E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ପୁଣି ଟପ୍‌ଲେସ୍‌ ହେଲେ ଏହି ସୁନ୍ଦରୀ ଅଭିନେତ୍ରୀ; ସୋସିଆଲ ମିଡିଆରେ ପଡ଼ିଛି ଚହଳ
12:10 pmJune 17, 2021

ବମ୍ବେ: ବଲିଉଡର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ କିଆରା ଆଡଭାଣୀ ଜଣେ। ପରଦାରେ କେବେ ଚୁଲବୁଲି ତ କେବେ ସାଧାସିଧା ଚରିତ୍ରରେ ନଜର ଆସୁଥିବା କିଆରା ବେଶ୍‌ ବୋଲ୍ଡ ମଧ୍ୟ। ଏବେ ସେ ନିଜର ଏକ ଫଟୋକୁ ନେଇ ଚର୍ଚ୍ଚାରେ। କାରଣ ଫଟୋରେ କିଆରା ଟପ୍‌ଲେସ୍‌ ହୋଇଛନ୍ତି।

ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ କିଆରା ନିଜର ବୋଲ୍ଡ ଫଟୋ ଶେୟାର କରିଛନ୍ତି। କଳାଧଳା ରଙ୍ଗର ଉକ୍ତ ଫଟୋ ସେଲିବ୍ରିଟି ଫଟୋଗ୍ରାଫର ଡବ୍ବୁ ରତନାନୀ ୨୦୨୧ କ୍ୟାଲେଣ୍ଡର ଫଟୋଶୁଟ୍‌ର। କ୍ୟାଲେଣ୍ଡରରେ କିଆରାଙ୍କ ସହ ସନି ଲିଓନି ମଧ୍ୟ ବୋଲ୍ଡ ରୂପରେ ନଜର ଆସୁଛନ୍ତି। ହେଲେ କିଆରାଙ୍କ ଫଟୋକୁ ବେଶ ପସନ୍ଦ କରାଯାଉଛି।

୨୦୧୯ରେ କିଆରା ଡବ୍ବୁଙ୍କ କ୍ୟାଲେଣ୍ଡରରେ ଡେବ୍ୟୁ କରିଥିଲେ। ଏଥିରେ ସେ ଏମ୍ବେଲିଶ୍ଡ ବ୍ଲୁ ଜିନ୍ସ ପିନ୍ଧିଥିଲେ। ୨୦୨୦ରେ କରାଯାଇଥିବା ଫଟୋଶୁଟ୍‌ରେ ପ୍ରଥମେ ଟପ୍‌ଲେସ୍‌ ହୋଇଥିଲେ କିଆରା। ଏକ ପତ୍ର ସାହାଯ୍ୟରେ ସେ ନିଜର ବକ୍ଷକୁ ଲୁଚାଇଥିବା ନଜର ଆସିଥିଲା। ଏହାଛଡ଼ା ଅନ୍ୟ କିଛି ସେ ପିନ୍ଧି ନ ଥିଲେ। କିନ୍ତୁ ଫଟୋ ଭାଇରାଲ ହେବା ପରେ ଏହି ଫଟୋଶୁଟ୍‌କୁ ସମାଲୋଚନାର ଶିକାର ହେବାକୁ ପଡ଼ିଥିଲା। ଅନ୍ତରାଷ୍ଟ୍ରୀୟ ଫଟୋଗ୍ରାଫର ମୈରୀ ଓ୍ବାର୍ସ ଡବ୍ବୁଙ୍କ ଉପରେ ଚୋରି କରିଥିବା ଅଭିଯୋଗ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍‌ରେ ମନ ଦେଲେ କ୍ୟାଟ୍ରିନା

ମୁମ୍ବାଇ: କରୋନାରେ ଆକ୍ରାନ୍ତ ହୋଇଥିଲେ ବଲିଉଡ୍‌ ସୁନ୍ଦରୀ କ୍ୟାଟ୍ରିନା କୈଫ୍‌। ତେବେ ସେ ଏପ୍ରିଲରୁ ସୁସ୍ଥ ହୋଇସାରିଲେଣି। ଏବେ ଅଭିନେତ୍ରୀ ନିଜର ଫିଟ୍‌ନେସ୍‌କୁ ଫେରିଛନ୍ତି। କ୍ୟାଟ୍‌...

ଲିପ୍‌ଷ୍ଟିକ୍‌ କି ଚପଲ ନୁହେଁ, ଯେଉଁ ସହରକୁ ଯାଆନ୍ତି ଏହି ଜିନିଷ କିଣିବାକୁ ଭଲ ପାଆନ୍ତି ଆଲିଆ ଭଟ୍ଟ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ବରୁଣ ଧାୱନ ପରସ୍ପରର ଭଲ ବନ୍ଧୁ। ଉଭୟ ଅନେକ ହିଟ ଫିଲ୍ମରେ ଏକାଠି କାମ କରିଛନ୍ତି। ବରୁଣ...

ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ...

ନିଆଙ୍କ ଉପରେ ରାଗିଗଲେ ଦେବୋଲିନା: କହିଲେ ‘ଖାଲି ଫ୍ୟାଶନ୍‌ ଦେଖାଇଲେ ହେବନି; ମଣିଷ ହେବା ଲାଗି…’

ବମ୍ବେ: ଟୁଇଟରରେ ଟଣାଓଟରା। କିଏ ଠିକ୍‌ କିଏ ଭୁଲ କହିବା ମୁସ୍କିଲ। ହେଲେ ପରୋକ୍ଷରେ ଆରୋପ ପ୍ରତ୍ୟାରୋପ ସହ ଅଭିନୟକୁ ନେଇ କଥା କଟାକଟି ଜାରି...

କଙ୍ଗନାଙ୍କ ରାଗ ଦେଖି କରଣ ଛାନିଆ

ମୁମ୍ବାଇ: ବଲିଉଡ୍‌ କ୍ୱିନ୍‌ କଙ୍ଗନା ରାଣାଓ୍ବତ୍‌ ସବୁବେଳେ ନିଜ ଢଙ୍ଗରେ ଜବାବ ଦେବା ନେଇ ବେଶ୍‌ ଜଣାଶୁଣା। ପ୍ରତ୍ୟେକ ପ୍ରସଙ୍ଗରେ ସେ କିଛି ନା କିଛି...

କିଛି ଏଭଳି ୟାମି-ଆଦିତ୍ୟଙ୍କ ଲଭ୍‌ଷ୍ଟୋରୀ: କେହି ବି ଟେର୍‌ ପାଇଲେନି; ଶୁଟିଂ ସେଟ୍‌ରୁ…

ବମ୍ବେ: ଲୁଚିଛପି ବିବାହ କରିଛନ୍ତି ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ୟାମି ଗୌତମ। ଆଦିତ୍ୟ ଧରଙ୍କୁ ସେ ବିବାହ କରିଥିବା ନେଇ ଏକ ପୋଷ୍ଟ କରି ପ୍ରଶଂସକଙ୍କୁ...

ଏହି ଫିଲ୍ମର ଶେଟ୍‌ରେ ପ୍ରଥମ ଥର ପାଇଁ ନିଶାଙ୍କୁ ଭେଟିଥିଲେ କରନ୍‌; ଗଣମାଧ୍ୟମ ସମ୍ମୁଖରେ କରିଥିଲେ ପ୍ରପୋଜ୍‌; ଏବେ…

ବମ୍ବେ: ସବୁକିଛି ତ ଠିକ୍‌ ଥିଲା। ହେଲେ ଏପରି କ’ଣ ହେଲା ଯେ କଥା ଥାନାରେ ପହଞ୍ଚିଲା। ସୋମବାର ଟେଲି ଅଭିନେତା କରନ୍‌ ମେହେରା ଗିରଫ...

ଏତିକି ଟଙ୍କାର ଶାଢି ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନବବଧୂ ପରି ସଜେଇ ହୋଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଉର୍ବଶୀ ନିଜ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜିଲାପାଳଙ୍କ ପୋତାଗଡ଼ ପରିଦର୍ଶନ: ସ୍ମାର୍ଟ ପାର୍କ ନିର୍ମାଣ କାର୍ଯ୍ୟକୁ ପ୍ରାଥମିକତା
Next Post Next post:
ରାସ୍ତା ଅବରୋଧ କଲେ ଚାଷୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts