଏବଂ ନାଦ ଆଲି ଜିଲାରେ ହୋଇଥିବା ଆତଙ୍କବାଦ ବିରୋଧୀ ଅପରେଶନ୍ରେ...
୧୮ ହଜାର କିଲୋଗ୍ରାମ୍ର ବିରାଟ ବୋମା ପରୀକ୍ଷା କଲା ଆମେରିକା, ସମୁଦ୍ରରେ ସୃଷ୍ଟି ହେଲା ଭୂକମ୍ପ…
ଓ୍ବାଶିଂଟନ,୨୧।୬: ଚାଇନା ନିଜର ସାମୁଦ୍ରିକ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ନିଜର ଶକ୍ତି ପ୍ରଦର୍ଶନ କରିବା ସହିତ ସମୁଦ୍ରରେ ୧୮ ହଜାର କିଲୋଗ୍ରାମ୍ର...
ନାଇଟ୍ ପାର୍ଟି ପାଇଁ ସରକାର ଦେଉଛନ୍ତି ଲକ୍ଷାଧିକ ଟଙ୍କା, ଏବେ ବିବାଦରେ
ଲଣ୍ଡନ,୧୯ା୬: ଇଂଲଣ୍ଡରେ ନାଇଟ୍ ପାର୍ଟି କରାଉଥିବା ଏକ କମ୍ପାନୀକୁ ସରକାରଙ୍କ ପକ୍ଷରୁ ୩୬୦୦୦ ପାଉଣ୍ଡ ଅର୍ଥାତ୍ ୩୭ ଲକ୍ଷ ଟଙ୍କା ମିଳୁଛି। ଏପରି ନିଷ୍ପତ୍ତି ପାଇଁ...
ବିପଦ ଆଣିଲା ନୂଆ ଭାରିଆଣ୍ଟ୍, ପୁଣି ଦିଆଯିବ ଭାକ୍ସିନ୍ ଡୋଜ୍…
ମସ୍କୋ,୨୨।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ଭୂତାଣୁର ମ୍ୟୁଟେଶନ ଯୋଗୁ ନୂଆନୂଆ ଭାରିଆଣ୍ଟ୍ ସୃଷ୍ଟି ହେଉଛି। ନୂଆ ଭାରିଆଣ୍ଟ୍ ଯୋଗୁ...
ଭାରତ- ଇଣ୍ଟରନେଟ୍ କମ୍ପାନୀ ସହ କାମ କରିବାକୁ ଚାହୁଁଛି ଆମେରିକା
ଓ୍ବାଶିଂଟନ,୧୨ା୬: ଆମେରିକାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଜୋ -ବାଇଡେନ ପ୍ରଶାସନ ଭୁଲ ତଥ୍ୟର ପ୍ରସାରକୁ ମୁକାବିଲା କରିବା ଏବଂ ଅଭିବ୍ୟକ୍ତିର ସ୍ବାଧୀନତାକୁ ସମ୍ମାନ...
ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍ ଥିଲା
ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା...
୩ ଦେଶରେ ଟିକାକରଣର ୬୦%
ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍-୧୯ ଟିକାର ୨୦୦ କୋଟି ଡୋଜ୍ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା...
ଝିଅଙ୍କୁ ମା’ ଦେଲେ ଏମିତି ଇଞ୍ଜେକ୍ସନ, କାରଣ ଜାଣିଲେ…
ଲଣ୍ଡନ,୧୮ା୬: ବ୍ରିଟେନର ଏକ ରିୟାଲିଟି ଟିଭି ଶୋ’ ବର୍ତ୍ତମାନ ଚର୍ଚ୍ଚାରେ ରହିଛି। ଅସମଡାଡ୍ ନାମକ ଏହି ଶୋ’ର ତୃତୀୟ ସିଜନ ଆରମ୍ଭ ହୋଇଛି। ତେବେ ଏହାର...


