E-Paper
  • logo
  • Sunday 26th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ପୃଥ୍ବୀ ଶ’ଙ୍କ ବେଡ୍‌ରୁ ମିଳିଲା ଏମିତି ଜିନିଷ: ପ୍ରଶଂସକ କଲେ ଟ୍ରୋଲ
8:31 amJune 18, 2021

ମୁମ୍ବାଇ,୧୮।୬:ଆଇପିଏଲ ୨୦୨୧ ଏବଂ ବିଜୟ ହଜାରେ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ପୃଥ୍ବୀ ଶ’ ଖୁବ ଶୀଘ୍ର ଟିମ ଇଣ୍ଡିଆର ଜର୍ସିରେ ନଜର ଆସିବେ। ଶ୍ରୀଲଙ୍କା ଯାତ୍ରା ପାଇଁ ଶ’ ଟିମ ଇଣ୍ଡିଆରେ ମନୋନୀତ ହୋଇଛନ୍ତି। ଜୁଲାଇରେ ଭାରତୀୟ ଦଳକୁ ଏକଦିବସୀୟ ଏବଂ ଟି-୨୦ ସିରିଜ ଖେଳିବାକୁ ପଡିବ। ସମସ୍ତ ଖେଳାଳି ଏବେ ମୁମ୍ବାଇରେ ଅଛନ୍ତି ଏବଂ ସେମାନଙ୍କୁ କ୍ୱାରାଣ୍ଟାଇନ୍‌ କରାଯାଇଛି। ଶ’ ମଧ୍ୟ ତାଙ୍କ ହୋଟେଲ ରୁମରେ ସମୟ ଅତିବାହିତ କରୁଛନ୍ତି। କ୍ୱାରାଣ୍ଟାଇନ ଅବଧି ସମୟରେ ଶ’ସୋସିଆଲ ମିଡିଆରେ ନିଜର ଏକ ଫଟୋ ଶେୟାର କରିଛନ୍ତି, ଯାହା ପରେ ତାଙ୍କୁ ଟ୍ରୋଲ କରାଯାଉଛି ।
ପୃଥ୍ବୀ ଶ’ଙ୍କ ଫଟୋରେ ବେଡ୍‌ରେ ଶୋଇ ଏକ ଡମ୍ବୁଲ ଧରିଥିବା ଦେଖାଯାଇଛି। ଏହି ଫଟୋ ପୋଷ୍ଟ କରି ସେ କ୍ୟାପସନରେ ଲେଖିଛନ୍ତି – ‘କ୍ୱାରାଣ୍ଟାଇନ ଲାଇଫ’। ଶ’ଙ୍କ ଏହି ପୋଷ୍ଟରେ ପ୍ରଶଂସକମାନେ ତାଙ୍କୁ ଟ୍ରୋଲ କରିଥିଲେ। ଜଣେ ପ୍ରଶଂସକ ଲେଖିଛନ୍ତି – ପୃଥ୍ବୀ ଶ’ ଭାଇ ଡମ୍ବୁଲକୁ ଉଠାନ୍ତି, ବିଛଣାରେ ଶୁଆନ୍ତି ନାହିଁ । ଶ୍ରୀଲଙ୍କା ଗସ୍ତରେ ପୃଥ୍ବୀ ଶ’ଙ୍କର ଏକ ଦୃଢ ପ୍ରଦର୍ଶନ ରହିବ ବୋଲି ଆଶା କରାଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂ

ନୂଆଦିଲ୍ଲୀ,୨୦।୬: କିମ୍ବଦନ୍ତୀ ଆଥ୍‌ଲେଟ ତଥା ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂଙ୍କ ପରଲୋକରେ ଭାରତୀୟ କ୍ରୀଡ଼ାଜଗତ ସ୍ତବ୍ଧ ହୋଇଛି। ଜଣେ ଲଢୁଆ ଖେଳାଳି ଓ...

ସେହ୍ବାଗଙ୍କ କ୍ୟାରିୟର ଶେଷ କରିଦେଇଥିଲେ ଧୋନୀ! ପ୍ରଶଂସକଙ୍କ ଏଭଳି ଯୁକ୍ତିରେ ପୂର୍ବତନ ଓପନର୍‌ କହିଲେ…

ନୂଆଦିଲ୍ଲୀ,୧୮।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ବିସ୍ଫୋରକ ଓପନର୍‌ ବିରେନ୍ଦ୍ର ସେହ୍ବାଗ ଏବଂ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ମଧ୍ୟରେ ବିବାଦ ନେଇ ଅନେକ...

ଜାଡେଜାଙ୍କ ପାଇଁ ଖୁସି ଖବର

ଦୁବାଇ,୨୩।୬: ଭାରତୀୟ ଖେଳାଳି ରବୀନ୍ଦ୍ର ଜାଡେଜାଙ୍କୁ ବୁଧବାର ମିଳିଛି ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଅଲରାଉଣ୍ଡର ମାନ୍ୟତା। ପୂର୍ବରୁ ଏହି ତାଲିକାରେ ଶୀର୍ଷରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ...

କୋପା ଆମେରିକା: ଆୟୋଜନ ନେଇ ବ୍ରାଜିଲ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଆଜି

ସାଓ ପାଓଲୋ,୧୦।୬(ଏପି): କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆୟୋଜନ ନେଇ ବିବାଦ ଦେଖାଦେଇଥିବା ବେଳେ ବ୍ରାଜିଲ ସୁପ୍ରିମକୋର୍ଟ ଏ ସଂକ୍ରାନ୍ତରେ ଗୁରୁବାର ଅନ୍ତିମ ନିଷ୍ପତ୍ତି ନେବେ।...

ବର୍ଷେ ଭିତରେ ଏତିକି ଟଙ୍କା ରୋଜଗାର କରିଛନ୍ତି କୋହଲି

କ୍ରମାଗତ ପଞ୍ଚମ ବର୍ଷ ପାଇଁ ଫୋର୍ବସର ଶ୍ରେଷ୍ଠ ୧୦୦ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଖେଳାଳିଙ୍କ ମଧ୍ୟରେ ଭାରତୀୟ ଅଧିନାୟକ ବିରାଟ କୋହଲି ସ୍ଥାନ ପାଇଛନ୍ତି। ସେ...

ଆଇପିଏଲ୍‌ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ

ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ...

ଗର୍ଭବତୀ ପ୍ରେମିକାଙ୍କୁ ଦେଖି ଭାବପ୍ରବଣ ହେଲେ ଏହି କ୍ରିକେଟର୍‌

କରୋନା ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନକୁ ସ୍ଥଗିତ ରଖାଯାଇଛି। ଏହି ଲିଗ ଅଧାରୁ ସ୍ଥଗିତ ରଖିବା ପରେ ଯାତ୍ରା ପ୍ରତିବନ୍ଧକ ଯୋଗୁ ଅଷ୍ଟ୍ରେଲିଆ...

ବିମାନ ବନ୍ଦରରେ ଛଡ଼ାଇ ନେଲେ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ପାସପୋର୍ଟ

ଅକ୍‌ଲାଣ୍ଡ,୨୬।୬: ବିମାନ ବନ୍ଦରରେ ପହଞ୍ଚିବା ପରେ ଲୋକେ ଆମ ପାସପୋର୍ଟ ଛଡ଼ାଇ ନେଇଥିଲେ। ପଚାରିଥିଲେ ଟେଷ୍ଟ ଚାମ୍ପିୟନଶିପ୍‌ ଗଦା କେଉଁଠି। ଏପରି କି ଗଦା ସହ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏଇ ଭାରତରେ
Next Post Next post:
ଧରିତ୍ରୀ କାର୍ଟୁନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts