E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି
9:16 amJune 18, 2021

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି।

ଆଜି ଖୋର୍ଦ୍ଧା ଜିଲାରୁ କରୋନା ସର୍ବାଧିକ ୫ ଜଣଙ୍କ ଜୀବନ ନେଇଥିବାବେଳେ କଟକ ଏବଂ କଳାହାଣ୍ଡିରୁ ୪ ଜଣ ଲେଖାଏ, ବରଗଡ଼, ଝାରସୁଗୁଡ଼ା, ପୁରୀ ଏବଂ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବଲାଙ୍ଗୀର, ଦେବଗଡ଼, କେନ୍ଦ୍ରାପଡ଼ା ଓ ରାୟଗଡ଼ାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଜପତି, ମୟୂରଭଞ୍ଜ ଓ ସମ୍ବଲପୁର ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୭୦,୪୯୮ରେ ପହଞ୍ଚିଥିବା ବେଳେ ୮,୨୩,୫୯୯ଜଣ ସୁସ୍ଥ ହୋଇଛନ୍ତି। ୪୩,୩୩୮ ଜଣ ଚିକିିତ୍ସିତ ହେଉଛନ୍ତି। ୩୫୦୮ ଜଣଙ୍କ ମୃତ୍ୟୁ ଘଟିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ଆହୁରି ୩ ଦିନ ବର୍ଷା

ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା...

ବିଧାୟକ ପାଣ୍ଠି ସଂଶୋଧନ କର

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡ)କୁ କୋଭିଡ୍‌ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍‌ଲାଇନରେ ଆବଶ୍ୟକ ସଂଶୋଧନ...

୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ,...

୩ ପରୀକ୍ଷାଫଳ ଆଧାରରେ ମୂଲ୍ୟାୟନ

ଭୁବନେଶ୍ୱର,୧୭ା୬ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରେ ମୂଲ୍ୟାୟନ ପଦ୍ଧତି କ’ଣ ରହିବ ତାହାକୁ ନେଇ ଏବେ...

କୋଭିଡ୍‌ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା।...

ବୃଦ୍ଧଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ

ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ...

କରୋନା ଆକ୍ରାନ୍ତ ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି: ରେମଡେସିଭିର ବ୍ୟବହାର ମନା…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା...

ଟିକା ନେବାର ଘଣ୍ଟାକ ପରେ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): କୋଭିଡ୍‌ ଟିକା ନେବାର ଘଣ୍ଟାକ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତକ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜ୍ୟରେ ଆଜି ୩,୮୦୬ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
Next Post Next post:
ପୃଥିବୀ ପାଇଁ ବୋଝ ଏଭଳି ଲୋକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts