ଚଣ୍ଡିଗଡ଼,୧୭।୬: ହରିୟାଣାର ଫରିଦାବାଦ୍ ଏବଂ ଆରାବଳୀ ଜଙ୍ଗଲ ଅଞ୍ଚଳରେ ଥିବା ୧୦ ହଜାରରୁ ଅଧିକ ଘର ଉପରେ ବୁଲ୍ଡୋଜର ଚଳାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ରୋକ ପାଇଁ କରାଯାଇଥିବା ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ଫରିଦାବାଦ୍ ନଗର ନିଗମର ଲକଡ଼ପୁର-ଖୋରି ଗାଁରେ ଜଙ୍ଗଲ ଅଞ୍ଚଳରେ ଥିବା ସମସ୍ତ ଘରକୁ ତୁରନ୍ତ ଭାଙ୍ଗିବାକୁ ସୁପ୍ରମିକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଙ୍ଗଲ ଅଞ୍ଚଳ ଖାଲି ହେବା ଆବଶ୍ୟକ। ଏଥିରେ କୌଣସି ରାଜିନାମା ଅବା ବୁଝାମଣା କରାଯିବ ନାହିଁ ବୋଲି କୋର୍ଟ କହିଛନ୍ତି।
ଇନ୍ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍ବୁକ ଦେଲା ପୁରସ୍କାର
ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା...
ରାଜଧାନୀରେ ଲୋକଙ୍କୁ ଘରେ ଯୋଗାଇ ଦିଆଯିବ ମଦ: ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ…
ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ଲୋକଙ୍କ ଘରେ ମଦ ପହଞ୍ଚାଇବା ପ୍ରସ୍ତାବକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ପକ୍ଷରୁ ମଞ୍ଜୁରୀ...
ରାମଦେବ ଭର୍ସେସ ଡାକ୍ତର: ବେକରେ ପୋଷ୍ଟର-ପିପିଇ କିଟ୍ ପିନ୍ଧି ବିରୋଧ ପ୍ରଦର୍ଶନ
ନୂଆଦିଲ୍ଲୀ,୧।୬: ଏଲୋପାଥି ଚିକିତ୍ସା ଓ ଡାକ୍ତରଙ୍କୁ ନେଇ ଯୋଗଗୁରୁ ବାବା ରାମଦେବ ଦେଇଥିବା ବୟାନର ବିବାଦ ଥମିବାର ନା ନେଉନି। ଏହି ମାମଲାରେ ବାବା ରାମଦେବ...
ଚଳନ୍ତା ଟ୍ରେନ୍ର ଟଏଲେଟ୍ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…
ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା...
୬୦ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...
ଅନ୍ତର୍ଜାତୀୟ ଯୋଗ ଦିବସ: ସକାଳ ୬.୩୦ରେ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୦।୬: ଜୁନ ୨୧ ଅର୍ଥାତ୍ ସୋମବାର ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଭାରତ ସମେତ ଅନେକ ଦେଶରେ ବିଭିନ୍ନ...
ଟିକା ନୀତି ସ୍ବେଚ୍ଛାଚାରୀ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩ା୬(ପି.ଟି.): କରୋନା କାଳରେ ରାଜ୍ୟଗୁଡ଼ିକର ଆର୍ଥିକ ସ୍ଥିତି ଦୋହଲିଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରି ଟିକା କିଣିବା...
ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍ଇ ବୋର୍ଡ ପକ୍ଷରୁ ଆଗତ...


