E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଦ୍ୱିତୀୟ ସିଡ୍‌ଙ୍କୁ ହରାଇଲେ ବୋପାନ୍ନା-ଶରନ
8:10 amJune 17, 2021

ହାଲେ (ଜର୍ମାନୀ), ୧୭।୬(ପି.ଟି.)- ଭାରତର ରୋହନ ବୋପାନ୍ନା ଓ ଡିଭିଜ ଶରନ ଯୋଡ଼ି ଏଠାରେ ଚାଲିଥିବା ନୋଭେଣ୍ଟି ଓପନ ଟେନିସ ଟୁର୍ନାମେଣ୍ଟରେ ଦ୍ୱିତୀୟ ସିଡ୍‌ ଲୁକାଜ କୁବୋଟ ଓ ଏଡୁଆର୍ଡ ରୋଜର ଭାସେଲିନଙ୍କୁ ପରାସ୍ତ କରିଛନ୍ତି। ଫଳରେ ଭାରତୀୟ ଯୋଡ଼ି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଟୋକିଓ ଅଲିମ୍ପିକ୍ସ ଖେଳିବା ଆଶାରେ ଥିବା ବୋପାନ୍ନା-ଶରନ ଏହି ୟୁରୋ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ପୋଲାଣ୍ଡ-ଫ୍ରେଞ୍ଚ୍‌ ଯୋଡ଼ିଙ୍କୁ ୭-୬(୧୧), ୬-୪ ସେଟ୍‌ରେ ପରାସ୍ତ କରିଥିଲେ। ର଼୍ୟାଙ୍କିଙ୍ଗ୍‌ ଅନୁସାରେ ଟୋକିଓ ଅଲିମ୍ପିକ୍ସ ପାଇଁ ଜୁନ ୧୪କୁ କଟ୍‌ ଅଫ୍‌ ଡେଟ୍‌ ଭାବେ ଧରାଯାଉଛି। ଏହି ମଧ୍ୟରେ ବୋପାନ୍ନା (୩୪) ଓ ଶରନ (୭୫) ମିଳିତ ଭାବେ ୧୧୩ ର଼୍ୟାଙ୍କ ପଏଣ୍ଟ ପାଇଛନ୍ତି। ତେଣୁ ଅନ୍ୟ କୌଣସି ଦେଶର ପ୍ରତିଯୋଗୀ ଓହରିଲେ ଯାଇ ଭାରତୀୟ ଯୋଡ଼ିଙ୍କ ପାଇଁ ଅଲିମ୍ପିକ୍ସ ସୁଯୋଗ ସୃଷ୍ଟି ହେବ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଏହି ୫ କାରଣରୁ ଫାଇନାଲରେ ହାରିଲା ଭାରତୀୟ ଦଳ

ସାଉଥାମ୍ପଟନ୍‌,୨୪।୫: ଗତ ଦୁଇ ବର୍ଷ ଧରି ଟିମ ଇଣ୍ଡିଆର କଠିନ ପରିଶ୍ରମ ସାଉଥାମ୍ପଟନ ଗ୍ରାଉଣ୍ଡରେ ବ୍ୟର୍ଥ ହୋଇଥିଲା। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ...

ସହାୟ ହେଉନି ଭାଗ୍ୟ

ସାଉଥାମ୍ପଟନ,୨୦।୬: ନ୍ୟୁଜିଲାଣ୍ଡର ବୋଲରଙ୍କ ସାମ୍ନାରେ ତାସ ଘର ଭଳି ଭୁଷୁଡ଼ି ପଡ଼ିଲା ତାରକା ଖଚିତ ଭାରତୀୟ ବ୍ୟାଟିଂ ଲାଇନ। ମାତ୍ର ୨୧୭ ରନ୍‌ରେ ସୀମିତ ରହିଥିଲା...

୨୪୯ ରନ୍‌ରେ ଅଟକିଲା ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୨ ରନ୍‌ର ଅଗ୍ରଣୀ ହାସଲ କରିଛି। ଏହା ପଛରେ ହାତ ଥିଲା...

କୋହଲିଙ୍କ ଘରଠାରୁ ଦୁଇଗୁଣ ମହଙ୍ଗା ଘର; ବାପାଙ୍କଠାରୁ ଦୂରରେ ରହୁଛନ୍ତି ଯୁବରାଜ

ଭାରତୀୟ କ୍ରିକେଟ ଟିମ୍‌ର ସୁପରଷ୍ଟାର ଖେଳାଳି ହେଲେ ଯୁବରାଜ ସିଂହ। ବିଶ୍ୱକପ୍‌ରେ ସେ ପ୍ଲେୟାର ଅଫ୍‌ ଦ ଟୁର୍ନାମେଣ୍ଟ ପୁରସ୍କାର ଜିତିଥିଲେ। ତେବେ ଯୁବରାଜ ଯେତିକି...

ପନ୍ତଙ୍କୁ ନେଇ କାର୍ତ୍ତିକଙ୍କ ଭବିଷ୍ୟବାଣୀ: କହିଲେ ୧୦୦ ଟେଷ୍ଟ ଖେଳିବେ…

ନୂଆଦିଲ୍ଲୀ,୮।୬: ଅଷ୍ଟ୍ରେଲିଆ-ଇଂଲଣ୍ଡ ବିପକ୍ଷରେ ଦମ୍‌ଦାର ବ୍ୟାଟିଂ କରି ପ୍ରଶଂସିତ ହୋଇଥିଲେ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ। ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ସେ ଅନେକ...

ଭାରତୀୟ ଖେଳାଳିଙ୍କୁ ୩ ଦିନ ପରସ୍ପର ସହ ମିଶିବା ମନା

ସାଉଥାମ୍ପଟନ, ୫।୬(ପି.ଟି.)- ସମ୍ପ୍ରତି ୟୁନାଇଟେଡ କିଙ୍ଗ୍‌ଡମ୍‌ ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ନ୍ୟୁଜିଲାଣ୍ଡର ନେତୃତ୍ୱ ନେବେ ଓ୍ବିଲିୟମସନ

ସାଉଥାମ୍ପଟନ,୧୬ା୬(ପି.ଟି.)-ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବା ଲାଗି କେନ୍‌ ଓ୍ବିଲିୟମସନ ଉପଲବ୍ଧ ହେବେ। ଜୁନ୍‌ ୧୮ରୁ ଆରମ୍ଭ...

ଏମିତି ଛକା ମାରିଲେ କ୍ରିକେଟର୍‌, ନିଜର ହେଲା କ୍ଷତି

କ୍ରିକେଟରେ ଜଣେ ବ୍ୟାଟ୍ସମ୍ୟାନ ଛକା ମାରିଲେ ବଲ ସୀମା ବାହାରେ ବସିଥିବା ଜଣେ ବ୍ୟକ୍ତିଙ୍କ ଉପରେ ପଡିବା ନୂଆକଥା ନୁହେଁ। କ୍ରିକେଟରେ ଏପରି ଅନେକ ଉଦାହରଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋପା ଆମେରିକାରେ କରୋନା ସଙ୍କଟ
Next Post Next post:
ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts