E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ

ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ
10:52 amJune 17, 2021

ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି ଆଖି ରହିଛି। ଶିଶୁକନ୍ୟାଟି ମୃତ ଅବସ୍ଥାରେ ଜନ୍ମ ହୋଇଥିବା ଏମ୍‌କେସିଜି ମେଡିକାଲ ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡା.ସୁନୀଲ କୁମାର ଅଗ୍ରୱାଲ୍‌ ସୂଚନା ଦେଇଛନ୍ତି। ଏଭଳି ଅଦ୍ଭୁତ ଶିଶୁ ଜନ୍ମଗ୍ରହଣ ଏମ୍‌କେସିଜି ମେଡିକାଲରେ ପ୍ରଥମ ବୋଲି କୁହାଯାଉଛି। ଜେନେଟିକ୍‌ ସମସ୍ୟା ଯୋଗୁ ଶରୀର ଗଠନରେ ଅସୁବିଧା ଦେଖାଯିବା ସହ ଏଭଳି ସମସ୍ୟା ହୋଇଥାଏ ବୋଲି ଡା. ଅଗ୍ରୱାଲ କହିଛନ୍ତି। କନ୍ଧମାଳ ଜିଲା କ.ନୂଆଗଁା ଥାନା ଅନ୍ତର୍ଗତ ଡାମେରକିଆ ଗ୍ରାମର ଗୌତମ ଦୀପ୍‌ଙ୍କ ସ୍ତ୍ରୀ ଯସ୍ମିନ୍‌ଙ୍କୁ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଭର୍ତ୍ତି କରାଯାଇଥିଲା। ବୁଧବାର ମଧ୍ୟାହ୍ନରେ ସେ ପ୍ରସବ ବେଦନା ଅନୁଭବ କରିବାରୁ ତାଙ୍କୁ ଲେବର୍‌ ରୁମ୍‌କୁ ନିଆଯାଇଥିଲା। ସେଠାରେ ଡାକ୍ତରଙ୍କ ପରୀକ୍ଷା ପରେ ଗର୍ଭରେ ଥିବା ସନ୍ତାନର ସେଭଳି କୌଣସି ପ୍ରତିକ୍ରିୟା ଜଣାପଡ଼ୁ ନ ଥିଲା। ଏଣୁ ଶିଶୁଟିର ମୃତ୍ୟୁ ଘଟିଥିବା ଡାକ୍ତରମାନେ ଅନୁମାନ କରିଥିଲେ। ମା’ର ଜୀବନ ବଞ୍ଚାଇବା ପାଇଁ ଶେଷରେ ଅସ୍ତ୍ରୋପଚାର କରାଯାଇଥିଲା। ପରେ ଡାକ୍ତରମାନେ ଶିଶୁକୁ ମୃତ ଘୋଷଣା କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All

ଚିଲିକାରେ ୧୦୬ ପ୍ରଜାତିର ୪୮,୭୨୮ ପକ୍ଷୀ

ବାଲୁଗଁା,୨ା୬(ଡି.ଏନ୍‌.ଏ.):ପ୍ରଚଣ୍ଡ ରୌଦ୍ରତାପ ସତ୍ତ୍ୱେ ନୀଳାମ୍ବୁ ଚିଲିକାରେ ଏବେ ୧୦୬ ପ୍ରଜାତିର ୪୮ହଜାର ୭୨୮ଟି ପକ୍ଷୀ ଅବସ୍ଥାନ କରିଛନ୍ତି। ବାଲୁଗଁା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କରାଯାଇଥିବା ଗ୍ରୀଷ୍ମକାଳୀନ...

ଅକ୍ସିଜେନ ବୋଝେଇ ଟ୍ରେନ୍‌ରୁ ଦୀର୍ଘ ୧୧ ଘଣ୍ଟା ଧରି ଅକ୍ସିଜେନ ଲିକ୍‌

କେସିଙ୍ଗା,୯ା୬(ଡି.ଏନ୍‌.ଏ.): ସମ୍ବଲପୁର ରେଲଓ୍ବେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲଓ୍ବେ ଷ୍ଟେଶନରେ ଏକ ଅକ୍ସିଜେନ ବୋଝେଇ ଟ୍ରେନ୍‌ରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲିକ୍‌ ହୋଇଥିଲା। କେସିଙ୍ଗା ରେଲଓ୍ବେ...

ଓଡ଼ିଶାରେ ନକଲି ଔଷଧ କାରବାର ପୁରୁଣା

ଭୁବନେଶ୍ୱର,୧୫।୬(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣକୁ ନେଇ ଜୀବନ ଜୀବିକା ସହ ଲଢ଼େଇ ଚାଲିଥିବା ବେଳେ ନକଲି ଔଷଧ କାରବାର ରାଜ୍ୟର ଜନସାଧାରଣଙ୍କୁ ବିପଦ ମୁହଁକୁ ଠେଲି ଦେଇଛି।...

ଗଞ୍ଜାମରେ କରୋନା ମୃତ୍ୟୁସଂଖ୍ୟା ୩୦୦ ଛୁଇଁଲା

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏଥିସହ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ମାତ୍ର ଗଞ୍ଜାମରେ କରୋନା...

କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ

କଟକ ଅଫିସ, ୨୪।୬: ନକଲି କରୋନା ଔଷଧ (ଫାଭିପିରାଭିର) ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ବୁଧବାର ଓଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ଆତ୍ମସାତ୍‌ ମସୁଧା

ବ୍ରହ୍ମଗିରି,୧୫।୬(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ଅର୍ଥ ଆତ୍ମସାତ୍‌ ପାଇଁ ମସୁଧା ଚାଲିଥିବା ଅଭିଯୋଗ ହୋଇଛି।...

ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ

ରୂପ୍‌ସା,୨୫ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ...

ନଷ୍ଟ ହେଉଛି ୫.୪୪ କୋଟିର ଟସର

ବାରିପଦା ଅଫିସ, ୨୨।୬-ମହାମାରୀ କରୋନା ଯୋଗୁ କିଣା ବିକା ହୋଇ ନ ପାରି ମୟୂରଭଞ୍ଜ ଜିଲାର ୨୧ ୟୁନିଟରେ ୫କୋଟି ୪୪ଲକ୍ଷ ଟଙ୍କାର ଟସର ପଡ଼ିରହିଛି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସମସ୍ତଙ୍କ ସାମ୍ନାରେ ଐଶ୍ୱର୍ଯ୍ୟାଙ୍କୁ ଏମିତି କହିଥିଲେ ଶାଶୁ ଜୟା ବଚ୍ଚନ, କାନ୍ଦି ପକାଇଥିଲେ ଅଭିନେତ୍ରୀ
Next Post Next post:
୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍‌ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ ନାମ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts