E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅପରାଧ, ଆମ ଜିଲା ଖବର, ବାଲେଶ୍ୱର

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ: ୧୦ ଆହତ
12:36 pmJune 17, 2021June 27, 2021

ସୋର,୧୭ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନସ୍ଥ ଆଟପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ ୧୦ ଜଣ ଆହତ ହୋଇ ସୋର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ଗ୍ରାମର ଅକ୍ଷୟ ନାୟକଙ୍କ ଘରେ ପଶି କେତେକ ବ୍ୟକ୍ତି ଭୁଜାଲି ଓ ଖଣ୍ଡାରେ ପରିବାର ସଦସ୍ୟଙ୍କୁ ଆକ୍ରମଣ କରିଥିଲେ। ଏଥି ସହିତ ତାଙ୍କ ଘର ଆଜ୍‌ବେଷ୍ଟସ, ବାକକ୍‌ ଓ ଷ୍ଟ୍ରିଟ୍‌ ଲାଇଟ ଭାଙ୍ଗି ଦେଇଥିଲେ। ଏହାକୁ ପଡ଼ୋଶୀମାନେ ଲୋକ ବିରୋଧ କରିଥିଲେ। ଫଳରେ ଉଭୟ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ସୋର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ୪ ଜଣଙ୍କୁ ଅଟକ ରଖିଛି।


[mc4wp_form id="252536"] All Right Reserved By Dharitri.Com

Posted inଅପରାଧ, ଆମ ଜିଲା ଖବର, ବାଲେଶ୍ୱର View All

ବଳାତ୍କାର ପରେ ଅଚେତ ହୋଇଗଲା, ଭୟରେ ତଣ୍ଟି ଚିପିଦେଲି

ନୟାଗଡ଼ ଅଫିସ,୨୦।୬: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନୂଆଗାଁ ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା ।...

ଆଜିଠୁ ଅଲାରନାଥଙ୍କ ଅନବସର ଦର୍ଶନ

ବ୍ରହ୍ମଗିରି,୨୫।୬(ଡି.ଏନ୍‌.ଏ.): ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରି ଅଣସର ପିଣ୍ଡିରେ ବିଜେ କରିଛନ୍ତି। ଏହି ଅବସରରେ ଶୁକ୍ରବାରଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କ ପୀଠରେ ଅନବସର ଦର୍ଶନ ଆରମ୍ଭ ହେବ।...

ଲୁଗା ଗୋଦାମ ଖୋଲି କେବଳ କ୍ଷତି ସହିଲେନି ବ୍ୟବସାୟୀ, ଗ୍ରାହକଙ୍କୁ ଗଣିବାକୁ ପଡ଼ିଲା ତଣ୍ଡ

ଯାଜପୁର ଅଫିସ,୨।୬: ଲକ୍‌ଡାଉନ୍‌ରେ ଲୁଗା ଗୋଦାମ ଖୋଲିବା ପଡ଼ିଲା ମହଙ୍ଗା। ପରେ ଗୋଦାମ ସିଲ ହେବା ସହିତ ଲୁଗା କିଣିବାକୁ ଭିଡ଼ ଲଗାଇଥିବା ଗ୍ରାହକଙ୍କୁ ତଣ୍ଡଗଣିବାକୁ...

ଅନ୍‌ଲକ୍‌ ପାଇଁ ଫିଟୁଛି ବାଟ: ଗଞ୍ଜାମରେ ୫୦୦ ତଳେ କରୋନା ଆକ୍ଟିଭ କେସ୍‌

ଛତ୍ରପୁର,୧୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମ୍‌ ହେବାରେ ଲାଗିଛି। ଏବେ ଗଞ୍ଜାମ ଗ୍ରୀନ୍‌ ଜୋନ୍‌ରେ ରହିଛି। ଜିଲାରେ ଏବେ ୫୦୦ ତଳେ...

ଗଞ୍ଜାମରେ ମନ୍ଦିର ବନ୍ଦ: ଘରେ ରହି ସାବିତ୍ରୀ ବ୍ରତ ପାଳିଲେ ମହିଳା

ଛତ୍ରପୁର,୧୦ା୬(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଯୋଗୁ ଗଞ୍ଜାମ ଜିଲାରେ ଆଗୁଆ ପଦକ୍ଷେପ ନିଆଯାଇ ୨ ମାସ ହେଲା ସବୁ ମନ୍ଦିର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିଛି। ଫଳରେ...

ଅଣ୍ଡାକୁ ଶତ୍ରୁ କବଳରୁ ଜଗିଛି ମା’ କୁମ୍ଭୀର

ମହାକାଳପଡ଼ା,୧୪ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ନଦୀ ଓ ଯୋର ଆଦି ସ୍ଥାନରେ କୁମ୍ଭୀରଙ୍କ ଚଳପ୍ରଚଳ ଦେଖିବାକୁ ମିଳିଥାଏ। ବିଶେଷକରି ଉପକୂଳ ଅଞ୍ଚଳର...

ଦୁର୍ବଳ ନଦୀବନ୍ଧ, ବିପଦରେ ୫ହଜାର ଲୋକ

ବାଲେଶ୍ୱର ଅଫିସ, ୧୪।୬-ବାଲେଶ୍ୱର ଜିଲା ଦେଇ ବହିଯାଇଥିବା ବୁଢ଼ାବଳଙ୍ଗ ନଦୀକୂଳରେ ଅବସ୍ଥିତ ପୁରୁଣା ବାଲେଶ୍ୱର ଅଞ୍ଚଳ। ଅଳ୍ପ ଦୂରରେ ଏହି ନଦୀ ବଙ୍ଗୋପସାଗରରେ ମିଶିଛି। କେବଳ...

ନିଉତା ବାଣ୍ଟିଲେ ହନୁମାନ

ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆମେରିକାରୁ କରୋନା ଭୂତାଣୁ ଉତ୍ପତ୍ତି, କହିଲା ଚାଇନା…
Next Post Next post:
କୋଭାକ୍ସିନ୍‌କୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ: ଜୁନ୍‌ ୨୩ରେ ବୈଠକ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts