E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌

କୋଭାକ୍ସିନ୍‌କୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ: ଜୁନ୍‌ ୨୩ରେ ବୈଠକ…
12:50 pmJune 17, 2021

ଜେନେଭା,୧୭।୬: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍‌ କୋଭାକ୍ସିନ୍‌କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ମଞ୍ଜୁରୀ ପାଇଁ ଜୁନ୍‌ ୨୩ରେ ବୈଠକ ଅନୁଷ୍ଠିତ ହେବ। ଭାରତ ବାୟୋଟେକ୍‌ ପକ୍ଷରୁ ଏସମ୍ପର୍କିତ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ରିପୋର୍ଟ ବୁଧବାର ଡବ୍ଲ୍ୟୁଏଚ୍‌ଓରେ ଦାଖଲ କରାଯାଇଛି। ଡବ୍ଲ୍ୟୁଏଚ୍‌ଓ ଓ୍ବେବସାଇଟ୍‌ ଅନୁସାରେ ଫାଇଜର, ଆଷ୍ଟ୍ରାଜେନିକା, ସିନୋଫାର୍ମ, ମର୍ଡେନା, ସିନୋଭାକ୍‌ ଏବଂ ଜନ୍ସନ୍‌ ଆଣ୍ଡ୍‌ ଜନସନ୍‌ ଆଦି ୬ଟି ଭାକ୍ସିନ୍‌କୁ ବିଶ୍ୱସ୍ତରୀୟ ବ୍ୟବହାର ଲାଗି ମଞ୍ଜୁରୀ ମିଳିଛି। ଭାରତର ସେରମ୍‌ ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭିଶିଲ୍ଡ୍‌କୁ ଜରୁରୀ କାଳୀନ କ୍ଷେତ୍ରରେ ପ୍ରୟୋଗ କରାଯିବା ଲାଗି ଡବ୍ଲ୍ୟୁଏଚ୍‌ଓ ସ୍ବୀକୃତି ମିଳିସାରିଛି। ଡବ୍ଲ୍ୟୁଏଚ୍‌ଓ ସ୍ବୀକୃତି ମିଳି ନ ଥିବାରୁ କୋଭାକ୍ସିନ୍‌ ଡୋଜ୍‌ ନେଇଥିବା ଲୋକ କେତେକ ଦେଶକୁ ଯାତ୍ରା କରି ପାରୁ ନାହାନ୍ତି। ମଞ୍ଜୁରୀ ମିଳିବା ପରେ ଲୋକେ ଅନ୍ୟ ଦେଶକୁ ଯାତ୍ରା କରିବାରେ କୌଣସି ଅସୁବିଧା ହେବ ନାହିଁ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌ View All

୭୦ କୋଭି୍‌ଡ ଅନାଥଙ୍କ ଦାୟିତ୍ୱ ନେଲା ଲକ୍ଷ୍ନୌ ୟୁନିଭର୍ସିଟି

ଲକ୍ଷ୍ନୌ, ୧୭ା୬: ଉତ୍ତରପ୍ରଦେଶ ସ୍ଥିତ ଲକ୍ଷ୍ନୌ ୟୁନିଭର୍ସିଟି କରୋନାରେ ରୋଜଗାରିଆ ମାତାପିତାଙ୍କୁ ହରାଇଥିବା ୭୦ ଅନାଥ ପିଲାଙ୍କ ଦାୟିତ୍ୱ ନେଇଛି। ଏଥିସହ ଲକ୍ଷ୍ନୌ, ବାରାଣସୀ, ପ୍ରୟାଗରାଜ,...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...

ଭୟ କରନାହିଁ , ଭାକ୍ସିନ୍‌ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…

ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍‌ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍‌...

ଲକ୍ଷ୍ୟ କେତେ ଦୂର

ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ...

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ...

ବୃଦ୍ଧଙ୍କ ଘରୁ ମିଳିଲା ୩,୭୮୭ ଖଣ୍ଡ ମଣିଷ ହାଡ଼

ମେକ୍ସିକୋ ସିଟି,୨୫।୬: ମେକ୍ସିକୋ ସହର ବାହାର ଅଞ୍ଚଳରେ ଏକ ସନ୍ଦିଗ୍ଧ ହତ୍ୟାକାରୀଙ୍କ ଘର ଚଟାଣ ଖୋଳା ହେବାରୁ ମିଳିଛି ୩,୭୮୭ ଖଣ୍ଡ ହାଡ଼। ଏହା ୧୭...

ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…

ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ...

ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରାଆଣ୍ଟ ରୋଗୀ ଚିହ୍ନଟ

ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ: ୧୦ ଆହତ
Next Post Next post:
ଘର ବାହୁଡ଼ା ପରେ ହଟିଲା ଜେଡ୍‌ ସିକ୍ୟୁରିଟି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts