E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ସ୍ପେସ୍‌ ଷ୍ଟେଶନ ମୁହାଁ ୩ ମହାକାଶ ଯାତ୍ରୀ…
10:46 amJune 17, 2021

ବେଜିଂ,୧୭।୬: ଚାଇନା ଏହାର ନୂଆ ସ୍ପେସ୍‌ ଷ୍ଟେଶନ ଅଭିମୁଖେ ୩ ଜଣ ମହାକାଶ ଯାତ୍ରୀଙ୍କୁ ଗୁରୁବାର ପୂର୍ବାହ୍ନ ୯ଟା ୨୨ରେ ପଠାଇଛି। ଶେନଝୋଉ-୧୨ ମହାକାଶ ଯାନକୁ ରକେଟ ଲୋଙ୍ଗ୍‌ ମାର୍ଚ୍ଚ-୨-ଏଫ୍‌ଓ୍ବାଇ-୧୨ ଦ୍ୱାରା ଉତ୍ତର ପଶ୍ଚିମ ଚାଇନାର ଗୋବି ମରୁଭୂମିରେ ଥିବା ଜିଓକ୍ୱାନ୍‌ ସାଟେଲାଇଟ୍‌ ଲଞ୍ଚ୍‌ ସେଣ୍ଟରରୁ ଉତ୍‌କ୍ଷେପଣ କରାଯାଇଛି। ଏହାର ସିଧା ପ୍ରସାରଣ ସିଜିଟିଏନ୍‌ ଟିଭି ଦ୍ୱାରା କରାଯାଇଛି। ତାଙ୍ଗ୍‌ ହୋଙ୍ଗ୍‌ବୋ, ନାଇ ହାଇଶେଙ୍ଗ୍‌ ଏବଂ ଲିଉ ବୋମିଙ୍ଗ୍‌ ଚାଇନାର ନୂଆ ସ୍ପେସ୍‌ ଷ୍ଟେଶନରେ ୩ ମାସ ରହି ଏହାର ନିର୍ମାଣ କରିବେ। ଏହା ସହିତ ବିଭିନ୍ନ ବୈଜ୍ଞାନିକ କାର୍ଯ୍ୟ କଳାପ ମଧ୍ୟ ସମ୍ପନ୍ନ କରାଯିବ ବୋଲି ଚାଇନା ପକ୍ଷରୁ କୁହାଯାଇଛି। ପରେ ପୃଥିବୀକୁ ବାହୁଡ଼ି ଆସିବେ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଚାଇନାର ହାତୀପଲ ସୋସିଆଲ ମିଡ଼ିଆରେ ଭାଇରାଲ: ୨୦ କୋଟିରୁ ଅଧିକ ଥର ଦେଖାଗଲାଣି…

ବେଜିଂ,୯।୬: ଏବେ ସୋସିଆଲ ମିଡ଼ିଆରେ ଚାଇନାର ଏକ ହାତୀପଲ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲଗେିଛି। ୧୫ ଜଣିଆ ହାତୀପଲ ଦୀର୍ଘ ଏକବର୍ଷ ଧରି ନିଜ...

ଫାଇଜର-ମର୍ଡେନା ଭାକ୍ସିନ୍‌କୁ ନେଇ ଆତଙ୍କ, ଯୁବବର୍ଗଙ୍କଠାରେ ସୃଷ୍ଟି ହେଉଛି ହାର୍ଟ ସମସ୍ୟା …

ଓ୍ବାଶିଂଟନ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବିଭିନ୍ନ ଦେଶରେ ସାର୍ବଜନୀକ ଭାକ୍ସିନ୍‌...

ଉହାନ ଲାବ୍‌ ପ୍ରଘଟ ସୂତ୍ର ବିଶ୍ୱସନୀୟ ହେଲା କିପରି

ଓ୍ବାଶିଂଟନ,୨୫।୬: କରୋନା ମହାମାରୀ ସାରା ବିଶ୍ୱରେ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଲାଣି। ତେବେ ଏହି ଭୂତାଣୁର ମୂଳ ଉତ୍ସ ଏବେ ବି ରହସ୍ୟାବୃତ...

ନଦୀକୁ ଖସିଲା ବସ୍‌: ୧୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

କରାଚୀ,୧୧।୬ : ପାକିସ୍ତାନର ଦକ୍ଷିଣପଶ୍ଚିମ ଉପତ୍ୟାକାରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌ ଶୁକ୍ରବାର ନଦୀରେ ଖସି ପଡ଼ିଛି। ଏଥିରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବା...

କୋଭାକ୍ସିନ୍‌କୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ: ଜୁନ୍‌ ୨୩ରେ ବୈଠକ…

ଜେନେଭା,୧୭।୬: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍‌ କୋଭାକ୍ସିନ୍‌କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ମଞ୍ଜୁରୀ ପାଇଁ ଜୁନ୍‌ ୨୩ରେ...

ଭାରତ ନାଁରେ ବିପୁଳ ଅର୍ଥ ସଂଗ୍ରହ

ୱାଶିଂଟନ,୧୭ା୬: ଭାରତରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଯୋଗୁ ଅକ୍ସିଜେନ ସଙ୍କଟ ଦେଖାଦେଇଥିଲା। ଭାରତ ପକ୍ଷରୁ ଦିଆଯାଇଥିବା ସହାୟତା ବଦଳରେ ବିଶ୍ୱର ଅନେକ ଦେଶ ସହଯୋଗର...

ଭାରତ- ଇଣ୍ଟରନେଟ୍‌ କମ୍ପାନୀ ସହ କାମ କରିବାକୁ ଚାହୁଁଛି ଆମେରିକା

ଓ୍ବାଶିଂଟନ,୧୨ା୬: ଆମେରିକାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଜୋ -ବାଇଡେନ ପ୍ରଶାସନ ଭୁଲ ତଥ୍ୟର ପ୍ରସାରକୁ ମୁକାବିଲା କରିବା ଏବଂ ଅଭିବ୍ୟକ୍ତିର ସ୍ବାଧୀନତାକୁ ସମ୍ମାନ...

ଏହି ଦେଶରେ ୫ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

ବ୍ରାସିଲିଆ,୨୦।୬: ବ୍ରାଜିଲ୍‌ରେ କରୋନାଜନିତ ମୃତ୍ୟୁସଂଖ୍ୟା ୫ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ସେଠାରେ ୨,୩୦୧ ଜଣଙ୍କ ମୃତ୍ୟୁ ଘଟିବା ପରେ ମୋଟ ମୃତ୍ୟୁସଂଖ୍ୟା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋଭିଡ୍‌ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ
Next Post Next post:
ସମସ୍ତଙ୍କ ସାମ୍ନାରେ ଐଶ୍ୱର୍ଯ୍ୟାଙ୍କୁ ଏମିତି କହିଥିଲେ ଶାଶୁ ଜୟା ବଚ୍ଚନ, କାନ୍ଦି ପକାଇଥିଲେ ଅଭିନେତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts