E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

କେତେବେଳେ ଜାହ୍ନବୀ କପୁରଙ୍କ ହାତ ଧରୁଛନ୍ତି ତ କେବେ ସାରାଙ୍କ ଅତି ନିକଟରେ; କିଏ ଏହି ବ୍ୟକ୍ତି ଯାହାଙ୍କୁ କହାଯାଉଛି ‘ମିଷ୍ଟ୍ରି ମ୍ୟାନ୍‌’
1:11 pmJune 17, 2021

ବମ୍ବେ: ବଲିଉଡ୍‌ରେ ଏଭଳି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ, ଯାହାଙ୍କୁ ସବୁବେଳେ ବଲିଉଡ୍‌ ଅଭିନେତ୍ରୀଙ୍କ ସହ ଦେଖିବାକୁ ମିଳୁଛି। ସେ ଜାହ୍ନବୀ କପୁର ନଚେତ ସାରା ଅଲୀ ଖାନଙ୍କ ସହ ଅଧିକାଂଶ ସମୟରେ ନଜର ଆସୁଛନ୍ତି। ଫିଲ୍ମଜଗତର ଲଳନାମାନଙ୍କ ମଧ୍ୟରେ ସେ ବେଶ୍‌ ଲୋକପ୍ରିୟ ବୋଲି କୁହାଯାଉଛି। ସେ ହେଲେ ଓରହାନ ଆବାତ୍ରାମଣି। ଆସନ୍ତୁ ଜାଣିବା ଏହି ମିଷ୍ଟ୍ରି ମ୍ୟାନ ଜଣଙ୍କ କିଏ।

ନିକଟରେ ଜାହ୍ନବୀ ସମୁଦ୍ରକୂଳରେ ବିକିନି ପିନ୍ଧି ବୁଲୁଥିବା ବେଳର କିଛି ଫଟୋ ଶେୟାର କରିଥିଲେ। ଏଥିରେ ସେ ଓରହାନଙ୍କ ହାତ ଧରି ଦୌଡ଼ୁଥିବା ନଜର ଆସିଥିଲେ।

ଓରହାନ ବଲିଉଡ୍‌ରେ ଓରି ନାମରେ ଖ୍ୟାତ। ସାରାଙ୍କ ବ୍ୟତିତ ପଟୌଦୀ ପରିବାରର ଅନ୍ୟ ସଦସ୍ୟଙ୍କ ସହ ତାଙ୍କର ଭଲ ସମ୍ବନ୍ଧ ରହିଛି। ଏହାଛଡ଼ା ବଲିଉଡ୍‌ ପାର୍ଟିରେ ମଧ୍ୟ ସେ ନଜର ଆସନ୍ତି। କେବଳ ଯେ ଯୁବ ଅଭିନେତ୍ରୀ ତାହା ନୁହେଁ ଅନେକ ସମୟରେ ସେ ବିଗତ ଦିନର ଅଭିନେତ୍ରୀଙ୍କ ସହ ନଜର ଆସିଛନ୍ତି।

ଓରହାନ ଆମିମେଶନରେ ନିଜର କ୍ୟାରିୟର କରିବାକୁ ଚାହୁଁଛନ୍ତି। ଏଥିପାଇଁ ସେ ଟ୍ରେନିଂ ନେଉଛନ୍ତି। ସେ ଷ୍ଟାର କିଡ ନୁହନ୍ତି। ହେଲେ ସାରାଙ୍କ ସହ କଲମ୍ବିଆ ୟୁନିଭର୍ସିଟିରେ ଗ୍ରାଜୁଏଶନ ପଢ଼ିଥିଲେ। ଏହି ସମୟରେ ଉଭୟଙ୍କ ମଧ୍ୟରେ ବନ୍ଧୁତା ହୋଇଥିଲା। ଏବେ ସେମାନେ ପରସ୍ପରର ବ୍ରେଷ୍ଟ ଫ୍ରେଣ୍ଡ ବୋଲି କହୁଛନ୍ତି। ହେଲେ ତାଙ୍କ ପରିବାର ବିଷୟରେ ବିଶେଷ କଥା ଜଣାପଡ଼ି ନାହିଁ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ...

ଲକ୍‌ଡାଉନରେ ଡ୍ରାଇଭ୍‌ କରି ଫସିଲେ ଦିଶା-ଟାଇଗର

ମୁମ୍ବାଇ: ବି-ଟାଉନର ଲଭ୍‌ବାର୍ଡ ଦିଶା ପଟାନୀ ଓ ଟାଇଗର ଶ୍ରଫ୍‌ଙ୍କୁ ଲକ୍‌ଡାଉନରେ ଘରୁ ବାହାରିବା ମହଙ୍ଗା ପଡ଼ିଛି। ମଙ୍ଗଳବାର ଏହି ଚର୍ଚ୍ଚିତ ଯୋଡ଼ି ଡ୍ରାଇଭ୍‌ରେ ବାହାରିଥିବା...

ମହାନାୟକଙ୍କ ସହ କେବେ ବି ଫିଲ୍ମରେ କାମ କରିନାହାନ୍ତି ଧକ୍‌ ଧକ୍‌ ଗର୍ଲ ମାଧୁରୀ, କାରଣ ଜାଣିଲେ..

ବମ୍ବେ: ମହାନାୟକ ଅମିତାଭ ବଚ୍ଚନଙ୍କ ଫିଲ୍ମରେ କାମ କରିବାକୁ ଚାହିଁ ବସିଥାନ୍ତି ଅଭିନେତ୍ରୀମାନେ। ହେଲେ ବଲିଉଡ୍‌ର ଏଭଳି ଜଣେ ନାୟିକା ଅଛନ୍ତି ଯିଏ ବିଗ୍‌ ବିଙ୍କ...

କବୀର ସିଂର ଦୁଇ ବର୍ଷ ପରେ ସାହିଦ୍‌ ଶେୟାର କଲେ ଏମିତି ଭିଡିଓ, ପ୍ରଶଂସକ କହିଲେ…

ବଲିଉଡ୍‌ ଅଭିନେତା ସାହିଦ କପୁର ଏଯାବତ୍‌ ତାଙ୍କ କ୍ୟାରିୟରରେ ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। ତେବେ  ‘କବୀର ସିଂ’ ଫିଲ୍ମ ଇଣ୍ଡଷ୍ଟ୍ରିରେ ହଇଚଇ ସୃଷ୍ଟି କରିଥିଲା।...

ଏତିକି ଟଙ୍କାର ବଙ୍ଗଳାରେ ରୁହନ୍ତି ଅଭିନେତ୍ରୀ ସୋନମ କପୁର

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଏଭରଗ୍ରୀନ ଅଭିନେତା ଅନିଲ କପୁରଙ୍କ ଝିଅ ହୋଇଥିଲେ ମଧ୍ୟ ସୋନମ...

କଙ୍ଗନାଙ୍କ ରାଗ ଦେଖି କରଣ ଛାନିଆ

ମୁମ୍ବାଇ: ବଲିଉଡ୍‌ କ୍ୱିନ୍‌ କଙ୍ଗନା ରାଣାଓ୍ବତ୍‌ ସବୁବେଳେ ନିଜ ଢଙ୍ଗରେ ଜବାବ ଦେବା ନେଇ ବେଶ୍‌ ଜଣାଶୁଣା। ପ୍ରତ୍ୟେକ ପ୍ରସଙ୍ଗରେ ସେ କିଛି ନା କିଛି...

ପିଲାଦିନର ବନ୍ଧୁଙ୍କ ହାତ ଧରିବା ପରେ ସଲମାନଙ୍କ ଏହି ନାୟିକା ପାଲଟିଥିଲେ ଗୃହିଣୀ, କହିଥିଲେ ‘ପରିବାର ଆଗ’

ବମ୍ବେ: ବଲିଉଡ୍‌ର ଦବଙ୍ଗ ଖାନ୍‌ ସଲମାନଙ୍କ ବିପକ୍ଷରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ ଭାଗ୍ୟଶ୍ରୀ। ଦର୍ଶକେ ଚଳଚ୍ଚିତ୍ର ‘ମୈନେ ପ୍ୟାର କିୟା’ରେ ଉଭୟଙ୍କ ଯୋଡ଼ିକୁ ବେଶ୍‌ ପସନ୍ଦ...

କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍‌ରେ ମନ ଦେଲେ କ୍ୟାଟ୍ରିନା

ମୁମ୍ବାଇ: କରୋନାରେ ଆକ୍ରାନ୍ତ ହୋଇଥିଲେ ବଲିଉଡ୍‌ ସୁନ୍ଦରୀ କ୍ୟାଟ୍ରିନା କୈଫ୍‌। ତେବେ ସେ ଏପ୍ରିଲରୁ ସୁସ୍ଥ ହୋଇସାରିଲେଣି। ଏବେ ଅଭିନେତ୍ରୀ ନିଜର ଫିଟ୍‌ନେସ୍‌କୁ ଫେରିଛନ୍ତି। କ୍ୟାଟ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରଧାନମନ୍ତ୍ରୀଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌, ପଠାଇଥିଲେ ଏମିତି ମେସେଜ
Next Post Next post:
ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ତାଣ୍ଡବ ରଚିବା ଆଶଙ୍କା …

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts