E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଆଉ ଲୋଡ଼ା ୪୬ ରନ୍‌; ଏହି ସ୍ବତନ୍ତ୍ର କ୍ଲବରେ ସାମିଲ ହେବେ ଜାଡେଜା, ଅଲରାଉଣ୍ଡର ଭାବେ…
3:19 pmJune 17, 2021

ନୂଆଦିଲ୍ଲୀ,୧୭।୬: କ୍ରିକେଟ ଫର୍ମାଟରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜ ଖେଳକୁ ଅଧିକ ଉନ୍ନତ କରିଛନ୍ତି। ବାମହାତୀ ସ୍ପିନ୍‌ ସହ ନିମ୍ନ କ୍ରମରେ ଆସି ରନ୍‌ ଯୋଡ଼ିବାର କ୍ଷମତା ଥିବା ଏହି ଅଲରାଉଣ୍ଡର ବର୍ତ୍ତମାନ ତାଙ୍କ ବ୍ୟାଟିଂରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ଗତ ତିନି ବର୍ଷ ମଧ୍ୟରେ ଜାଡେଜା ୫୫.୫୭ ହାରରେ ଟେଷ୍ଟରେ ସ୍କୋର କରିଛନ୍ତି, ଏହା ତାଙ୍କର ମୋଟାମୋଟି ହାର ୩୬.୧୮ରୁ ବହୁତ ଅଧିକ। କାରଣ ଇଂଲଣ୍ଡ ଗସ୍ତରେ ଖେଳାଯାଇଥିବା ପଞ୍ଚମ ଟେଷ୍ଟ କରଠାରୁ ଜାଡେଜା ଆଉ ପଛକୁ ଫେରି ଚାହିଁ ନାହାନ୍ତି।

ଦୁନିଆର ସର୍ବୋତ୍ତମ ଫିଲ୍ଡରମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଜାଡେଜା। ସେ ଏବେ ଭଲ ବ୍ୟାଟିଂ କରୁଛନ୍ତି। ଏଣୁ ସାଉଥାମ୍ପଟନରେ ଜୁନ୍‌ ୧୮ରୁ ଆରମ୍ଭ ହେବାକୁ ଯାଉଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ସେ ମନୋନିବେଶ କରିଛନ୍ତି। କାରଣ ଏକ ବିଶେଷ ମାଇଲଖୁଣ୍ଟ ହାସଲ କରିବାକୁ ସେ ମାତ୍ର ୪୬ ରନ୍‌ ଦୂରରେ ରହିଛନ୍ତି।
ଜାଡେଜା ଏଯାବତ ୫୧ଟି ଟେଷ୍ଟ ଖେଳିଥିବା ବେଳେ ୧୯୫୪ ରନ୍‌ କରି ୨୨୦ ଉଇକେଟ ନେଇଛନ୍ତି। ଏଣୁ ୨୦୦୦ରନ୍‌ ପୂରଣ କରିବାକୁ ତାଙ୍କୁ ଆଉ ୪୬ରନ୍‌ ଆବଶ୍ୟକ। ଯଦି ସେ ଫାଇନାଲରେ ୪୬ରନ୍‌ ସ୍କୋର କରିବାରେ ସଫଳ ହୁଅନ୍ତି ତେବେ ସେ ଏକ ବିଶେଷ ସଫଳତା ହାସଲ କରିବେ। ଟେଷ୍ଟ କ୍ରିକେଟରେ ୨୦୦୦ରନ୍‌ ଏବଂ ୨୦୦ କିମ୍ବା ଅଧିକ ଉଇକେଟ ନେଇଥିବା ପଞ୍ଚମ ଭାରତୀୟ ବୋଲର ହେବେ ଜାଡେଜା। ସେ ଅନିଲ କୁମ୍ବଲେ, କପିଲ ଦେବ, ହରଭଜନ ସିଂହ ଏବଂ ରବିଚନ୍ଦ୍ରନ ଅଶ୍ୱିନଙ୍କ ସହ ସ୍ବତନ୍ତ୍ର କ୍ଲବରେ ଯୋଗଦେବେ। ଏଥିସହ ସେ ଏହି କାରନାମା ହାସଲ କରିଥିବା ଦ୍ରୁତତମ କ୍ରିକେଟର ତାଲିକାରେ ୪ ନମ୍ବର ସ୍ଥାନରେ ପହଞ୍ଚିବେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

କାର୍ତ୍ତିକ, ପାର୍ଥିବ ଥାଉ ଥାଉ ଧୋନୀଙ୍କୁ କାହିଁକି ଦିଆଯାଇଥିଲା ସୁଯୋଗ

ନୂଆଦିଲ୍ଲୀ, ୨।୬: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୩ ବର୍ଷ ବୟସରେ ଅନ୍ତର୍ଜାତୀୟ ପଦାର୍ପଣ କରିବା ପରେ ଆଉ ପଛକୁ ଫେରି ଚାହିଁ...

ୟୁରୋକପ୍‌ ଫୁଟ୍‌ବଲ: ପର୍ତ୍ତୁଗାଲକୁ ହରାଇଲା ଜର୍ମାନୀ

ମ୍ୟୁନିକ,୨୧।୬: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଗତଥର ଚାମ୍ପିୟନ ପର୍ତ୍ତୁଗାଲ ୨-୪ ଗୋଲରେ ଜର୍ମାନୀଠାରୁ ପରାସ୍ତ ହୋଇଛି। ଶନିବାର ଗ୍ରୁପ୍‌ ଏଫ୍‌ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପର୍ତ୍ତୁଗାଲ...

ଫ୍ରେଞ୍ଚ୍‌ ଓପନ ଟେନିସ: ଜିଡାନସେକ୍‌ ସେମିଫାଇନାଲରେ

ପ୍ୟାରିସ, ୯।୬-ସ୍ଲୋଭାନିଆର ତାମାରା ଜିଡାନସେକ୍‌ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସର ପ୍ରଥମ ଖେଳାଳି ଭାବେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ...

୨ଟି ବଲ୍‌ରୁ ବିସ୍ଫୋରକ ୨୧ ରନ୍‌ କରିଥିଲେ ସେହ୍ବାଗ:ଜାଣନ୍ତୁ କେମିତି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହ୍ବାଗ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା। ସମସ୍ତ ପ୍ରକାର କ୍ରିକେଟର ୍‌ବିପଜ୍ଜନକ ବ୍ୟାଟ୍ସମ୍ୟାନ ସେହ୍ବାଗ ଆରମ୍ଭରୁ ପ୍ରତିପକ୍ଷଙ୍କୁ...

ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌: ୧୦୦ ମିଟର ଫାଇନାଲରେ ଅମିୟ

ଭୁବନେଶ୍ୱର,୨୬।୬: ପଞ୍ଜାବର ପଟିଆଲାଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୬୦ତମ ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌। ନେତାଜୀ ସୁଭାଷ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସ୍ପୋଟର୍‌ସ (ଏନ୍‌ଏସ୍‌ଏନ୍‌ଆଇଏସ୍‌)ଠାରେ ଆରମ୍ଭ...

ବେଲ୍‌ଗ୍ରେଡ ଟ୍ରଫି ସୁଇମିଂ: ସଜନ, ଶ୍ରୀହରିଙ୍କୁ ସ୍ବର୍ଣ୍ଣ ପଦକ

ବେଲ୍‌ଗ୍ରେଡ, ୨୧ା୬ (ପି.ଟି.)-ବେଲ୍‌ଗ୍ରେଡ ଟ୍ରଫି ସୁଇମିଂ ପ୍ରତିଯୋଗିତାରେ ଅଲିମ୍ପିକ ଆଶାୟୀ ସଜନ ପ୍ରକାଶ ଓ ଶ୍ରୀହରି ନଟରାଜ ସେମାନଙ୍କ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।...

ଚୁର୍‌ମାର୍‌ ହେଲା କୋହଲିଙ୍କ ସ୍ବପ୍ନ: ଗୋଟିଏ ବି ଆଇସିସି ଟ୍ରଫି ନ ଜିତିପାରି କଲେ ହ୍ୟାଟ୍ରିକ୍‌

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟରେ ପରାସ୍ତ କରିଛି। ଫଳରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପୁଣି ଥରେ...

ଡବ୍ଲୁଟିସି ଫାଇନାଲ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା

ଲଣ୍ଡନ,୧୫।୬: ଜୁନ ୧୮ରୁ ଭାରତ ବିପକ୍ଷ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ୧୫ ଜଣିଆ ଦଳ ଘୋଷଣା କରିଛି। କିୱି ଚୟନକର୍ତ୍ତାଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ସ୍ଥାନାନ୍ତର ହେବ ଘୋଡ଼ା ମୂର୍ତ୍ତି
Next Post Next post:
ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts