E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଶାହରୁଖ ଦେଇଥିବା ୩୦୦ ଟଙ୍କାକୁ ୮ ବର୍ଷ ହେଲା ପାଖରେ ରଖିଛନ୍ତି ଅଭିନେତ୍ରୀ
6:58 pmJune 17, 2021

ନୂଆଦିଲ୍ଲୀ,୧୭।୬: ୨୦୧୩ରେ ରିଲିଜ ହୋଇଥିଲା ବଲିଉଡ୍‌ କିଙ୍ଗ୍‌ ଶାହାରୁଖ ଖାନଙ୍କ ଅଭିନୀତ ଫିଲ୍ମ ‘ଚେନ୍ନାଇ ଏକ୍ସପ୍ରେସ’। ଏହି ବ୍ଲକବଷ୍ଟର ଫିଲ୍ମର ଆଇଟମ ସଙ୍ଗ୍‌ର ଶୁଟିଂବେଳେ ଶାହାରୁଖଙ୍କୁ ଟଲିଉଡ୍‌ ଅଭିନେତ୍ରୀ ପ୍ରିୟାମଣୀ ପ୍ରଥମ ଥର ପାଇଁ ଭେଟିଥିଲେ। ଶୁଟିଂ ସେଟ୍‌ରେ ଶାହାରୁଖ ୩୦୦ ଟଙ୍କା ଦେଇଥିଲେ, ଯାହାକୁ ଏବେ ମଧ୍ୟ ପର୍ସରେ ସାଇତି ରଖିଛି ବୋଲି ଏକ ସାକ୍ଷାତ୍‌କାରରେ କହିଛନ୍ତି ଓ୍ବେବ ସିିରିଜ୍‌ ‘ଦି ଫ୍ୟାମିଲି ମ୍ୟାନ ୨’ରେ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଥିବା ପ୍ରିୟାମଣୀ।

ଆମେ ଓ୍ବାଇଠାରେ ୫ ଦିନ ଧରି ‘ଓ୍ବାନ ଟୁ ଥ୍ରି ଫୋର’ ସଙ୍ଗ୍‌ର ଶୁଟିଂ କରିଥିଲୁ। ଦେଶର ସବୁଠୁ ବଡ଼ ସୁପରଷ୍ଟାର ଶାହାରୁଖଙ୍କ ସହ କାମ କରିବା ମୋ ପାଇଁ ଅଭୁଲା ଅନୁଭୂତି ଥିଲା। ଶୁଟିଂ ସେଟ୍‌ରେ ସେ ସମସ୍ତଙ୍କ ଦାୟିତ୍ୱ ନେଉଥିଲେ। ପ୍ରଥମ ଦିନରୁ ସେ ମୋ ପାଇଁ କାମ କରିବା ସହଜ କରି ଦେଇଥିଲେ। ଶୁଟିଂ ବେଳେ ତାଙ୍କ ଆଇପଡ୍‌ରେ କୌନ ବନେଗା କରୋରପତି ଖେଳିଥିଲି। ଏଣୁ ସେ ମୋତେ ୩୦୦ ଟଙ୍କା ଦେଇଥିଲେ, ଯାହା ଆଜି ବି ମୋ ପର୍ସରେ ଅଛି ବୋଲି ପ୍ରିୟାମଣୀ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ବମ୍ବେର ଟ୍ରକ୍‌ ଡ୍ରାଇଭରଙ୍କ କଲୋନୀରେ ରହୁଥିଲେ ବିପାଶା, ଏହି କାରଣରୁ ସବୁବେଳେ ପାଖରେ ରଖୁଥିଲେ ହାତୁଡ଼ି

ବମ୍ବେ: ବ୍ୟକ୍ତିଗତ ଜୀବନ ହେଉ ଅଥବା ଅଭିନୟ, ସବୁଥିରେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାନ୍ତି ଅଭିନେତ୍ରୀ ବିପାଶା ବସୁ। ଜଣେ ମଡେଲରୁ ସୁପର ମଡେଲ ଓ...

ଏତିକି ଟଙ୍କାର ବଙ୍ଗଳାରେ ରୁହନ୍ତି ଅଭିନେତ୍ରୀ ସୋନମ କପୁର

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଏଭରଗ୍ରୀନ ଅଭିନେତା ଅନିଲ କପୁରଙ୍କ ଝିଅ ହୋଇଥିଲେ ମଧ୍ୟ ସୋନମ...

ଅଜୟ ଦେବଗନ୍‌ଙ୍କ କିଣିଲେ ନୂଆ ଘର: ଦାମ୍‌ ରହିଛି…

ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କର ଜୁହୁରେ ଏକ ସୁନ୍ଦର ବଙ୍ଗଳା ଅଛି। ଏଠାରେ ସେ ତାଙ୍କ ପରିବାର ସହିତ ରୁହନ୍ତି। ଏକ ଇନଡୋର ଜିମ ବ୍ୟତୀତ...

ପ୍ରଥମେ ନା, ପରେ ହଁ

କଥାରେ ଅଛି, ‘ଆରେ ଢାମଣା, ବୁଲି ବୁଲି ପୁଣି ସେଇ ଅଗଣା।’ ଦେଖୁନାହାନ୍ତି, ଫିଲ୍ମଟିର କାହାଣୀ ବିଷୟରେ ଶୁଣିବା ପରେ ସେ ଏଥିରେ ଅଭିନୟ କରିବେ...

‘ଅନୁପମା’ ନିର୍ମାତାଙ୍କୁ ବଡ଼ ଝଟ୍‌କା: ପ୍ରଥମେ ଟିଆର୍‌ପିରେ ପଛୁଆ, ଏବେ ଶୋ’ ଛାଡ଼ିଲେ ଏହି କଳାକାର

ବମ୍ବେ: ଲଗାତାର ଭାବେ ଟିଆର୍‌ପି ତାଲିକା ଶୀର୍ଷରେ ରହୁଥିବା ଧାରାବାହିକ ‘ଅନୁପମା’କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି। କିଛି ସପ୍ତାହ ଧରି ଏହା ଟିଆର୍‌ପି...

ବେବି ବମ୍ପ୍‌ରେ ନଜର ଆସିଲେ ନୁସରତ

ମୁମ୍ବାଇ: ଟିଏମ୍‌ସି ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ ଗର୍ଭବତୀ ଥିବା ଚର୍ଚ୍ଚା ହେଉଛି। ଖାଲି ଏତିକି ନୁହେଁ ନୁସରତଙ୍କ ସ୍ବାମୀ ନିଖିଲ ଜୈନ...

‘ଏ’ ନାଁ ଲେଖି ହାତରେ ଟାଟୁ କଲେ ଅର୍ଜୁନ କପୁର : ଜାଣନ୍ତୁ ସେ କିଏ

ବଲିଉଡ ଅଭିନେତା ଅର୍ଜୁନ କପୁର ଆଜିକାଲି ତାଙ୍କ ଫିଲ୍ମ ‘ସନ୍ଦୀପ ଔର ପିଙ୍କି ଫରାର’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କର ଅଭିନୟକୁ ବହୁତ...

ଲକ୍‌ଡାଉନରେ ଡ୍ରାଇଭ୍‌ କରି ଫସିଲେ ଦିଶା-ଟାଇଗର

ମୁମ୍ବାଇ: ବି-ଟାଉନର ଲଭ୍‌ବାର୍ଡ ଦିଶା ପଟାନୀ ଓ ଟାଇଗର ଶ୍ରଫ୍‌ଙ୍କୁ ଲକ୍‌ଡାଉନରେ ଘରୁ ବାହାରିବା ମହଙ୍ଗା ପଡ଼ିଛି। ମଙ୍ଗଳବାର ଏହି ଚର୍ଚ୍ଚିତ ଯୋଡ଼ି ଡ୍ରାଇଭ୍‌ରେ ବାହାରିଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ
Next Post Next post:
ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts