E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଅଭୟ ପାଠକଙ୍କୁ ମିଳିଲା ଜାମିନ
6:30 pmJune 17, 2021

ଭୁବନେଶ୍ୱର,୧୭।୬: ବୈଦ୍ୟନାଥପୁର ଥାନା ମାମଲାର ବିଚାର କରି ଗୁରୁବାର ହାଇକୋର୍ଟ ପୂର୍ବତନ ଆଇଏଫ୍‌ଏସ୍‌ ଅଭୟ ପାଠକଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କା ଏବଂ ୨ ଜାମିନଦାରଙ୍କ ବଦଳରେ ଅଭୟଙ୍କୁ ଜାମିନ ମିଳିଛି। ଅଭୟଙ୍କ ଓକିଲ ପୀତାମ୍ବର ଆଚାର୍ଯ୍ୟ ଏହି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ୩ଟି ମାମଲାରୁ ଜାମିନ ପାଇଛନ୍ତି। ଫଳରେ ଅଭୟ ଜେଲରୁ ମୁକୁଳିବା ଏକପ୍ରକାର ସ୍ପଷ୍ଟ ହୋଇଛି।

ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ଗତ ବର୍ଷ ଗିରଫ ହୋଇଥିଲେ ଅଭୟ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକ। ଟାଟା କମ୍ପାନୀରେ ଚାକିରୀ କରାଇ ଦେବା ନାଁରେ ହୋଇଥିବା ଠକେଇରେ ଅଭୟ ଓ ତାଙ୍କର ପୁଅଙ୍କୁ ପୂର୍ବରୁ ହାଇକୋର୍ଟରୁ ଜାମିନ ମିଳିଥିଲା। ତେବେ ଅନ୍ୟ ଏକ ମାମଲା ବିଚାରାଧୀନ ଥିବାରୁ ବାପା ପୁଅ ଜେଲରେ ଥିଲେ। ହେଲେ ଅଭୟଙ୍କ ଜାମିନ ମଞ୍ଜୁର ପରେ ଜେଲରୁ ମୁକୁଳିବା ନିଶ୍ଚିତ ହୋଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି

ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା...

କରୋନା ଲଦିଲା ୭ ବର୍ଷର ଝିଅ ମୁଣ୍ଡରେ ଦାୟିତ୍ୱର ପାହାଡ଼

ଭୋଗରାଇ,୧୪।୬- ବାପା ମା’ଙ୍କୁ ଛଡ଼ାଇ ନେଲା ମହାମାରୀ। ଉଜୁଡ଼ିଗଲା ସଂସାର। ଏବେ ପରିବାରରେ କେବଳ ୭ ବର୍ଷର ଝିଅ କ୍ରିଷ୍ଣା ଆଉ ତା’ର ଦେଢ଼ ମାସର...

ଆହୁରି ୩ ଦିନ ବର୍ଷା

ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା...

ଦ୍ୱିତୀୟ ଡୋଜ୍‌ ପାଇଁ ହିତାଧିକାରୀ ହଟହଟା

ଭୁବନେଶ୍ୱର, ୮।୬ (ବ୍ୟୁରୋ):  ଟିକା ଅଭାବର ବିକଳ୍ପ ପନ୍ଥା ବାହାର କରାଯିବା ପରେ ୧୮ରୁ ୪୪ ବର୍ଷୀୟ ହିତାଧିକାରୀଙ୍କ ପାଇଁ ସୋମବାରଠାରୁ ଟିକାକରଣ ଆରମ୍ଭ ହୋଇଛି।...

ରାଇସମିଲ୍‌ ବର୍ଜ୍ୟବସ୍ତୁରେ ଲୋକେ ଅତିଷ୍ଠ

ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱର ଜିଲା ରେମୁଣା ବ୍ଲକ କୁରୁଡ଼ାସ୍ଥିତ ରାଇସମିଲରୁ ବାହାରୁଥିବା ବର୍ଜ୍ୟବସ୍ତୁରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡିଛନ୍ତି। ଲୋକେ ଗୁରୁବାର ମିଲ୍‌ ଗେଟ୍‌ରେ ତାଲା ପକାଇ...

ଏଥର ସ୍ବାଭାବିକ ମୌସୁମୀ

ଭୁବନେଶ୍ୱର,୨ା୬(ବ୍ୟୁରୋ):ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ। ରାଜ୍ୟରେ ହାରାହାରି ବୃଷ୍ଟିପାତ ୧୧୫ରୁ ୧୨୦ ସେଣ୍ଟିମିଟର ହେବ ବୋଲି...

ଚିଲିକାରେ ୧୦୬ ପ୍ରଜାତିର ୪୮,୭୨୮ ପକ୍ଷୀ

ବାଲୁଗଁା,୨ା୬(ଡି.ଏନ୍‌.ଏ.):ପ୍ରଚଣ୍ଡ ରୌଦ୍ରତାପ ସତ୍ତ୍ୱେ ନୀଳାମ୍ବୁ ଚିଲିକାରେ ଏବେ ୧୦୬ ପ୍ରଜାତିର ୪୮ହଜାର ୭୨୮ଟି ପକ୍ଷୀ ଅବସ୍ଥାନ କରିଛନ୍ତି। ବାଲୁଗଁା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କରାଯାଇଥିବା ଗ୍ରୀଷ୍ମକାଳୀନ...

ଘରେ ବସି ଆପ୍‌ରେ ବୁକିଂ କରିହେବ ଅକ୍ସିଜେନ୍‌

ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍‌ଡାଉନ ଶଟ୍‌ଡାଉନ୍‌ର ସୁଫଳ ମିଳୁଛି। ହେଲେ ଏବେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜାଡେଜା-ଅଶ୍ୱିନଙ୍କ ସହ ଖେଳିବାକୁ ପରାମର୍ଶ ଦେଲେ ମହାନ ଖେଳାଳି
Next Post Next post:
ଶିକ୍ଷାବିତ୍‌ ବେଣୁମାଧବଙ୍କ ପରଲୋକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts