E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ପିଏସ୍‌ଏଲ୍‌ରୁ ଓହରିଲେ ଡୁପ୍ଲେସି
9:15 amJune 17, 2021

ଆବୁଧାବି, ୧୭।୬(ପି.ଟି.)-  ପାକିସ୍ତାନ ସୁପରଲିଗ୍‌ (ପିଏସ୍‌ଏଲ) ଅବସରରେ କନକ୍‌ସନ (ସଂଘାତ)ର ସମ୍ମୁଖୀନ ହୋଇଥିବା ପୂର୍ବତନ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌ ଡୁପ୍ଲେସି ପ୍ରତିଯୋଗିତାର ଅବଶିଷ୍ଟ ମ୍ୟାଚଗୁଡ଼ିକରୁ ଓହରି ଯାଇଛନ୍ତି। ଗତ ରବିବାର ପେଶାଓ୍ବର ଜାଲ୍‌ମି ବିପକ୍ଷ ମ୍ୟାଚ ବେଳେ ଏକ ଚୌକା ରୋକିବା ଅବସରରେ କ୍ୱେଟା ଗ୍ଲାଡିଏଟର୍ସ ପକ୍ଷରୁ ଖେଳୁଥିବା ଡୁପ୍ଲେସି ସାଥି ଖେଳାଳି ମହମ୍ମଦ ହାସନେନଙ୍କ ସହିତ ଧକ୍କା ଖାଇଥିଲେ। ସେ କିଛି ସମୟ ଗ୍ରାଉଣ୍ଡରେ ପଡ଼ି ରହିବା ପରେ ଟିମ୍‌ ଫିଜିଓ ତାଙ୍କ ନିକଟରେ ପହଞ୍ଚତ୍ଥିଲେ। ୩୬ ବର୍ଷୀୟ ଏହି ଦକ୍ଷିଣ ଆଫ୍ରିକା ଖେଳାଳି ଡଗ୍‌ଆଉଟକୁ ଫେରି ଆସିଥିଲେ ଏବଂ ପରେ ତାଙ୍କୁ ସ୍କାନ୍‌ ପାଇଁ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତରଖାନାରୁ ଫେରିବା ପରେ ସେ ଟୁଇଟ୍‌ କରିଥିଲେ। ମାତ୍ର ଏହି ଟି୨୦ ଲିଗ୍‌ରେ ଆଉ ନ ଖେଳି ସେ ବୁଧବାର ରାତିରେ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଥିବା ସୂଚନା ଦିଆଯାଇଛି। କୋଭିଡ୍‌-୧୯ ପାଇଁ ସ୍ଥଗିତ ରହିଥିବା ପିଏସ୍‌ଏଲ ପୁଣି ଆରମ୍ଭ ହେବା ପରେ ଡୁପ୍ଲେସି ଦ୍ୱିତୀୟ ମ୍ୟାଚ ଖେଳୁଥିବାବେଳେ କନକ୍‌ସନର ଶିକାର ହୋଇଥିଲେ। ଇସଲାମାବାଦ ୟୁନାଇଟେଡ ବିପକ୍ଷ ପ୍ରଥମ ମ୍ୟାଚରେ ସେ ମାତ୍ର ୫ ରନ କରି ଆଉଟ ହୋଇଥିଲେ। ଏହି ମ୍ୟାଚରେ ଗ୍ଲାଡିଏଟର୍ସ ୧୦ ଉଇକେଟରେ ହାରି ଯାଇଥିଲା। ପିଏସ୍‌ଏଲ ପୁନଃ ଆରମ୍ଭ ହେବା ପୂର୍ବରୁ ଡୁପ୍ଲେସି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ କିନ୍ତୁ ପ୍ରଭାବୀ ପ୍ରଦର୍ଶନ କରିଥିଲେ। ୪ ଅର୍ଦ୍ଧଶତକ ସହାୟତାରେ ୩୨୦ ରନ କରି ସେ ଚେନ୍ନାଇ ସୁପରକିଙ୍ଗ୍ସକୁ ଦୃଢ଼ ସ୍ଥାନରେ ପହଞ୍ଚାଇବାରେ ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ମାତ୍ର ବାୟୋ-ବବ୍‌ଲ ମଧ୍ୟରେ କରୋନା ସଂକ୍ରମଣ ଆରମ୍ଭ ହେବାରୁ ଆଇପିଏଲକୁ ଅଧାରୁ ବନ୍ଦ ରଖାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

କ୍ୟାରିୟରର ଅନ୍ତିମ ଟେଷ୍ଟରେ ଭାଙ୍ଗିଗଲା ଆଙ୍ଗୁଠି; ତଥାପି ଖେଳି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ

ସାଉଥାମ୍ପଟନ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ପ୍ରତମ ସଂସ୍କରଣରେ କେନ୍‌ ଓ୍ବିଲିୟମସନ୍‌ଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଚାମ୍ପିୟନ ହୋଇଛି। ଏହା ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ କ୍ୟାରିୟରର...

ବର୍ଷେ ଭିତରେ ଏତିକି ଟଙ୍କା ରୋଜଗାର କରିଛନ୍ତି କୋହଲି

କ୍ରମାଗତ ପଞ୍ଚମ ବର୍ଷ ପାଇଁ ଫୋର୍ବସର ଶ୍ରେଷ୍ଠ ୧୦୦ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଖେଳାଳିଙ୍କ ମଧ୍ୟରେ ଭାରତୀୟ ଅଧିନାୟକ ବିରାଟ କୋହଲି ସ୍ଥାନ ପାଇଛନ୍ତି। ସେ...

ଫ୍ରେଞ୍ଚ୍‌ ଓପନ୍‌ ଟେନିସ: ନାଡାଲ, ସିତ୍‌ସିପାସ, ଜେଭରେଭ ସେମିଫାଇନାଲରେ

ପ୍ୟାରିସ, ୧୦।୬- ସ୍ପେନ୍‌ ସୁପରଷ୍ଟାର ରାଫାଲ ନାଡାଲ, ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି।...

ୟୁରୋକପ୍‌ ଫୁଟ୍‌ବଲ: ଚେକ୍‌ ଗଣରାଜ୍ୟକୁ ହରାଇଲା ଇଂଲଣ୍ଡ

ଲଣ୍ଡନ,୨୪।୬: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ମଙ୍ଗଳବାର ଗ୍ରୁପ୍‌ ଡି’ରେ ଇଂଲଣ୍ଡ ୧-୦ ଗୋଲରେ ଚେକ୍‌ ଗଣରାଜ୍ୟକୁ ପରାସ୍ତ...

ୟୁରୋକପ୍‌ ଫୁଟ୍‌ବଲ: ଆତ୍ମଘାତୀ ଗୋଲ, ଫ୍ରାନ୍ସଠାରୁ ହାରିଲା ଜର୍ମାନୀ

ମ୍ୟୁନିକ୍‌,୧୭।୬: ୟୁରୋକପ୍‌ ଫୁଟ୍‌ବଲରେ ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଫ୍ରାନ୍ସ ତା’ର ପ୍ରଥମ ମ୍ୟାଚ୍‌ରେ ଶକ୍ତିଶାଳୀ ଜର୍ମାନୀକୁ ୧-୦ ଗୋଲରେ ପରାସ୍ତ...

ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ...

ରାଣୀ ଅଧିନାୟିକା, ଦୀପ୍‌ଗ୍ରେସ୍‌ ଓ ସବିତା ଉପଅଧିନାୟିକା

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ସୋମବାର ଷ୍ଟ୍ରାଇକର ହରିୟାଣାର ରାଣୀ ରାମପାଲ ଅଧିନାୟିକା ଏବଂ ଓଡ଼ିଶାର...

ଓ୍ବିମ୍ବେଲଡନରୁ ଓହରିଲେ ସିମୋନା ହାଲେପ୍‌

ଓ୍ବିମ୍ବେଲଡନ, ୨୬ା୬(ଏପି)-ପେଣ୍ଡାରେ ଆଘାତପ୍ରାପ୍ତ ଥିବାରୁ ଗତଥରର ମହିଳା ସିଙ୍ଗଲ୍ସ ଚାମ୍ପିୟନ ସିମୋନା ହାଲେପ୍‌ ଓ୍ବିମ୍ବେଲଡନ ଓପନ୍‌ ଟେନିସ ପ୍ରତିଯୋଗିତାରୁ ଓହରିିଯାଇଛନ୍ତି। ଶୁକ୍ରବାର ଏହି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାଲେଶ୍ୱରର ଜଣେ ବରିଷ୍ଠ ଶିକ୍ଷାବିତଙ୍କ ପରଲୋକ
Next Post Next post:
ପେଟ୍ରୋଲ ୨୬, ଡିଜେଲ ୧୪ ପଇସା ବଢ଼ିଲା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts