E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଫୁଟୁଥିବା ଗରମ ପାଣିରେ ୩ କିଲୋ ଚିନି ମିଶାଇ ଶୋଇଥିବା ସ୍ବାମୀଙ୍କ ଉପରେ ଢାଳିଦେଲେ ସ୍ତ୍ରୀ, ଆଉ ତା’ ପରେ…
8:00 amJune 18, 2021

ଲଣ୍ଡନ,୧୮।୬: ଇଂଲଣ୍ଡର ଜଣେ ୫୯ ବର୍ଷୀୟା ମହିଳା ୮୧ ବର୍ଷୀୟ ବୃଦ୍ଧ ସ୍ବାମୀଙ୍କ ଉପରେ ଫୁଟୁଥିବା ଗରମ ପାଣିରେ ଚିନି ମିଶାଇ ଢାଳି ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ଏହି ମହିଳାଙ୍କ ନାମ କୋରିନା ବେସ୍‌। ସ୍ବାମୀଙ୍କ ସହ ୩୮ ବର୍ଷ ଧରି ସଂସାର କରିବା ପରେ କୌଣସି କଥାକୁ ନେଇ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ଏଥିରେ ରାଗିଯାଇ କୋରିନା ସ୍ବାମୀଙ୍କ ଉପରେ ଖାଲି ଫୁଟନ୍ତା ଗରମପାଣି ଢାଳି ନ ଥିଲେ, ବରଂ ଏଥିରେ ୩ କେଜି ଚିନି ମିଶାଇ ଢାଳି ଦେଇଥିଲେ। ଏଥିରୁ ଜଣାପଡୁଛି ଯେ, ସେ ସ୍ବାମୀଙ୍କର କିପରି କ୍ଷତି କରିବାକୁ ପ୍ରସ୍ତୁତ ଥିଲେ। କାରଣ ଗରମପାଣିରେ ଚିନି ମିଶାଇଲେ ଏହା ଘାତକ ହୋଇଥାଏ। ଫଳରେ ଲୋକଙ୍କ ମୃତ୍ୟୁ ହେବା ସ୍ବାଭାବିକ। ଯାହାକି କୋରିନାଙ୍କ ସ୍ବାମୀଙ୍କ ଜୀବନ ନେଲା।

ସୂଚନାଯୋଗ୍ୟ, କୋରିନା ତାଙ୍କ ଝିଅଙ୍କ ସହିତ ମାର୍କେଟିଂ କରିବାକୁ ଯାଇଥିଲେ। ମାତ୍ର ସ୍ବାମୀ ତାଙ୍କୁ ଘରକୁ ଶୀଘ୍ର ଫେରିବା ପାଇଁ ଫୋନ୍‌ କରି ଡାକିଥିଲେ। ସେତେବେଳେ କୋରିନା ତାଙ୍କୁ କିଛି କହି ନ ଥିଲେ। ଘରକୁ ଫେରିବା ପରେ ଏହି କଥାକୁ ନେଇ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ କୋରିନା ସ୍ବାମୀଙ୍କ ଜୀବନ ନେଇଗଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ କୋରିନାଙ୍କୁ ଗିରଫ କରିଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ପଳାତକ ମେହୁଲ ଚୋକସିଙ୍କ ଜାମିନ ଆବଦେନ ଡୋମିନିକା ହାଇକୋର୍ଟରେ ଖାରଜ

ରୋସେୟୁ,୧୨।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ପୁଣି ଥରେ ଏକ ଶକ୍ତ ଧକ୍‌କା ଲାଗିଛି। ଶୁକ୍ରବାର ଡୋମିନିକା ହାଇକୋର୍ଟ ମେହୁଲଙ୍କ ଜାମିନ ଆବେଦନକୁ ଖାରଜ...

ସିନୋଭାକ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍‌ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା...

ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ

ଓ୍ବାଶିଂଟନ୍‌,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ...

୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…

କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍‌ ୮୮୭...

ଆତଙ୍କବାଦୀ ହାଫିଜ୍‌ ସୟିଦ୍‌ଙ୍କ ଘର ପାଖରେ ବିସ୍ଫୋରଣ: ୧୦ ଆହତ

ଲାହୋର,୨୩।୬: ପାକିସ୍ତାନ ଲାହୋରର ଜୋହର ଟାଉନ ଅଞ୍ଚଳରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ, ଆଖପାଖ ଘରର...

ଝିଅଙ୍କୁ ମା’ ଦେଲେ ଏମିତି ଇଞ୍ଜେକ୍ସନ, କାରଣ ଜାଣିଲେ…

ଲଣ୍ଡନ,୧୮ା୬: ବ୍ରିଟେନର ଏକ ରିୟାଲିଟି ଟିଭି ଶୋ’ ବର୍ତ୍ତମାନ ଚର୍ଚ୍ଚାରେ ରହିଛି। ଅସମଡାଡ୍‌ ନାମକ ଏହି ଶୋ’ର ତୃତୀୟ ସିଜନ ଆରମ୍ଭ ହୋଇଛି। ତେବେ ଏହାର...

ସିଙ୍ଗାପୁରରେ ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ୩୦ ବର୍ଷ ଜେଲ୍‌

ସିଙ୍ଗାପୁର,୨୨।୬: ୪୧ ବର୍ଷୀୟା ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ସିଙ୍ଗାପୁରରେ ୩୦ ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ କରାଯାଇଛି। ଘରୋଇ ସହାୟକଙ୍କ ଉପରେ ୧୪ ମାସ ଧରି...

ସ୍ବାମୀଙ୍କଠାରୁ ଛାଡ଼ପତ୍ର କଥା ଶୁଣି ସ୍ତ୍ରୀ ନେଲେ ଚରମ ପଦକ୍ଷେପ, ଜାଣିଲେ…

ବ୍ରାସିଲିଆ,୧୨ା୬: ବ୍ରାଜିଲରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବା ପାଇଁ କହିବାରୁ ସ୍ତ୍ରୀ ରାଗି କି ଏମିତି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସୋସିଆଲ ମିଡିଆକୁ ଟାର୍ଗେଟ
Next Post Next post:
ଖଟିଆ କାନ୍ଧେଇ ପ୍ରତିବାଦ କଲେ ଗ୍ରାମବାସୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts