ପ୍ୟାରିସ୍,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍ ମଧ୍ୟରେ ୨୯,୩୦୦ କୋଟି ଟଙ୍କାର କ୍ଷତି ହୋଇଥିଲା। ୟୁରୋ ୨୦୨୦ ହଙ୍ଗେରୀ ସହିତ ପର୍ତ୍ତୁଗାଲର ମ୍ୟାଚ୍ ପୂର୍ବରୁ ଏକ ଗଣମାଧ୍ୟମ ସମ୍ମିଳନୀରେ ରୋନାଲ୍ଡୋ ଟେବୁଲ ଉପରେ ପ୍ରଚାର ଉଦ୍ଦେଶ୍ୟରେ ରଖାଯାଇଥିବା ଦୁଇଟି କୋକା କୋଲା ବୋତଲକୁ ହଟାଇ ଦେଇଥିଲେ। ଏହା ସହିତ ସେ ପାଣି ପିଇବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏବେ ଫ୍ରାନ୍ସ୍ର ମିଡ଼ ଫିଲ୍ଡର ପଲ୍ ପୋଗ୍ବା ଏଭଳି କାର୍ଯ୍ୟ କରି ଏକ ଗଣମାଧ୍ୟମ ସମ୍ମିଳନୀରେ ଟେବୁଲ ଉପରେ ରଖାଯାଇଥିବା ହେନିକେନ୍ ବିୟର ବୋତଲ ହଟାଇ ଦେଇଛନ୍ତି। ଜର୍ମାନୀ ବିରୋଧରେ ମ୍ୟାଚ୍ ଖେଳିବା ପରେ ପୋଗ୍ବା ଆୟୋଜିତ ଗଣମାଧ୍ୟମ ସମ୍ମିଳନୀରେ ଏଭଳି କରିଛନ୍ତି। ଏବେ ଏହାର ୧୪ ସେକେଣ୍ଡର ଏକ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।
Posted inଅନ୍ତର୍ଜାତୀୟ, ଖେଳ View All
ଡୋପିଂ ଟେଷ୍ଟ ଲାଞ୍ଚ ମାମଲା: ଭାରୋତ୍ତୋଳକ ଚୁମାକ୍ ସସ୍ପେଣ୍ଡ
ଲାଉସାନେ, ୬ା୬(ଏପି)- ୟୁରୋପିଆନ ଓ୍ବେଟ୍ଲିଫ୍ଟିଂ ଚାମ୍ପିୟନ ଦିମିତ୍ରୋ ଚୁମାକ୍ଙ୍କୁ ସାମୟିକ ସସ୍ପେଣ୍ଡ କରାଯାଇଛି। ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ହୋଇଥିବା ଡୋପ୍ ଟେଷ୍ଟରୁ ସେ ନିଜକୁ ଦୂରେଇ...
ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍ସି
ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା...
ନେଫ୍ଟାଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ
ଜେରୁଜେଲମ୍, ୧୪।୬: ଇସ୍ରାଏଲକୁ ସର୍ବାଧିକ କାଳ ଶାସନ କରିଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଯୁଗର ଅବସାନ ହୋଇଛି। ଦୀର୍ଘଦିନ ଧରି ଅଚଳାବସ୍ଥା ଲାଗି ରହିବା ପରେ...
୭ ବର୍ଷ ପ୍ରତୀକ୍ଷାର ଅନ୍ତ: ଭାରତ- ଇଂଲଣ୍ଡ ମହିଳା ଟେଷ୍ଟ
ବ୍ରିଷ୍ଟଲ,୧୬।୬(ପି.ଟି.): ଦୀର୍ଘ ୭ ବର୍ଷ ପରେ ଭାରତ ଓ ଇଂଲଣ୍ଡ ମହିଳା ଦଳ ଟେଷ୍ଟ କ୍ରିକେଟରେ ପରସ୍ପରକୁ ଭେଟିବେ। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ଦୁଇ ଦେଶ...
ତଥାପି ରେକର୍ଡ ଭାଙ୍ଗି ପାରିଲେ ନାହିଁ ପୂଜାରା
ସାଉଥାମ୍ପଟନ,୧୯।୬: ଟେଷ୍ଟ ସ୍ପେଶାଲିଷ୍ଟ ଚେତ୍ତେଶ୍ୱର ପୂଜାରା ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ଅତ୍ୟନ୍ତ ଧୀମା ବ୍ୟାଟିଂ କରିଥିଲେ। ଖାତା ଖୋଲିବା ପାଇଁ ତାଙ୍କୁ ୩୫ଟି...
୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
କାବୁଲ,୩।୬: ସୁରକ୍ଷାକର୍ମୀଙ୍କ ସହିତ ମୁହାଁମୁହିଁ ହେବା ପରେ ଆଫଗାନିସ୍ତାନରେ ୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ୫୦ ଜଣ ଆତଙ୍କବାଦୀ ଆହତ ହୋଇଥିବା...
ଅଖତରଙ୍କ ବଡ଼ ଚ୍ୟାଲେଞ୍ଜ: ‘ମୋର ଯେତୋଟି ବଲ୍ ଖେଳିପାରିବ ସେତୋଟି ବାଇକ୍ ଦାନ କରିବି’
ନୂଆଦିଲ୍ଲୀ,୪।୬: ଚର୍ଚ୍ଚାରେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍ ସୋଏବ ଅଖତର। କାରଣଟି ହେଲା ତାଙ୍କର କିଛି ସୋସିଆଲ ମିଡିଆ ପୋଷ୍ଟ। ମଜାରେ କିଛି କଥା କହୁ...
ଲ୍ୟାବ୍ରେ ତିଆରି ହେଲା ମା’ କ୍ଷୀର …
ଓ୍ବାଶିଂଟନ,୨।୬: ଶିଶୁ ଜନ୍ମ ପରେ ମା’ କ୍ଷୀର ପିଇବା ଦ୍ୱାରା ଶାରୀରିକ ସହିତ ମାନସିକ ବିକାଶ ହୋଇଥାଏ। ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ...


