ଛତ୍ରପୁର,୧୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ବ୍ରେକ ଲାଗୁନି। ପୁଣି ଜିଲାର ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଜିଲାରୁ ୬୧ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ୍ ୩୦୯ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଗୁରୁବାର ଜିଲାରେ ଆଉ ୨୭ ଜଣ ପଜିଟିଭ ଚି଼ହ୍ନଟ ହୋଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଭିଜିଲାନ୍ସ ହାତରେ ଟିଡିସିସି ମ୍ୟାନେଜର: ୧୯ଲକ୍ଷ ଟଙ୍କା ଜବତ
ସୁନ୍ଦରଗଡ,୨।୬(ଡି.ଏନ.ଏ.): ସୁନ୍ଦରଗଡ ଟିଡିସିସି ଜିଲା ମ୍ୟାନେଜର ଜୟପ୍ରକାଶ ମହାନ୍ତି ବୁଧବାର ସକାଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ତାଙ୍କଠାରୁ ୧୯ ଲକ୍ଷ...
ମୃତଦେହ ପ୍ୟାକିଂ ବେଳେ ଚୋରି ହୋଇଥିଲା ସୁନା ଚେନ
ଝାରସୁଗଡ଼ା ଅଫିସ୍,୯।୬: ଝାରସୁଗୁଡ଼ା ଜିଲା କୋଭିଡ୍ ହସ୍ପିଟାଲ୍ରେ କନକତୋରା ଗ୍ରାମର ନନ୍ଦଲାଲ୍ ବିଶ୍ୱାଳଙ୍କ ନାମକ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗତ ୩୦...
କୁଲାବେଡା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟ ଜାରି
ମାଲକାନଗିରି,୧୬।୬(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କୁଲାବେଡା ଜଙ୍ଗଲରେ ପୋଲିସ ମାଓବାଦୀ ଗୁଳିବିନିମୟ ଜାରି ରହିଛି। କୁଲାବେଡା ଜଙ୍ଗଲରେ ମାଓ ଶିବିର ଥିବାର ସୂଚନା...
ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼: ମାଜିଷ୍ଟ୍ରେଟଙ୍କୁ ମହଙ୍ଗା ପଡ଼ିଲା
ଝାରସୁଗୁଡା ଅଫିସ୍,୪।୬: କୋଭିଡ୍ ତଦାରଖ ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ବୁଧବାର ଜଣେ ବୃଦ୍ଧ ତରଭୂଜ ବିକାଳୀ ଏବଂ ତାଙ୍କର...
ଗୋରୁଗାଡି ନେଇଯାଉଥିବା ମାଫିଆଙ୍କ ଆକ୍ରମଣରେ ଯୁବକ ଗୁରୁତର
ବାଲେଶର ଅଫିସ, ୧୬।୬- ବାଲେଶ୍ୱର ଜିଲା ସେରଗଡ ବ୍ରିଜ ଉପରେ ବୁଧବାର ଭୋର ସମୟରେ ଗୋରୁଗାଡି ନେଇଯାଉଥିବା ମାଫିଆଙ୍କ ଆକ୍ରମଣରେ ଯୁବକ ଗୁରୁତର ହୋଇଯାଇଛନ୍ତି। ସମନାଥପୁର...
୫୫ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ
ବାଲୁଗାଁ,୬।୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଅଧୀନ ହାଟବରଡ଼ି ମୌଜାର ନିମୁନା ଠାରୁ ହାଟବରଡ଼ି ମଧ୍ୟରେ ଚିଲିକାରେ ବେଆଇନ ଭାବେ ଗଢ଼ି ଉଠିଥିବା ୫୫ ଏକର ପରିବ୍ୟାପ୍ତ ୧୦ଟି...
କୂଅରେ ପଡ଼ିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଯୁବକଙ୍କ ଜୀବନ ଗଲା
ଛେଣ୍ଡିପଦା,୨୧ା୬(ଡି.ଏନ୍.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା ଅନ୍ତର୍ଗତ ଶିମିଳିପାଳ ଗ୍ରାମ ପୁରିହାପାଟ ଠାକୁରାଣୀ ପୀଠ ନିକଟରେ ଥିବା କୂଅରେ ପଡ଼ିଯାଇଥିବା ୩ ବର୍ଷର ଶିଶୁକୁ ଉଦ୍ଧାର...
ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
କଟକ ଅଫିସ, ୧ା୬: ବିଶିଷ୍ଟ କବି ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜୟନ୍ତ ମହାପାତ୍ର(୯୪) ସୋମବାର ଏସ୍ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍...


