ଗୁଆହାଟୀ,୧୮।୬: କଂଗ୍ରେସରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଯୁବ ନେତା ସବୁ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି। ଏବେ ଆସାମ ବିଧାୟକ ରୂପଜ୍ୟୋତି କୁର୍ମି ଦଳ ଛାଡିବାକୁ ଘୋଷଣା କରିଛନ୍ତି। ଦଳ ଛାଡିବା ପରେ ସେ ଅଭିଯୋଗ କରିଛନ୍ତି ଯେ କଂଗ୍ରେସ ଦଳ ଯୁବ ନେତାଙ୍କ ସ୍ବର ଶୁଣୁନାହିଁ। କଂଗ୍ରେସ ହାଇକମାଣ୍ଡ ଏହାର ଯୁବ ନେତାଙ୍କ କଥା ଶୁଣୁନାହଁାନ୍ତି। ତେଣୁ ଦଳର ସ୍ଥିତି ସବୁ ରାଜ୍ୟରେ ଖରାପ ହେଉଛି। କୁର୍ମି ରାହୁଲ ଗାନ୍ଧୀଙ୍କୁ ମଧ୍ୟ ଟାର୍ଗେଟ କରିଥିଲେ। ସେ କହିଛନ୍ତି ଯେ ରାହୁଲ ଗାନ୍ଧୀ ନେତୃତ୍ୱ ନେବାକୁ ଅସମର୍ଥ, ଯଦି ସେ କଂଗ୍ରେସର ଦାୟିତ୍ୱ ଗ୍ରହଣ କରନ୍ତି ତେବେ ଦଳ ଅଗ୍ରଗତି କରିବ ନାହିଁ। କୁର୍ମି ଦଳ ଛାଡି ଭାଜପାରେ ଯୋଗ ଦେବେ ବୋ ଚର୍ଚ୍ଚା ହେଉଛି।
କେବେ ଦେଖିଛନ୍ତି କି ଏଭଳି ସଡ଼କ ଦୁର୍ଘଟଣା? କାର୍ ହେଲା ଦୁଇଫାଳ; ଫଟୋ ଭାଇରାଲ ପରେ..
ନୂଆଦିଲ୍ଲୀ,୧୫।୬: ଯାନବାହାନ ଚଳାଇବା ଅସାବଧାନତା ଦୁର୍ଘଟଣାର କାରଣ ପାଲଟିଥାଏ। ଏହାର ଅନେକ ଘଟଣା ପ୍ରତ୍ୟେହ ଦେଖିବାକୁ ମିଳୁଥିବା ବେଳେ କିଛିକୁ ଦେଖିଲେ ଭୟ ଲାଗିଥାଏ। ବିଶେଷକରି...
ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...
ବଳଦ ସହ ମିଶି ହଳ ଟାଣୁଛନ୍ତି କୁନି ବାଳକ, କାରଣ ଜାଣିଲେ…
ହାଇଦ୍ରାବାଦ,୧୭ା୬: ମଣିଷ ହଳ ଟାଣୁଥିବାର ବଲିଉଡ୍ର କିଛି ପୁରୁଣା ଫିଲ୍ମରେ ନିଶ୍ଚିତ ଦେଖିଥିବେ। ମାତ୍ର ବାସ୍ତବରେ ମଧ୍ୟ ବଳଦ ନ ଥିଲେ ମଣିଷ ହଳ ଟାଣେ।...
‘ଯଦି ମହଙ୍ଗା ହେଉଛି ଖାଇବା-ପିଇବା, ପେଟ୍ରୋଲ ପକାଇବା ଛାଡିଦିଅନ୍ତୁ’
ରାୟପୁର,୪।୬: ଛତିଶଗଡର ପୂର୍ବତନ ମନ୍ତ୍ରୀ ବ୍ରିଜମୋହନ ଅଗ୍ରୱାଲଙ୍କ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି ଯେ, ଯେଉଁମାନେ ମହଙ୍ଗା ବଢିଯାଇଛି ବୋଲି କହୁଛନ୍ତି,...
ସିଂଘଓ୍ବି ରାମଦେବ ମୁହାଁମୁହିଁ
ନୂଆଦିଲ୍ଲୀ,୨୧।୬: ସାରା ବିଶ୍ୱରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍ ନିୟମକୁ ନଜରରେ ରଖାଯାଇ ଯୋଗ ଦିବସ...
ଭାକ୍ସିନ୍ ନେଲେ ମିଳୁଛି ଫ୍ରିଜ୍ ସହିତ ଅନ୍ୟ ଦାମିକା ଉପହାର…
ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ...
ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଜାନୁଆରୀ ୧୬ରୁ ଭାରତରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨୬କୋଟିରୁ...
ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ
ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ...


