କୁଇଆବା(ବ୍ରାଜିଲ),୧୭।୬: ଚଳିତ କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ ଏକ ସ୍ପାନିଶ୍ ରେଫରିଂ କ୍ରିୟୁ ମ୍ୟାଚ୍ ପରିଚାଳନା କରିବେ। ଏ ନେଇ ୟୁରୋପ ଓ ଦକ୍ଷିଣ ଆମେରିକା ଫୁଟ୍ବଲ ପ୍ରଶାସନର ଦୁଇ ସର୍ବୋଚ୍ଚ ସଂସ୍ଥା ୟୁନିୟନ ଅଫ୍ ୟୁରୋପିଆନ ଫୁଟ୍ବଲ ଆସୋସିଏଶନ (ୟୁଏଏଫ୍ଏ) ଓ କନ୍ମେବୋଲ ମଧ୍ୟରେ ଏକ ଚୁକ୍ତି ହୋଇଛି। ପ୍ରଥମଥର ପାଇଁ କୋପା ଆମେରିକା ମ୍ୟାଚ୍ରେ ୟୁରୋପିଆନ କ୍ରିୟୁ କାର୍ଯ୍ୟ କରିବେ ବୋଲି କନମେବୋଲ ତରଫରୁ କୁହାଯାଇଛି।
ଠିକ୍ ସେହିପରି ଗୁରୁବାର ୟୁରୋପିଆନ ଚାମ୍ପିୟନଶିପ୍ରେ ଆର୍ଜେଣ୍ଟିନାର କ୍ରିୟୁ କାର୍ଯ୍ୟ କରିବେ। ଏହି କ୍ରିୟୁ ୟୁକ୍ରେନ୍ ଓ ଉତ୍ତର ମାସିଡୋନିଆ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ରେ ପରିଚାଳନା ଦାୟିତ୍ୱରେ ରହିବେ। ଶୁକ୍ରବାର ଚିଲି ଓ ବଲିଭିଆ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ରେ ସ୍ପେନ୍ର ଜେସସ ଜିଲ ମାଞ୍ଜାନୋ ରେଫରି ଭାବେ କାର୍ଯ୍ୟ କରିବେ। ମାଞ୍ଜାନୋଙ୍କୁ ଏହି ମ୍ୟାଚ୍ରେ ସ୍ପେନ୍ର ଅନ୍ୟ ୩ ଆସିଷ୍ଟାଣ୍ଟ ସହାୟତା କରିବେ। ସେହିପରି ଫର୍ନାଣ୍ଡୋ ରାପାଲିନି ଓ ତାଙ୍କ ଆର୍ଜେଣ୍ଟିନା ଆସିଷ୍ଟାଣ୍ଟମାନେ ରୋମାନିଆର ବୁକାରେଷ୍ଟରେ ମ୍ୟାଚ୍ ପରିଚାଳନା କରିବେ। ଦୁଇଟି କନ୍ଫେଡେରେଶନରେ ରେଫରିଂକୁ ଆହୁରି ଶାଣିତ କରିବା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି ବୋଲି କନମେବୋଲ ତରଫରୁ କୁହାଯାଇଛି।
ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ
ଲଣ୍ଡନ,୧୮।୬: ୧୯୮୩ରେ ଭାରତୀୟ ଦଳ ପ୍ରଥମଥର ପାଇଁ ବିଶ୍ୱକପ୍ ଜିତି ଇତିହାସ ରଚିଥିଲା। ଏହାପରେ ୨୦୦୭ରେ ଟି-୨୦ ବିଶ୍ୱକପ୍, ୨୦୧୧ରେ ଦ୍ୱିତୀୟଥର ଦିନିକିଆ ବିଶ୍ୱକପ୍ ବିଜେତା...
ଜୁନିୟର ହକି ବିଶ୍ୱକପ୍: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର
ଭୁବନେଶ୍ୱର, ୨୪ ।୬(କ୍ରୀଡ଼ା ପ୍ରତିନିଧି)- ଜୁନିୟର ପୁରୁଷ ହକି ବିଶ୍ୱକପ୍ ଭାରତରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାର ଭେନ୍ୟୁ ଏ...
ରାଣୀ ଅଧିନାୟିକା, ଦୀପ୍ଗ୍ରେସ୍ ଓ ସବିତା ଉପଅଧିନାୟିକା
ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ସୋମବାର ଷ୍ଟ୍ରାଇକର ହରିୟାଣାର ରାଣୀ ରାମପାଲ ଅଧିନାୟିକା ଏବଂ ଓଡ଼ିଶାର...
ପୂଜାରାଙ୍କ ସମାଲୋଚନାକୁ ନେଇ ରାଗିଗଲେ ଏହି ମହାନ ବ୍ୟାଟ୍ସମ୍ୟାନ୍; ପଢ଼ାଇଲେ ଅସଲ କ୍ରିକେଟ ପାଠ…
ନୂଆଦିଲ୍ଲୀ,୧୫।୬: କ୍ରିକେଟ ଇତିହାସର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ସଚିନ ତେନ୍ଦୁଲକର ଚେତେଶ୍ୱର ପୂଜାରାଙ୍କ ବ୍ୟାଟିଂଶୈଳୀର ପ୍ରଶଂସା କରିଛନ୍ତି। ଅଷ୍ଟ୍ରେଲିଆରେ ଉଲ୍ଲେଖନୀୟ ଉଦ୍ୟମ ସତ୍ତ୍ୱେ ପୂଜାରା ସ୍କୋରବୋର୍ଡକୁ...
ଫଲୋଅନ୍ ପରେ ବି ମ୍ୟାଚ୍ ଛଡ଼ାଇ ଆଣିଲା ମହିଳା ଦଳ
ବ୍ରିଷ୍ଟଲ,୧୯।୬: ଫଲୋଅନ୍ ପରେ ମ୍ୟାଚ୍ ବଞ୍ଚାଇବା କଷ୍ଟକର। କିନ୍ତୁ ଇଂଲଣ୍ଡ ମାଟିରେ ଏହା କରି ଦେଖାଇଛି ଭାରତୀୟ ମହିଳା କ୍ରିକେଟ ଦଳ। ମ୍ୟାଚ୍ର ଉଭୟ ଇନିଂସରେ...
ଭାରତୀୟ ଦଳକୁ ମିଳିଲା ଖୁସି ଖବର
ମୁମ୍ବାଇ,୧।୬: ଭାରତୀୟ ଦଳ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି-୨୦୨୧) ଫାଇନାଲ ମ୍ୟାଚ ଏବଂ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ପାଇଁ ଜୁନ୍...
ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍
ଅଷ୍ଟ୍ରେଲୀୟ ଲେଗ ସ୍ପିନର ଆଦାମ ଜାମ୍ପା ଶେଷରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ହାଟୀ ଲେ ପାଲମେରଙ୍କୁ ବିବାହ କରିଛନ୍ତି। ଗତ...
କୋହଲିଙ୍କ ଘରଠାରୁ ଦୁଇଗୁଣ ମହଙ୍ଗା ଘର; ବାପାଙ୍କଠାରୁ ଦୂରରେ ରହୁଛନ୍ତି ଯୁବରାଜ
ଭାରତୀୟ କ୍ରିକେଟ ଟିମ୍ର ସୁପରଷ୍ଟାର ଖେଳାଳି ହେଲେ ଯୁବରାଜ ସିଂହ। ବିଶ୍ୱକପ୍ରେ ସେ ପ୍ଲେୟାର ଅଫ୍ ଦ ଟୁର୍ନାମେଣ୍ଟ ପୁରସ୍କାର ଜିତିଥିଲେ। ତେବେ ଯୁବରାଜ ଯେତିକି...


