ଛତ୍ରପୁର,୧୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଲକ୍ଡାଉନ୍ ନିୟମ ଉଲ୍ଲଙ୍ଘନ ହୋଇଥିବା ଦେଖିବାକୁ ମିଳିଛି । ଏନେଇ ଛତ୍ରପୁର ଏନ୍ଏସି କର୍ତ୍ତୃପକ୍ଷ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଛତ୍ରପୁର ଅରବିନ୍ଦ ସ୍କୁଲ ନିକଟରେ ଥିବା ଟୁର ଆଣ୍ଡ ଟ୍ରାଭେଲସ ଦୋକାନୀ କରୋନା ଗାଇଡ୍ଲାଇନ୍ ଅବମାନନା କରିଥିବାରୁ ଏନ୍ଏସି ପକ୍ଷରୁ ଜରିମାନା କରାଯାଇଛି। ନିୟମ ଅବମାନନା କରିଥିବାରୁ ଉକ୍ତ ଦୋକାନୀଙ୍କୁ ୨୦ ହଜାର ଟଙ୍କା ଜରିମାନା କରାଯାଇଛିି ବୋଲି ଏନ୍ଏସି ଅଧିକାରୀ ଏନ. ଗଣେଶ ବାବୁ କହିଛନ୍ତି ।
Posted inଆମ ଜିଲା ଖବର, ଗଞ୍ଜାମ View All
ନୂଆ ବିପିଏଲ୍ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା
କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍ଲାଇନ୍ ପ୍ରସ୍ତୁତ ହୋଇଥିଲା।...
ବେଦାନ୍ତ ପାଉଁଶ ଡମ୍ପିଂ ବିରୋଧରେ ମହିଳା ଏକାଠି
ଝାରସୁଗୁଡ଼ା ଅଫିସ,୧୬ା୬: ଝାରସୁଗୁଡ଼ା ଭୁର୍କାମୁଣ୍ଡାଠାରେ ଥିବା ବେଦାନ୍ତ କମ୍ପାନୀର ପାଉଁଶ ଡମ୍ପିଂ ଜିଲାବାସୀଙ୍କୁ ଅତିଷ୍ଠ କରିଛି। ପରିସ୍ଥିତି ଏପରି ହୋଇଛି ଯେ ଏହା ବିରୋଧରେ ଝାରସୁଗୁଡ଼ା...
ବିଭିନ୍ନ ସ୍ଥାନରେ ଚଢାଉ କଲେ ଏସଡିପିଓ: ୨ ଗିରଫ
ପୁରୁଷୋତ୍ତମପୁର,୨୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ ପୁରୁଷୋତ୍ତମପୁର ଥାନା ନନ୍ଦିକ ଗ୍ରାମରେ ଅଚାନକ ଚଢାଉ କରିଥିଲେ। ବେଆଇନ ଭାବେ ମଦ ବିକ୍ରି କରୁଥିବା...
ଗଞ୍ଜାମର ଏହି ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ
ଛତ୍ରପୁର,୨୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସହ ସକ୍ରିୟଙ୍କ ସଂଖ୍ୟା ବହୁତ କମ୍ ଥିବାରୁ ଜିଲା ଗ୍ରୀନ୍ ଜୋନରେ ରହିଛି। ଅପରପକ୍ଷରେ ଜିଲାର ୨୨...
ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ
ଯାଜପୁର ଅଫିସ,୧୭ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ରହିଛି। ଏନେଇ ହୋଇଥିବା ଅଭିଯୋଗ ଉପରେ...
ଏମିତି ବି ଆସେ ମୃତ୍ୟୁ: ଅସୁସ୍ଥ ବାପାଙ୍କୁ ଦେଖିବାକୁ ଯାଉଥିବା ବେଳେ ଚାଲିଗଲା ପୁଅ ବୋହୂଙ୍କ ଜୀବନ
ବୌଦ୍ଧ,୯।୬(ଡି.ଏନ୍.ଏ.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଅନ୍ତର୍ଗତ ଝାଡ଼ରାଜିଙ୍ଗ ନିକଟରେ ବୁଧବାର ସକାଳେ ଏକ ମର୍ମନ୍ତୁଦ କାର ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା...
ଦେଶୀଧାନକୁ ଝୁରୁଛନ୍ତି ଚାଷୀ
କଣାସ, ୫।୬(ସ୍ବ.ପ୍ର): ସମୟ ଓ ପାଣିପାଗର ପରିବର୍ତ୍ତନରେ ପାରମ୍ପରିକ ଚାଷର ପ୍ରଣାଳୀ ମଧ୍ୟ ବଦଳି ଚାଲିଛି। ଅତ୍ୟାଧୁନିକ ବିହନ ଓ ସାର, ଔଷଧର ବ୍ୟବହାର ଯୋଗୁ...
ବିନା ଭକ୍ତରେ ସ୍ନାନ କଲେ ମହାପ୍ରଭୁ
ଖୋର୍ଦ୍ଧା ଅଫିସ,୨୪ା୬: ଖୋର୍ଦ୍ଧା ଜାଗୁଳାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମ ଦେବଙ୍କ ପବିତ୍ର ଦେବସ୍ନାନ ଯାତ୍ରା ବିନା ଭକ୍ତରେ ବିଧି ଅନୁଯାୟୀ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୧୦୮...


