E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inବାଣିଜ୍ୟ

ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଖର୍ଚ୍ଚ ହୋଇପାରେ ୫୦ ହଜାର କୋଟି
10:56 amJune 17, 2021

ନୂଆଦିଲ୍ଲୀ,୧୭।୬: ଦେଶର ସ୍ବାସ୍ଥ୍ୟ ଭିତ୍ତିଭୂମିରେ ୫୦ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇପାରେ। କ୍ରେଡିଟ୍‌ ଇନସେନଟିଭ ବା ଋଣ ପ୍ରୋତ୍ସାହନ ଭାବେ ଏହାକୁ ଖର୍ଚ୍ଚ କରାଯିବ। ଏହି ଯୋଜନାରେ କମ୍ପାନୀ ଗୁଡିକ ଦ୍ୱାରା ନୂଆ ହସ୍ପିଟାଲ ସ୍ଥାପନ କରିବା, ଏହାର ବିସ୍ତାର ଏବଂ ମେଡିକାଲ ସପ୍ଳାଇ ଲାଗି କ୍ରେଡିଟ୍‌ ଫଣ୍ଡ ବ୍ୟବସ୍ଥା କରାଯିବାକୁ ଯୋଜନା ରହିଛି। କ୍ୟାବିନେଟ ନିକଟରେ ଏହି ପ୍ରସ୍ତାବ ରହିଥିବା ବେଳେ ଏହାକୁ ଶୀଘ୍ର ମଞ୍ଜୁରୀ ମିଳିପାରେ ବୋଲି କୁହାଯାଉଛି। ଏହା ଦ୍ୱାରା ଦେଶର ଟାୟାର ୨ ସହରଗୁଡିକୁ ଫୋକସ କରାଯିବ। ଏହି ଯୋଜନାରେ ହସ୍ପିଟାଲଗୁଡିକୁ ବିନା କୌଣସି ଗ୍ୟାରେଣ୍ଟିରେ ୨ କୋଟି ଟଙ୍କାର ଋଣ ମିଳିବ। ଅନସାଇଟ୍‌ ଅକ୍ସିଜେନ ପ୍ଲାଣ୍ଟ ଲାଗି ମଧ୍ୟ ୨ କୋଟି ଟଙ୍କାର ପାଣ୍ଠି ବ୍ୟବସ୍ଥା କରାଯିବ। ଏହାର ସମ୍ପୂର୍ଣ୍ଣ ଗ୍ୟାରେଣ୍ଟି ସରକାର ନେବେ। ଏଭଳି ବ୍ୟବସ୍ଥା ଦ୍ୱାରା କୋଭିଡ ସମ୍ପର୍କିତ ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ମଧ୍ୟ ସରକାରଙ୍କ ନଜର ରହିବ।


[mc4wp_form id="252536"] All Right Reserved By Dharitri.Com

Posted inବାଣିଜ୍ୟ View All

ଭାରତୀୟ କର୍ତ୍ତୃପକ୍ଷଙ୍କୁ ଚୋକ୍‌ସୀଙ୍କ ଖୋଲା ଆମନ୍ତ୍ରଣ

ନୂଆଦିଲ୍ଲୀ,୬।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସୀ ଭାରତୀୟ କର୍ତ୍ତୃପକ୍ଷଙ୍କୁ ଖୋଲା ଆମନ୍ତ୍ରଣ କରିଛନ୍ତି। ଯାହା ପଚାରିବାର ଅଛି ଆସି ପଚାରିପାରିବ ବୋଲି ଚୋକ୍‌ସୀ କହିଛନ୍ତି।...

ଡିଏପି ସାର ସବ୍‌ସିଡି ୭୦୦ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ,୧୭।୬:  କେନ୍ଦ୍ର ସରକାର ଡିଏପି ସାର ଉପରେ ବ୍ୟାଗ୍‌ ପିଛା ସବ୍‌ସିଡିକୁ ୭୦୦ ଟଙ୍କା ବଢ଼ାଇଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଏ ସଂକ୍ରାନ୍ତ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ...

ଡାକ ବିଭାଗର ବିଶେଷ ରଦ୍ଦକରଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଚଳିତ ମାସ ୨୧ରେ ବିଶ୍ୱ ଯୋଗ ଦିବସର ମହତ୍ତ୍ୱ ପ୍ରତିପାଦନ ନିମିତ୍ତ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ବିଶେଷ ରଦ୍ଦକରଣ (ସ୍ପେଶାଲ କ୍ୟାନସେଲେଶନ)...

ଇନ୍ଧନ ଦର ବୃଦ୍ଧିରୁ ସମସ୍ୟା

ଭୁବନେଶ୍ୱର: ଦେଶରେ କ୍ରମାଗତ ଭାବେ ଇନ୍ଧନ ମୂଲ୍ୟ ବୃଦ୍ଧି ପାଇ ଚାଲିଛି। ଫଳରେ ଏହାର ପ୍ରଭାବ ବିଶେଷ ଭାବେ ପରିବହନ ବ୍ୟବସ୍ଥା ଉପରେ ପଡୁଛି। ପରିବହନ ଯୋଗୁ...

ମଲ୍‌ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲା ଏସ୍‌ସିଏଆଇ

ଭୁବନେଶ୍ୱର: କରୋନା ମହାମାରୀରେ ନିୟନ୍ତ୍ରଣ ଓ ସୁରକ୍ଷିତ ଭାବେ ମଲ୍‌ଗୁଡ଼ିକୁ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ଅନୁମତି ପ୍ରଦାନ ପାଇଁ ଶପିଂ ସେଣ୍ଟର ଆସୋସିଏଶନ ଅଫ୍‌ ଇଣ୍ଡିଆ...

ସୁଇସ ବ୍ୟାଙ୍କରୁ ତଥ୍ୟ ମଗାଗଲା

ନୂଆଦିଲ୍ଲୀ: ସୁଇସ୍‌ ବ୍ୟାଙ୍କରେ ଭାରତୀୟଙ୍କ ଜମା ବଢିଥିବା ଏକ ରିପୋର୍ଟ ନିକଟରେ ଆସିଥିଲା। ଭାରତୀୟଙ୍କ କଳାଧନ ବଢିଥିବା ଏହି ରିପୋର୍ଟକୁ ଆଧାର କରି ସାରା ଦେଶରେ...

ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାର ଚିନ୍ତାଜନକ

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଡି. ସୁବାରାଓ ଦେଶ ମଧ୍ୟରେ ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାରକୁ ନେଇ ଚିନ୍ତାପ୍ରକଟ କରିଛନ୍ତି। କରୋନା ମହାମାରୀ ଯୋଗୁ ଦେଶରେ...

ଜନମଙ୍ଗଳକାରୀ ଯୋଜନା ଲାଗି ଅର୍ଥ ସଞ୍ଚୟ କରୁଛୁ

ନୂଆଦିଲ୍ଲୀ: ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ବୃଦ୍ଧି ହୋଇ ରେକର୍ଡ ସ୍ତରରେ ରହିଛି। ତେଲ ଉପରେ ଉଚ୍ଚ ଟିକସକୁ ନେଇ ବିରୋଧୀ ଦଳଗୁଡିକ କେନ୍ଦ୍ର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍‌ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ ନାମ
Next Post Next post:
ଡିଏପି ସାର ସବ୍‌ସିଡି ୭୦୦ ଟଙ୍କା ବୃଦ୍ଧି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts