E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ
3:25 pmJune 17, 2021

ନୂଆଦିଲ୍ଲୀ,୧୭।୬: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍‌ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି ଅଛନ୍ତି ଯେଉଁମାନେ ଅନେକ ଥର ବିନା କୌଣସି ରନ୍‌ କରି ଆଉଟ୍‌ ହୋଇଛନ୍ତି। ହେଲେ ଶ୍ରୀଲଙ୍କାର ମୁଥେୟା ମୁରଲୀଧରନ୍‌ ସର୍ବାଧିକ ୫୯ ଥର ଶୂନରେ ଆଉଟ୍‌ ହୋଇଛନ୍ତି।

ଶୂନରେ ଆଉଟ୍‌ ହୋଇଥିବା ଶୀର୍ଷ ୫ ଖେଳାଳିଙ୍କ ମଧ୍ୟରେ ୩ଜଣ ଶ୍ରୀଲଙ୍କାର ଅଛନ୍ତି। ମୁରଲୀଧରନଙ୍କ ବ୍ୟତିତ ସନଥ ଜୟସୂର୍ଯ୍ୟା, ମହେଲା ଜୟବର୍ଦ୍ଧନେ ମଧ୍ୟ ଯଥାକ୍ରମେ ୫୩, ୪୭ ଥର ଆଉଟ୍‌ ହୋଇଛନ୍ତି।

ଭାରତୀୟ କ୍ରିକେଟ ଟିମ୍‌ ବିଷୟରେ ଯଦି କଥା ହେବା ତେବେ କ୍ରିକେଟର ଜାହିର ଖାନ୍‌ ସବୁଠାରୁ ଅଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି। ସେ ୪୪ଥର ଆଉଟ୍‌ ହୋଇଛନ୍ତି। ଏହି ମାମଲାରେ ଦ୍ୱିତୀୟରେ ଇଶାନ୍ତ ଶର୍ମା(୩୭) ଆଉଟ୍‌ ହୋଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଅଶ୍ୱିନଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ ପାକିସ୍ତାନର ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୬: ଖୁବ୍‌ କମ୍‌ ମ୍ୟାଚ୍‌ରେ ୪୦୦ ଟେଷ୍ଟ ଉଇକେଟ ହାସଲ କରିଥିବା ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ନାମରେ ଆସିଛି ସାଙ୍ଘାତିକ ଅଭିଯୋଗ। ବର୍ତ୍ତମାନ ସର୍ବଶ୍ରେଷ୍ଠ...

ଡବ୍ଲୁଟିସି ଫାଇନାଲ ପାଇଁ ଭାରତୀୟ ଏକାଦଶ ଘୋଷଣା: ଏହିସବୁ ଖେଳାଳି ବାଦ୍‌ ପଡିଲେ

ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ପାଇଁ ଟିମ ଇଣ୍ଡିଆ ଏକାଦଶ ଘୋଷଣା କରିଛି। ଭାରତୀୟ ଦଳ ଦୁଇଟି ସ୍ପିନରଙ୍କ ସହ ସାଉଥମ୍ପଟନରେ ଅବତରଣ କରିବେ।...

ପଦାର୍ପଣରେ ଲେଡି ସେହ୍ବାଗଙ୍କ ରେକର୍ଡ

ବ୍ରିଷ୍ଟଲ,୧୮ା୬: ଲେଡି ସେହ୍ବାଗ ଭାବେ ମହିଳା କ୍ରିକେଟରେ ଜଣାଶୁଣା ଟିମ୍‌ ଇଣ୍ଡିଆର ଓପନର ଶେଫାଳି ବର୍ମା ପଦାର୍ପଣ ଟେଷ୍ଟରେ ଇତିହାସ ରଚିଛନ୍ତି। ୧୭ ବର୍ଷୀୟା ବ୍ୟାଟ୍ସଓମେନ...

ଭାରତକୁ ଆଶା ଦେଲେ ଅଶ୍ୱିନ

ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ରୋମାଞ୍ଚକ ମୋଡ଼ ନେଉଛି। ୧୩୯ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା ନ୍ୟୁଜିଲାଣ୍ଡକୁ ଡବଲ୍‌ ଝଟକା ଦେଇଛନ୍ତି ଅଭିଜ୍ଞ...

୨୦ ବର୍ଷ ବୟସରେ ମାରିଥିଲେ ୨୦ ଛକା: ମଦ ନିଶା ଯୋଗୁ ନଷ୍ଟ ହୋଇଯାଇଥିଲା କ୍ରିକେଟ୍‌ କ୍ୟାରିୟର୍‌

ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ୍‌ ଆଜି ୪୬ତମ ଜନ୍ମଦିନ ପାଳନ କରୁଛନ୍ତି। ସାଇମଣ୍ଡସ ଜଣେ ମହାନ ଅଲରାଉଣ୍ଡର ଥିଲେ। ସେ ପଡ଼ିଆରେ ଯାହା ବି...

ଡୋପିଂ ଟେଷ୍ଟ ଲାଞ୍ଚ ମାମଲା: ଭାରୋତ୍ତୋଳକ ଚୁମାକ୍‌ ସସ୍‌ପେଣ୍ଡ

ଲାଉସାନେ, ୬ା୬(ଏପି)- ୟୁରୋପିଆନ ଓ୍ବେଟ୍‌ଲିଫ୍ଟିଂ ଚାମ୍ପିୟନ ଦିମିତ୍ରୋ ଚୁମାକ୍‌ଙ୍କୁ ସାମୟିକ ସସ୍‌ପେଣ୍ଡ କରାଯାଇଛି। ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ହୋଇଥିବା ଡୋପ୍‌ ଟେଷ୍ଟରୁ ସେ ନିଜକୁ ଦୂରେଇ...

କୋହଲିଙ୍କ ସବୁଠାରୁ ଭଲ ଗୁଣ କ’ଣ ଜାଣନ୍ତି: ପ୍ରଶଂସାରେ ଶତମୁଖ ହୋଇ ଏଭଳି କହିଲେ କୋଚ୍‌…

ନୂଆଦିଲ୍ଲୀ,୫।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ହେବ। ଜୁନ୍‌ ୧୮ରୁ ଡବ୍ଲୁଟିସି ଫାଇନାଲ ଇଂଲଣ୍ଡରେ ଖେଳାଯିବ। ଏହି ମହାମୁକାବିଲା ପୂର୍ବରୁ ଭାରତୀୟ...

ପିଏସଏଲରେ ମୁହାଁମୁହିଁ ହେଲେ ଦୁଇ ପାକିସ୍ତାନ ଖେଳାଳି

ଆବୁଧାବି,୧୬।୬: ଚଳିତ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ରେ ମଙ୍ଗଳବାର କୁଏଟା ଗ୍ଲାଡିଏଟର୍ସ ଓ ଲାହୋର କ୍ୱାଲାଣ୍ଡର୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ମୁହାଁମୁହିଁ ହୋଇଥିଲେ ପାକିସ୍ତାନର ଦୁଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଉ ଲୋଡ଼ା ୪୬ ରନ୍‌; ଏହି ସ୍ବତନ୍ତ୍ର କ୍ଲବରେ ସାମିଲ ହେବେ ଜାଡେଜା, ଅଲରାଉଣ୍ଡର ଭାବେ…
Next Post Next post:
ବୋଲ୍ଡ ନଜରରେ ଏହି ଅଭିନେତ୍ରୀଙ୍କ ଝିଅ, ଭାଇରାଲ ହେଉଛି ଫଟୋ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts