E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଭାରତୀୟ ଦଳ ଘୋଷିତ: ଅଶ୍ୱିନ, ଜାଡେଜାଙ୍କୁ ମିଳିଲା ସ୍ଥାନ
9:26 pmJune 17, 2021

ସାଉଥାମ୍ପଟନ,୧୭।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମ୍ୟାଚ୍‌ ପାଇଁ ଗୁରୁବାର ରାତିରେ ବିସିସିଆଇ ପକ୍ଷରୁ ଘୋଷିତ ହୋଇଯାଇଛି ଭାରତୀୟ ଦଳ। ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇଛନ୍ତି ଉଭୟ ରବୀନ୍ଦ୍ର ଜାଡେଜା ଓ ରବିଚନ୍ଦ୍ରନ ଅଶ୍ୱିନ। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳରେ ଯଶପ୍ରୀତ ବୁମରା ଓ ମହମ୍ମଦ ଶାମିଙ୍କ ବ୍ୟତୀତ ଇଶାନ୍ତ ଶର୍ମାଙ୍କୁ ତୃତୀୟ ବୋଲର ଭାବେ ସ୍ଥାନ ଦିଆଯାଇଛି।

ଆଶା ଅନୁଯାୟୀ, ଡବ୍ଲ୍ୟୁଟିସି ଫାଇନାଲରେ ଷ୍ଟାର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ସହ ଶୁବମାନ ଗିଲ ଓପନିଂ କରିବେ। ଏମାନଙ୍କ ପରେ ଚେତେଶ୍ୱର ପୂଜାରା, ଅଧିନାୟକ କୋହଲି ଓ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ ମିଡ୍‌ଲ ଅର୍ଡର ସମ୍ଭାଳିବେ। ଉଇକେଟକିପର ଦାୟିତ୍ୱ ସମ୍ବାଳିବେ ରିଷଭ ପନ୍ତ।

ଡବ୍ଲ୍ୟୁଟିସି ଫାଇନାଲ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା, ଶୁବମାନ ଗିଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି (ଅଧିନାୟକ), ଅଜିଙ୍କ୍ୟ ରାହାନେ (ଉପ ଅଧିନାୟକ), ରିଷଭ ପନ୍ତ (ଉଇକେଟକିପର), ରବିଚନ୍ଦ୍ରନ ଅଶ୍ୱିନ, ରବୀନ୍ଦ୍ର ଜାଡେଜା, ଯଶପ୍ରୀତ ବୁମରା, ଇଶାନ୍ତ ଶର୍ମା ଓ ମହମ୍ମଦ ଶାମି।

 


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଦିନିକିଆ ବିଶ୍ୱକପ୍‌ରେ ଖେଳିବେ ୧୪ ଦଳ

ନୂଆଦିଲ୍ଲୀ, ୧।୬: ୨୦୨୭ ଓ ୨୦୩୧ ଦିନିକିଆ ବିଶ୍ୱକପ୍‌ରେ ୧୪ ଦଳକୁ ସାମିଲ କରାଯିବ। ଏ ନେଇ ଅନ୍ତର୍ଜାତୀୟକ କ୍ରିକେଟ କାଉନ୍‌ସିଲ (ଆଇସିସି) ପକ୍ଷରୁ ମଙ୍ଗଳବାର...

୨୮ ବଲ୍‌ରୁ ବିସ୍ଫୋରକ ଶତକ ମାରି ଇତିହାସ ରଚିଲେ ଏହି କ୍ରିକେଟର୍‌

କ୍ରିକେଟରେ ପ୍ରାୟତଃ ଅନେକ ବିସ୍ଫୋରକ ଇନିଂସ ଦେଖିବାକୁ ମିଳିଥାଏ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ୟୁରୋପୀୟ ଟି-୧୦ କ୍ରିକେଟ ଲିଗରେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଏଭଳି ଏକ...

ଡବ୍ଲୁଟିସି ଫାଇନାଲ୍‌ ବିଜେତା ଦଳର ପୁରସ୍କାର ଟଙ୍କା ବିରାଟ କୋହଲି ଆଇପିଏଲ୍‌ ରାଶି ଠାରୁ ବି କମ୍‌

ସାଉଥମ୍ପଟନ,୧୫।୬: ଆଇସିସି ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପୁରସ୍କାର ରାଶି ଘୋଷଣା କରିଛି। ବିଜେତାଙ୍କୁ ପ୍ରାୟ ୧୧.୭୨ କୋଟି ଟଙ୍କା ପୁରସ୍କାର ରାଶି ମିଳିବ। ଅନ୍ୟପକ୍ଷରେ...

ପନ୍ତଙ୍କୁ ସମାଲୋଚନା କଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ରିଜର୍ଭ ଡେ’ରେ ସେଟ୍‌ ହୋଇସାରିଥିବା ରିଷଭ ପନ୍ତ ନ୍ୟୁଜିଲାଣ୍ଡ ପେସର ଟ୍ରେଣ୍ଟ ବୋଲ୍ଟଙ୍କୁ ଷ୍ଟେପ ଆଉଟ୍‌ କରି ବଡ଼...

ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋରଙ୍କ ପରଲୋକ

ଭୁବନେଶ୍ୱର, ୨।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଜଗତ ପାଇଁ ଆସିଛି ଆଉ ଏକ ଦୁଃଖ ଖବର। ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ...

ଏକଦା ଅଣ୍ଡରଓ୍ବାଲ୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌କୁ ଡ୍ରେସିଂ ରୁମ୍‌ ବାହାରକୁ ତଡ଼ି ଦେଇଥିଲେ କପିଲ ଦେବ; କାରଣ ଜାଣିଲେ..

ନୂଆଦିଲ୍ଲୀ,୯।୬: ଭାରତୀୟ କ୍ରିକେଟ ଟିମ୍‌କୁ ବିଶ୍ୱକପ୍‌ ଜିତାଇଥିବା ପ୍ରଥମ ଅଧିନାୟକ ହେଲେ କପିଲ ଦେବ। ସେ ଅନୁଶାସନକୁ ବ୍ରତ କରିଥିଲେ। ଅଧିନାୟକ ଭାବେ ଦାୟିତ୍ୱ ସମ୍ପାଦନ...

ମାଳବିକା ଫାଇନାଲରେ

କନାସ୍‌(ଲିଥୁଆନିଆ),୧୪ା୬(ପି.ଟି.)- ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆର୍‌ଏସ୍‌ଏଲ୍‌ ଲିଥୁଆନିଆନ୍‌ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ଫ୍ରାନ୍ସର...

ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ
Next Post Next post:
କାର୍‌ରୁ ମିଳିଲା ୪୩ କେଜି ସୁନା ବିସ୍କୁଟ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts