ନ୍ୟୁୟର୍କ, ୧୮ା୬(ଏପି)- ଚଳିତ ବର୍ଷର ଶେଷ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍ ଓପନ୍ରେ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି ମିଳିବ। କରୋନା ଭାଇରସ୍ ମହାମାରୀ ଯୋଗୁ ଗତବର୍ଷ ଏହି ଚାମ୍ପିୟନଶିପ୍ ବିନା ଦର୍ଶକରେ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ଏହି ଇଭେଣ୍ଟ ନ୍ୟୁୟର୍କର ଫ୍ଲଶିଂ ମିଡୋଜ୍ଠାରେ ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧୨ ପର୍ଯ୍ୟନ୍ତ ହେବ। ଟିକେଟ ବିକ୍ରି ଜୁଲାଇରୁ ଆରମ୍ଭ ହେବ ବୋଲି ୟୁଏସ୍ ଟେନିସ ଆସୋସିଏଶନ ତରଫରୁ ଘୋଷଣା କରାଯାଇଛି। ନ୍ୟୁୟର୍କ ଗଭର୍ନର ଆଣ୍ଡ୍ର୍ୟୁ କୁଓମୋ କହିଛନ୍ତି ପ୍ରଦେଶର ୭୦ ପ୍ରତିଶତ ଅତିକମ୍ରେ ଗୋଟିଏ ଡୋଜ୍ କରୋନା ଟିକା ନେଇ ସାରିଛନ୍ତି। ଇଭେଣ୍ଟ ବେଳେ ସୋସିଆଲ ଡିଷ୍ଟାନ୍ସ ବଜାୟ ରଖିବା ଉପରେ ଗୁରୁତ୍ୱ ଦିଆଯିବ।
କୋପା ଆମେରିକା ମ୍ୟାଚ୍ ପରିଚାଳନା କରିବେ ସ୍ପାନିଶ୍ ରେଫରି
କୁଇଆବା(ବ୍ରାଜିଲ),୧୭।୬: ଚଳିତ କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ ଏକ ସ୍ପାନିଶ୍ ରେଫରିଂ କ୍ରିୟୁ ମ୍ୟାଚ୍ ପରିଚାଳନା କରିବେ। ଏ ନେଇ ୟୁରୋପ ଓ ଦକ୍ଷିଣ ଆମେରିକା...
୮୪ ବଲ୍ରେ ଫାଇନାଲ୍ ଆଭିମୁଖ୍ୟ ବଦଳାଇଦେଲା ନ୍ୟୁଜିଲାଣ୍ଡ
ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ତୃତୀୟ ଦିନରେ ଦଳ ୮୪ ଟି ବଲରେ ୩୬ ରନ...
ସାନିଆଙ୍କ ପୁଅ ଓ ଭଉଣୀଙ୍କୁ ଭିଜା ମିଳିଲା
ନୂଆଦିଲ୍ଲୀ,୪।୬(ପି.ଟି.): ଟୋକିଓ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ମହିଳା ଟେନିସ ତାରକା ସାନିଆ ମିର୍ଜା ୟୁନାଇଟେଡ କିଙ୍ଗ୍ଡମ୍ (ୟୁକେ)ରେ କେତେକ ଟୁର୍ନାମେଣ୍ଟ ଖେଳିବେ। ଏଥିପାଇଁ ସେ ନିଜ...
ଟିମ୍ ଇଣ୍ଡିଆକୁ ଏମିତି ପରାମର୍ଶ ଦେଲେ ଗାଙ୍ଗୁଲି
ନୂଆଦିଲ୍ଲୀ,୧୭।୬: ୟୁକେର ସାଉଥାମ୍ପଟଠାରେ ଶୁକ୍ରବାରଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍ ପୂର୍ବରୁ...
ଫାଇନାଲରେ ଏହିସବୁ ‘ବିରାଟ’ ରେକର୍ଡ ଭାଙ୍ଗିପାରନ୍ତି କୋହଲି
ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି) ଫାଇନାଲରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅନେକ ରେକର୍ଡ ଭାଙ୍ଗିବାର ସମ୍ଭାବନା ରହିଛି। ଶୁକ୍ରବାର ଲଣ୍ଡନରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...
ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍
ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ...
ଆଇପିଏଲ୍ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ
ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ରେ...
ବିବାହ ମୁଦି କଥା ଭୁଲି ଯାଇଥିଲେ ରୋହିତ୍ ଶର୍ମା: କୋହଲି ଦେଲେ ବଡ଼ ଖବର
ଭାରତୀୟ କ୍ରିକେଟ ଦଳ ସହ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର୍ ଫାଇନାଲ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି ଷ୍ଟାର୍ କ୍ରିକେଟର୍ ରୋହିତ ଶର୍ମା। ଜୁନ ୧୮ରୁ ୨୨...


