E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ପୃଥିବୀ ପାଇଁ ବୋଝ ଏଭଳି ଲୋକ
9:24 amJune 18, 2021

ପ୍ରତ୍ୟେକ ମଣିଷ କିଛି ଉଦ୍ଦେଶ୍ୟ ନେଇ ଜନ୍ମଗ୍ରହଣ କରିଥାନ୍ତି। ଆଚାର୍ଯ୍ୟ ଚାଣକ୍ୟଙ୍କ ଅନୁଯାୟୀ, ଯଦି କୌଣସି ବ୍ୟକ୍ତିଙ୍କ ଜ୍ଞାନ ଏବଂ ଗୁଣ ନାହିଁ, ତେବେ ଏପରି ବ୍ୟକ୍ତି ପୃଥିବୀ ଉପରେ ବୋଝ ସଦୃସ । ଏଭଳି ଲୋକଙ୍କର ବଞ୍ଚିବାର ଅଧିକାର ନାହିଁ ବୋଲି ଚାଣକ୍ୟ କହିଛନ୍ତି।
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଶ୍ଳୋକ ମାଧ୍ୟମରେ ତିନି ଜଣଙ୍କୁ ପୃଥିବୀର ବୋଝ ବୋଲି କହିଛନ୍ତି। ସେ କହିଛନ୍ତି ଯେ, ଯେଉଁମାନେ ମାଂସ ଖାଉଛନ୍ତି, ଯେଉଁମାନେ ମଦ ପିଉଛନ୍ତି ଓ ଯେଉଁମାନେ ମୁର୍ଖ ସେମାନେ ସମସ୍ତେ ଏହି ପୃଥିବୀ ପାଇଁ ବୋଝ ଅଟନ୍ତି।

ସେହିଭଳି ଆଚାର୍ଯ୍ୟ ଚାଣକ୍ୟ ଜୀବ ହତ୍ୟା କରିବା ଭୁଲ ବୋଲି ବିବେଚନା କରିଛନ୍ତି। ଯେଉଁମାନେ ଜୀବକୁ ହତ୍ୟା କରନ୍ତି ସେମାନେ ପୃଥିବୀ ପାଇଁ ବୋଝ। ଚାଣକ୍ୟ କହିଛନ୍ତି ଯେ, ଯେ ପର୍ଯ୍ୟନ୍ତ ଜୀବମାନେ କାହାର କ୍ଷତି ନ କରନ୍ତି ସେ ପର୍ଯ୍ୟନ୍ତ ତାଙ୍କୁ ମାରିବାର କୌଣସି ଅଧିକାର ନାହିଁ।

ଏହା ବ୍ୟତୀତ ସେ କହିଛନ୍ତି ଯେଉଁମାନେ ମଦ୍ୟପାନ କରନ୍ତି କିମ୍ବା କୌଣସି ପ୍ରକାରର ନିଶାଶେବନ କରନ୍ତି, ସେମାନେ ସମାଜ ପାଇଁ ବୋଝ।

ଏଥି ସହିତ, ଆଚାର୍ଯ୍ୟ ଚାଣକ୍ୟ ମଧ୍ୟ ମୂର୍ଖ ବ୍ୟକ୍ତିଙ୍କୁ ପୃଥିବୀର ବୋଝ ବୋଲି କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ଗୁଜରାଟୀ ମ୍ୟାଙ୍ଗୋ କଡ଼ି

ଆବଶ୍ୟକ ସାମଗ୍ରୀ ଆମ୍ବ ପ୍ଲପ- ୧ କପ୍‌, ଖଟା ଦହି- ୧ କପ୍‌, ବେସନ- ୨ ବଡ଼ ଚାମଚ, ତେଲ- ୨ ଚାମଚ, ଅଦା- ଖଣ୍ଡେ,...

ଘରର ଏସବୁ ସ୍ଥାନରେ ରଖନ୍ତୁ ଦର୍ପଣ: କେବେ ବି ହେବେନି ଦରିଦ୍ର

ବାସ୍ତୁବିତ୍‌ଙ୍କ ଅନୁଯାୟୀ, ଯଦି ଘରେ ଦର୍ପଣକୁ ସଠିକ ଦିଗରେ ରଖାଯାଏ ନାହିଁ, ତେବେ ଏହା ବ୍ୟକ୍ତିଙ୍କ ଜୀବନ ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ବାସ୍ତୁଶାସ୍ତ୍ର ଅନୁଯାୟୀ...

ରାତିରେ ଭୋକ ଲାଗିଲେ କ’ଣ ଖାଇବେ..

ବେଳେବେଳେ ରାତ୍ରିଭୋଜନ ଖାଇକି ଶୋଇଲେ ବି ରାତି ଅଧରେ ଅନେକଙ୍କୁ ଭୋକ ଲାଗିଥାଏ; ଯଦ୍ଦ୍ବାରା ସେମାନଙ୍କ ନିଦ ଭାଙ୍ଗିଯାଏ ଆଉ ସେମାନେ ରାତିରେ ଉଠି କିଛି...

ଏହି ଅଭ୍ୟାସ ଦେଖାଏ ସଫଳତାର ରାସ୍ତା

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ପଦୋନ୍ନତି, ବୈବାହିକ ଜୀବନ, ବନ୍ଧୁତା, ଶତ୍ରୁତା ଏବଂ ସମ୍ମାନ ସହିତ ଜଡିତ ସମସ୍ତ ବିଷୟ ଉପରେ ପରାମର୍ଶ ଦେଇଛନ୍ତି। ଚାଣକ୍ୟଙ୍କ...

ଏହିସବୁ ରୋଗରେ ଆକ୍ରାନ୍ତ ଲୋକଙ୍କୁ କାଜୁ ଖାଇବା ମନା

ଭଲ ସ୍ବାସ୍ଥ୍ୟ ପାଇଁ ଲୋକେ କାଜୁଠୁ ଆରମ୍ଭକରି ଆଲମଣ୍ଡ, ଅଖରୋଟ ଆଦି କେତେ କ’ଣ ଡ୍ରାଏ ଫ୍ରୁର୍ସ ଖାଇଥାନ୍ତି। ତେବେ କାଜୁକୁ ଲୋକେ ତରକାରି ଓ...

ମେଦବହୁଳତା ଓ ଆଜ୍‌ମା

ଆଜ୍‌ମା ଏକ ଶ୍ୱାସଜନିତ ସମସ୍ୟା। ଏହାର ସ୍ଥାୟୀ ଉପଚାର ନାହିଁ। ତେଣୁ ନିୟମିତ ସମୟ ଅନ୍ତରାଳରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସିତ ହେବାକୁ ପଡ଼ିଥାଏ।...

ସ୍ମରଣୀୟ କାରଲ ଲ୍ୟାଣ୍ଡଷ୍ଟେନର

୧୯୦୧ ମସିହାରେ ରକ୍ତ ବିଜ୍ଞାନରେ ଏକ ବୈପ୍ଳବିକ ପରିବର୍ତ୍ତନ ଘଟିଥିଲା। ଡା. କାରଲ ଲ୍ୟାଣ୍ଡଷ୍ଟେନର ନିଜ ଶରୀରରୁ ଓ ନିଜ ଅଧୀନରେ ଗବେଷଣା କରୁଥିବା ଗବେଷକଙ୍କ...

ଶ୍ୱେତ କବକ

କିଛି ରିପୋର୍ଟ ଅନୁଯାୟୀ, ଧଳା ଫଙ୍ଗସ୍‌ ରୋଗ ବୃଦ୍ଧି ପାଇବାରେ ଲାଗିଛି। କୋଭିଡ୍‌ରେ ଆକ୍ରାନ୍ତ ରୋଗୀମାନେ ଧଳା ଫଙ୍ଗସ୍‌ ବା ଶ୍ୱେତ କବକ (ହ୍ବାଇଟ୍‌ ଫଙ୍ଗସ୍‌)ରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି
Next Post Next post:
୧୭ ଜିଲାରେ ଆରମ୍ଭ ହେବ ଡିଏଲ୍‌ ଟେଷ୍ଟ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts