E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ

କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ
9:20 pmJune 17, 2021

ବୁଗୁଡ଼ା,୧୭ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜନୈକା  କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ ନୟାଗଡ଼ ଟାଉନର ସନ୍ତୋଷ କୁମାର ମହାରଣା। ଏନେଇ ବୁଗୁଡ଼ା ଥାନାରେ ଏକ ମାମଲା(ନଂ ୨୯୪/୨୧) ରୁଜୁ ହୋଇଛି।

ନୟାଗଡ଼ର ଏକ କଲେଜରେ ପଢୁଥିବା ବେଳେ ସନ୍ତୋଷଙ୍କ ସହ  ଛାତ୍ରୀଙ୍କ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ପ୍ରାୟ ଦେଢ଼ ମାସ ତଳେ ପରିବାର ଲୋକେ ଏହା ଜାଣିବା ପରେ ଝିଅକୁ ଗାଁକୁ ନେଇ ଆସିଥିଲେ। ନିକଟରେ ଝିଅକୁ ଅନ୍ୟତ୍ର ବିବାହ କରିବାକୁ ପରିବାର ଲୋକ ଠିକ୍‌ କରିଥିଲେ। ହେଲେ ଏହି ଖବର ସନ୍ତୋଷ ଜାଣି ରାଗରେ ଝିଅର କେତେକ ଅଶ୍ଳୀଳ ଫଟୋ ଭାଇରାଲ କରିଥିଲେ। ଏପରି କି ବିବାହ ଠିକ୍‌ ହୋଇଥିବା ଯୁବକଙ୍କ ନିକଟକୁ ଫଟୋ ପଠାଇଥିଲେ। ଏନେଇ ଛାତ୍ରୀଙ୍କ ମା’ ବୁଧବାର ବୁଗୁଡ଼ା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ବୁଗୁଡ଼ା ଥାନା ଅତିରିକ୍ତ ଆଇଆଇସି ଶର୍ମିଷ୍ଠା ପ୍ରଧାନ ଘଟଣାର ତଦନ୍ତ କରି ଗୁରୁବାର ସନ୍ତୋଷଙ୍କୁ ଗିରଫ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All

ରଥ ନିର୍ମାଣ କରୁଥିବା ୧୦ ମହାରଣା ଗିରଫ

ବାଲେଶ୍ୱର ଅଫିସ, ୨୧।୬: ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିର ରଥ ଖଳାରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷେଧାଦେଶ ଜାରି ହୋଇଥିଲା। ଏହି ନିୟମକୁ ଉଲ୍ଲଙ୍ଘନ...

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି।...

କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ

ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ...

ନିର୍ବାଚନ ଢାଞ୍ଚାରେ ହେବ କୋଭିଡ୍‌ ଟିକାକରଣ: ବୟସ୍କ, ଦିବ୍ୟାଙ୍ଗ ପାଇଁ ଗାଡ଼ି ସୁବିଧା

ଛତ୍ରପୁର,୪।୬(ଡି.ଏନ୍‌.ଏ.): କରୋନାର ଦ୍ବିତୀୟ ଲହର ପ୍ରତିହତ କରିବା ନିମନ୍ତେ ଟିକାକରଣ ଏକାନ୍ତ ଅପରିହାର୍ଯ୍ୟ। ମୋବାଇଲ ଟିମ୍‌ ଗଠନ କରି ଦୁର୍ଗମ ପାହାଡ଼ିଆ ଅଞ୍ଚଳ, ସହରାଞ୍ଚଳ ଓ...

ଦୁଗ୍ଧ ଚାଷୀଙ୍କୁ ମିଳିବ ୬୦୦୦ ଟଙ୍କା

ଭୁବନେଶ୍ୱର,୨୪।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ଗୁରୁବାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି । ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ବାବଦକୁ ସର୍ବାଧିକ...

ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା: ଗଞ୍ଜାମରେ ଶିଶୁଙ୍କ କୋଭିଡ୍‌ ଲକ୍ଷଣ ଯାଞ୍ଚ ଆରମ୍ଭ

ଛତ୍ରପୁର,୯।୬(ଡି.ଏନ୍‌.ଏ.): ଆଗାମୀ ଦିନରେ କରୋନା ତୃତୀୟ ଲହରରେ ଶିଶୁମାନେ ବେଶି ସଂକ୍ରମିତ ହେବା ନେଇ ବିଶେଷଜ୍ଞ ମତ ରଖିଛନ୍ତି। ଏହି ପରିପ୍ରେକ୍ଷୀରେ କରୋନା ସଂକ୍ରମଣଠାରୁ ଶିଶୁଙ୍କୁ...

ବଜାରରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷା

ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କାର୍ଯ୍ୟସ୍ଥଳରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷଣ ଆରମ୍ଭ ହୋଇଛି। ଶୁକ୍ରବାର ନର୍ଥ ଜୋନ୍‌ ଅନ୍ତର୍ଗତ ନୀଳାଦ୍ରିବିହାର ତାରିଣୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିମ୍‌ ଇଣ୍ଡିଆକୁ ଏମିତି ପରାମର୍ଶ ଦେଲେ ଗାଙ୍ଗୁଲି
Next Post Next post:
ଭାରତୀୟ ଦଳ ଘୋଷିତ: ଅଶ୍ୱିନ, ଜାଡେଜାଙ୍କୁ ମିଳିଲା ସ୍ଥାନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts