E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inବାଲେଶ୍ୱର, ରାଜ୍ୟ

ରାଇସମିଲ୍‌ ବର୍ଜ୍ୟବସ୍ତୁରେ ଲୋକେ ଅତିଷ୍ଠ
8:11 amJune 18, 2021

ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱର ଜିଲା ରେମୁଣା ବ୍ଲକ କୁରୁଡ଼ାସ୍ଥିତ ରାଇସମିଲରୁ ବାହାରୁଥିବା ବର୍ଜ୍ୟବସ୍ତୁରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡିଛନ୍ତି। ଲୋକେ ଗୁରୁବାର ମିଲ୍‌ ଗେଟ୍‌ରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରି ଧାରଣାରେ ବସି ରହିଛନ୍ତି। ଏ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କୁ ଏନେଇ ଅବଗତ କରାଯିବା ସହ ଉପଜିଲାପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ମଧ୍ୟ ଲିଖିତ ଭାବେ ଜଣାଯାଇଛି। ମିଲ୍‌କୁ ବନ୍ଦ କରା ନ ଗଲେ ଜାତୀୟ ରାଜପଥକୁ ବନ୍ଦ କରାଯିବ ବୋଲି ଶାନ୍ତିସ୍ବରୂପ ସ, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଅଂଶୁପ୍ରକାଶ ସ, ରଞ୍ଜୁକ୍ତା ମହାପାତ୍ର, ଶକୁନ୍ତଳା ମହାପାତ୍ର ପ୍ରମୁଖ ଚେତାବନୀ ଦେଇଛନ୍ତି।
କୁରୁଡ଼ାରେ ଥିବା ଏସ୍‌ଏସ୍‌ ଆଗ୍ରୋ ପ୍ରାଇଭେଟ୍‌ ଲିମିଟେଡ୍‌ ରାଇସ୍‌ମିଲ୍‌ରୁ ବାହାରୁଥିବା ବିଷାକ୍ତ ପ୍ରଦୂଷଣଯୁକ୍ତ ଅପରିଷ୍କାର ଜଳ, ପାଉଁଶକୁ ପ୍ରଦୂଷଣ ଆଇନ୍‌କୁ ଉଲ୍ଲଂଘନ କରି ସରକାରୀ ଜମିକୁ ଦୀର୍ଘ ଦିନ ଧରି ଛାଡିଆସୁଛି। ଫଳରେ ଗୋଚାରଣ ଭୂମିକୁ ନଷ୍ଟ କରିବା ସହ ସାଧାରଣ ଲୋକଙ୍କ ସ୍ବାସ୍ଥ୍ୟବସ୍ଥାକୁ ପ୍ରଭାବିତ କରୁଛି। ଏପରିକି କାରଖାନାରେ ଚାଉଳ ପରିଷ୍କାର କଲାବେଳେ ବାହାରୁଥିବା ତଷୁ ଉଡ଼ି ୧୬ନଂ. ଜାତୀୟ ରାଜପଥରେ ଯାଉଥିବା ମୋଟରସାଇକେଲ ଓ ସାଇକେଲ ଯାତ୍ରୀମାନଙ୍କ ଆଖିରେ ପଡ଼ି ଅନେକ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏନେଇ କୁରୁଡ଼ା ଓ ସରସ୍ବତୀପୁର ଅଞ୍ଚଳ ଅଧିବାସୀ ଗତ ୨୦୧୨ ନଭେମ୍ବର ୭ ତାରିଖଠାରୁ ଅଦ୍ୟାବଧି ସ୍ଥାନୀୟ ଓ ଜିଲା ପ୍ରଶାସନଙ୍କୁ ବିଭିନ୍ନ ସମୟରେ ଲିଖିତ ଜଣାଇଆସୁଛନ୍ତି। ମାତ୍ର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ ହେବାରୁ ଅଞ୍ଚଳବାସୀ ଏଭଳି ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inବାଲେଶ୍ୱର, ରାଜ୍ୟ View All

ବୋମାମାଡ଼ କରି ବିଜେଡି ନେତା ଗିରଫ

ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ...

ଧାନ ବୁଣିବାକୁ କେନ୍ଦ୍ର କରି ଗୋଷ୍ଠି ସଂଘର୍ଷ

ଲୋଇସିଂହା,୨୦।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟୁରାପାଲି ଗ୍ରାମରେ ପୈତୃକ ଜମି ବିବାଦକୁ କେନ୍ଦ୍ର କରି ରବିବାର ଦୁଇପକ୍ଷ ମଧ୍ୟରେ ମାରପିଟରୁ ଜଣଙ୍କର ମୃତ୍ୟୁ ହୋଇଛି।...

୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ,...

କରୋନାରେ ଅନାଥ ହୋଇଥିବା ଶିଶୁଙ୍କ ପାଠପଢ଼ା ଖର୍ଚ୍ଚ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନାରେ ଅନାଥ ହୋଇଥିବା ପିଲାଙ୍କ ଶିକ୍ଷାଖର୍ଚ୍ଚ ଦେବେ ରାଜ୍ୟ ସରକାର। ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ୍‌ ଯୋଜନାରେ ସାମିଲ ହେବେ। ସେମାନଙ୍କ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ

ରାଇକିଆ୧୫।୬(ଡି.ଏନ୍‌.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା...

ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ...

ଭାଗ୍ୟର ବିଡ଼ମ୍ବନା: ଗ୍ରାହକ ଉପରେ ଭୁଶୁଡ଼ିଲା ଦୋକାନ ଛାତ

ଜଳେଶ୍ୱର, ୨୦।୬: ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟି ୧ ନମ୍ବର ୱାର୍ଡ଼ ଝାଡ଼େଶ୍ୱରପୁର ସ୍କୁଲ ସାମ୍ନା ଏକ ପାଉଁରୁଟି ଦୋକାନ ଛାତ ଭୁଶୁଡ଼ି ପଡ଼ିବାରୁ ଜଣେ...

ଧାନ ବିକ୍ରି ଚିନ୍ତାରେ ଚାଷୀ

ବାଲେଶ୍ୱର ଅଫିସ, ୭।୬-ଚଳିତବର୍ଷ ଅମଳ ହୋଇଥିବା ରବି ଧାନ କିଣିବା ସହିତ ଚାଷୀଙ୍କୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ବାଲେଶ୍ୱର ଜିଲା କଂଗ୍ରେସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଖଟିଆ କାନ୍ଧେଇ ପ୍ରତିବାଦ କଲେ ଗ୍ରାମବାସୀ
Next Post Next post:
ପ୍ରାଣୀ ଚିକିତ୍ସା ଦିଗରେ ପଦକ୍ଷେପ ନାହିଁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts