E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବାଲେଶ୍ୱର

ଦମ୍ପତିଙ୍କୁ ନିଶା ସ୍ପ୍ରେ ଘରୁ ନେଇଗଲେ ଲକ୍ଷାଧିକ ଟଙ୍କା, ଆଉ ତା ପରେ
4:38 pmJune 17, 2021

ବାଲେଶ୍ୱର ଅଫିସ,୧୭।୬: ବାଲେଶ୍ବର ଜିଲା ସୋର ଥାନା ବ୍ରାହ୍ମଣସାହି ଗାଁରେ ବୁଧବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। କେତେକ ଦୁର୍ବୃତ୍ତ ଘରେ ପଶି ପରିବାର ଲୋକଙ୍କୁ ନିଶା ଦ୍ରବ୍ୟ ସିଞ୍ଚି ମାରି ଅଚେତ କରାଇ ଦେଇ ୨୦ ଲକ୍ଷ ଟଙ୍କାର ଗହଣା ନେଇ ଯାଇଛନ୍ତି।
ସୂଚନାନୁସାରେ, ବ୍ରାହ୍ମଣସାହି ଗାଁର ସୂର୍ଯ୍ୟକାନ୍ତ ପଣ୍ଡା ଓ ତାଙ୍କ ସ୍ତ୍ରୀ ଘରେ ଶୋଇଥିବା ବେଳେ ବୁଧବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ତାଙ୍କ ଘରର ସ୍କାଏଲାଇଟ ଭାଙ୍ଗି ଘରେ ପଶିଥିଲେ । ଦମ୍ପତିଙ୍କୁ ନିଶା ସ୍ପ୍ରେ କରି ଆଲମାରୀ ଭାଙ୍ଗି ୨୦ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର ଗହଣା ଲୁଟ କରିଥିଲେ । ପରେ ସେମାନେ ଘରର ବାହାର ପଟୁ ଲକ୍‌ କରି ଚମ୍ପଟ ମାରିଥିଲେ । ଗୁରୁବାର ପୂର୍ବାହ୍ନରେ ପଡ଼ିଶା ଘର ଲୋକେ କବାଟ ଖୋଲିବା ପରେ ସୂର୍ଯ୍ୟକାନ୍ତ ଘରେ ଚୋରି ହୋଇଥିବା ଦେଖିବାକୁ ପାଇଥିଲେ। ଏନେଇ ସୂର୍ଯ୍ୟକାନ୍ତ ସୋର ଥାନାରେ ଅଭିଯୋଗ କରିବା ପରେ ସୋର ପୋଲିସ ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡିଛି ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବାଲେଶ୍ୱର View All

ଛତ୍ରପୁରରେ ୧୮-୪୪ ବର୍ଷୀୟଙ୍କ ପାଇଁ  ଟିକାକରଣ ଆରମ୍ଭ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ୩ଟି ସ୍ଥାନରେ ୧୮ରୁ ୪୪ ବର୍ଷୀୟଙ୍କ ପାଇଁ ଟିକାକରଣ ସୋମବାରଠାରୁ ଆରମ୍ଭ ହୋଇଛି। ଟିକାକରଣକୁ ଗଞ୍ଜାମ ଜିଲାପାଳ...

ସାଧାରଣ ବଚ୍‌ସାରୁ ହତ୍ୟା

ଝାରସୁଗୁଡା ଅଫିସ୍‌,୨୬।୬: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଲହଣ୍ଡାବୁଡ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ଫୁଟବଲ ପଡିଆରେ ସାଧାରଣ କଥାକୁ ନେଇ...

ହଠାତ୍‌ ଘରେ ପଶିଗଲେ ଯୁବକ, ପରେ ବନ୍ଧୁକ ଦେଖାଇ…

ବଲାଙ୍ଗୀର ଅଫିସ,୧୫।୬: ବଲାଙ୍ଗୀର ସହର ଶାନ୍ତିପଡାର ଜଣେ ବ୍ୟକ୍ତିଙ୍କ ଘରେ ମଙ୍ଗଳବାର ସକାଳେ ଜଣେ ବନ୍ଧୁକଧାରୀ ଯୁବକ ପଶି ଯାଇଥିଲେ। ଘର ଲୋକଙ୍କୁ ବନ୍ଧକ ଦେଖାଇ...

ଭଙ୍ଗାଗଲା ମନ୍ଦିର, ପାଚେରି

କଟକ ଅଫିସ,୫।୬: କଟକ ଖାନ୍‌ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍‌ ଟର୍ମିନାଲ ପାଇଁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଶୁକ୍ରବାର ଛତ୍ରଗଡା ରାସ୍ତା ପାର୍ଶ୍ୱରେ ଥିବା ମନ୍ଦିର...

ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ

ପରଜଙ୍ଗ, ୧୩।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା...

ଦୁଇ କାର୍‌ ମୁହାଁମୁହିଁ ଧକ୍କା: ମାଉସୀ-ପୁତୁରା ଆହତ, ଜଣେ ଗୁରୁତର

ଦିଗପହଣ୍ଡି,୧୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ନିକଟରେ ଶନିବାର ପୂର୍ବାହ୍ନରେ ବିପରୀତ ଦିଗରୁ ଆସୁଥିବା ୨ଟି କାର ଚାଳକଙ୍କ ଅସାବଧାନତା ଯୋଗୁ...

ଛତ୍ରପୁର ଅଞ୍ଚଳରେ ବଢୁଛି ବେଆଇନ ଇଟା ଭାଟି

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଛତ୍ରପୁର ତହସିଲ ଅଞ୍ଚଳରେ ଦୀର୍ଘ ବର୍ଷ ଧରି ବେଆଇନ ଇଟା, ବାଲି, ମାଟି ବ୍ୟବସାୟ କାରବାର ବୃଦ୍ଧି ପାଉଛି। ସେହିପରି ପୋଟଲାମପୁର...

ଅଙ୍ଗ ନଦୀରେ ପୋଲ ନିର୍ମାଣ କରିବାକୁ ସରକାରଙ୍କ ଘୋଷଣା

ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଲଖମରା ଏବଂ ଚର୍ଦାପାଲି ଗ୍ରାମ ଦେଇ ପ୍ରବାହିତ ଅଙ୍ଗନଦୀ ଉପରେ ପୋଲ ନିର୍ମାଣ ପାଇଁ ରାଜ୍ୟ ସରକାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋଭିଡ ନିୟମ କଡାକଡି ପାଳନ ନିର୍ଦ୍ଦେଶ: ଚାଲିଚାଲି ଯାଇ ସ୍ଥିତି ପରଖିଲେ ଜିଲାପାଳ
Next Post Next post:
ଜାଡେଜା-ଅଶ୍ୱିନଙ୍କ ସହ ଖେଳିବାକୁ ପରାମର୍ଶ ଦେଲେ ମହାନ ଖେଳାଳି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts