ଛତ୍ରପୁର,୧୭।୬(ଡି.ଏନ୍.ଏ.): କରୋନା ମହାମାରୀ ନେଇ ଲକ୍ଡାଉନ୍ ଉଠି ନ ଥିବା ବେଳେ କଟକଣା କୋହଳ ହୋଇଛି। ଏଣୁ ସମସ୍ତେ କୋଭିଡ ନିୟମ ମାନିବାକୁ ବାଧ୍ୟତାମୂଳକ ଏହାକୁ କଡାକଡି ଭାବେ ଏନ୍ଫୋର୍ସମେଣ୍ଟ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର କୋଭିଡ ସ୍ଥିତି ଓ ଏହାର ମୁକାବିଲା ନେଇ ଜିଲାପାଳ ଏକ ବୈଠକ କରିଥିଲେ। ପରେ ଜିଲାପାଳ ନିଜେ ଚାଲିଚାଲି ଯାଇ ଛତ୍ରପୁର ସହରରେ ସ୍ଥିତି ପରଖିଛନ୍ତି। ଏନ୍ଏସି ନିର୍ବାହୀଅଧିକାରୀ ଏନ୍ ଗଣେଶବାବୁଙ୍କ ଉପସ୍ଥିତିରେ ଦୋକାନୀ ମାନେ ପଞ୍ଚସୂତ୍ରୀ ନିୟମକୁ ମାନିବା ସହ ଅଯଥାରେ ମାର୍କେଟକୁ ନଯିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
କୋଭିଡ କଟକଣା ମଧ୍ୟରେ ସରିଲା ମା’ ଭୁଧାରଚଣ୍ଡୀଙ୍କ ଉଡାପର୍ବ
ସଜନାଗଡ,୧୫।୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରିରୁ ପାଞ୍ଚ କି.ମି. ଦୂର ସଜନାଗଡ ଗ୍ରାମରେ ଆମ୍ରକୁଞ୍ଜ ମଧ୍ୟରେ ପ୍ରତିଷ୍ଠିତ ଦେବୀ ମା’ ଭୁଧାରଚଣ୍ଡୀଙ୍କ ଉଡାପର୍ବ ଅନୁଷ୍ଠିତ ହୋଇଯାଇଛି। ମା’ଙ୍କ...
ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା
ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ...
ମାମୁ ଘରେ ରହିବେ ଅନାଥ ଭଉଣୀ ଭାଇ: ମିଳିବ ସରକାରୀ ସୁବିଧା
ଝାରସୁଗୁଡା ଅଫିସ୍,୭।୬: ମହାମାରୀ କରୋନା ଅନେକଙ୍କୁ ମା’ ବାପା ଛେଉଣ୍ଡ କରିଛି। ସେମାନେ କିପରି ସମାଜରେ ମଣିଷ ହେବେ ଏନେଇ ସୁପ୍ରୀମକୋର୍ଟ ଥଇଥାନ ଚିନ୍ତା କରିଛନ୍ତି।...
ଅମାନିଆଙ୍କ ପାଇଁ ଗଞ୍ଜାମରେ ପାଟ୍ରୋଲିଂ କଡ଼ାକଡ଼ି
ଗଞ୍ଜାମ,୪।୬(ଡି.ଏନ୍.ଏ.): କୋଭିଡ୍ କଟକଣା ମାନୁ ନ ଥିବା ଅମାନିଆଙ୍କ ପାଇଁ ଗଞ୍ଜାମ ଥାନା ପକ୍ଷରୁ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି। ହେଲ୍ମେଟ ଓ ମାକ୍ସ ପିନ୍ଧୁ ନ...
ସମ୍ପତି ଲାଗି ଛୁରାମାଡ଼, ବାପା ପୁଅ ଗୁରୁତର
ପୁରୁଷୋତ୍ତମପୁର,୧୧ା୬: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ଶୁକ୍ରବାର ପୈତୃକ ସମ୍ପତିକୁ ନେଇ ୨ ଭାଇଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି।...
ବଚସାରୁ ହତ୍ୟା
ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ...
ରାଜପଥରେ ଓଲଟିଲା କାର
ରୂପସା,୧୫।୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ହଳଦୀପଦା ବାଇପାସଠାରେ ମଙ୍ଗଳବାର ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟିପଡିଛି । ଫଳରେ କାର ଡ୍ରାଇଭର...
ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ
ମହାକାଳପଡ଼ା,୪।୬(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ...


