କୋଲକାତା,୧୭।୬: ସବୁକିଛିକୁ ନିୟନ୍ତ୍ରଣ କରିବାକୁ ଚାହୁଁଛି ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର। ଏଥିରେ ବିଫଳ ହେଲେ ସରକାରୀ ସଂସ୍ଥା ମାଧ୍ୟମରେ ଚାପ ପ୍ରୟୋଗ କରାଯାଉଛି। ଟୁଇଟର କ୍ଷେତ୍ରରେ ସମାନ ଦେଖିବାକୁ ମିଳିଛି। ନିୟନ୍ତ୍ରଣ କରିବାରେ ବିଫଳ ହେବାରୁ ଏହି ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମକୁ ଚପାଇଦେବା ପାଇଁ ପ୍ରୟାସ କରୁଛି କେନ୍ଦ୍ର। ଏଭଳି କହି କେନ୍ଦ୍ରକୁ ସମାଲୋଚନା କରିଛନ୍ତି ଗୁରୁବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ତାଙ୍କ ସରକାର ସହ ମଧ୍ୟ କେନ୍ଦ୍ର ଏପରି ବ୍ୟବହାର ଦେଖାଇଥିଲା, ଯାହାକି ନିନ୍ଦନୀୟ।
ପାଣି ଘେରରେ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ
ପାଟନା,୨୬।୬: ମୌସୁମୀ ବର୍ଷାରେ ବେହାଲ ବିହାର। ଶୁକ୍ରବାର ରାତିରେ ବିହାରର ରାଜଧାନୀ ପାଟନାରେ ହୋଇଥିବା ବର୍ଷା ଯୋଗୁ ଚାରିଆଡେ ଜଳାର୍ଣ୍ଣବ ହୋଇଯାଇଛି। ବିଧାନସଭା ପରିସରରେ ପ୍ରାୟ...
ଦିଲ୍ଲୀ-କେନ୍ଦ୍ର ମୁହାଁମୁହିଁ: ମୁହଁ ଖୋଲିଲେ ଅଡିଟ୍ କମିଟି ମୁଖ୍ୟ
ନୂଆଦିଲ୍ଲୀ,୨୬।୬: କୋଭିଡ୍ର ଦ୍ୱିତୀୟ ଲହର ଶୀର୍ଷରେ ଥିବାବେଳେ ଦିଲ୍ଲୀ ଅକ୍ସିଜେନ ଅଭାବକୁ ବଢ଼େଇ ଚଢ଼େଇ ପ୍ରକାଶ କରିଥିବା କହିବା ଉଚତ୍ ହେବ ନାହିଁ। ଏଭଳି ମନ୍ତବ୍ୟ...
ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍ଇ ବୋର୍ଡ ପକ୍ଷରୁ ଆଗତ...
ଆଇଶାଙ୍କ ବିରୋଧରେ ଦେଶଦ୍ରୋହ
କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...
ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…
ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର...
ମୁଁ ସିଂହର ପୁଅ: ଚିରାଗ
ନୂଆଦିଲ୍ଲୀ, ୧୬।୬: ମୁଁ ଅସୁସ୍ଥ ଥିଲା ବେଳେ ମୋ ପଛରେ ଷଡ଼ଯନ୍ତ୍ର ଚାଲିଥିଲା। ଦଳରେ ଫାଟ ସୃଷ୍ଟି ହେବା ପରେ ପ୍ରଥମ ଥର ପାଇଁ ବୁଧବାର...
ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର
ଅରୈୟା,୨୫।୬: ପୂର୍ବରୁ ବିବାହ ଭାଙ୍ଗିବା ନେଇ ଅନେକ କାରଣ ଶୁଣିଥିବେ। ହେଲେ କେବେ ଶୁଣିଛନ୍ତି କି, ବର ଖବରକାଗଜ ପଢ଼ି ନ ପାରିବାରୁ ବିବାହ ଭାଙ୍ଗିଯିବା...
ଟିକା ନେଲେ ମୂଲାୟମ: ଉପମୁଖ୍ୟମନ୍ତ୍ରୀ କହିଲେ, କ୍ଷମା ମାଗନ୍ତୁ ଅଖିଳେଶ
ଲକ୍ଷ୍ନୌ,୭।୬: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ସୋମବାର ଲକ୍ଷ୍ନୌରେ କରୋନା ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।...


