E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…
12:53 pmJune 18, 2021

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ବୋର୍ଡ ଏବଂ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଏବେ ୟୁଜି ଏବଂ ପିଜି ପରୀକ୍ଷା ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି। ଉଭୟର କେବଳ ଫାଇନାଲ ପରୀକ୍ଷା ହେବ। ଜୁଲାଇ କିମ୍ବା ଅଗଷ୍ଟ ସୁଦ୍ଧା ଅନ୍‌ଲାଇନ୍‌ରେ ଏହି ପରୀକ୍ଷା କରାଯିବ ବୋଲି କୁଳପତିମାନଙ୍କ ସହ ବୈଠକରେ ନିଷ୍ପତ୍ତି ହେବା ନେଇ ଶୁକ୍ରବାର ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି।

ୟୁଜି/ପିଜି ଫାଇନାଲ ପରୀକ୍ଷା କେବେ ହେବ ତାହା ସମ୍ପୃକ୍ତ ୟୁନିଭର୍ସିଟି ସ୍ଥିର କରିବେ। ବିଶ୍ୱବିଦ୍ୟାଳୟ ଅଥବା ଅଟୋନୋମସ କଲେଜ ଅନ୍‌ଲାଇନ୍‌ ପରୀକ୍ଷା ତାରିଖ ସ୍ଥିର କରିବେ। ତେବେ ଛାତ୍ରୀଛାତ୍ରମାନେ ଘରେ ରହି ପରୀକ୍ଷା ଦେଇପାରିବେ। ଯାହାର ଘରେ ସୁବିଧା ନ ଥିବ ନିକଟସ୍ଥ ଡିଗ୍ରୀ କଲେଜରେ ଦେଇପାରିବେ ବୋଲି ମନ୍ତ୍ରୀ ମଧ୍ୟ କହିଛନ୍ତି ।

 


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଦୋକାନୀଙ୍କୁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ

ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍‌ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ...

ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ...

ସମ୍ପୂର୍ଣ୍ଣ ଉଠିଲାନି, ଆଂଶିକ କୋହଳ ହେଲା ଲକ୍‌ଡାଉନ୍‌; ଜାଣନ୍ତୁ ହେଲା କି ପରିବର୍ତ୍ତନ..

ଭୁବନେଶ୍ୱର,୧୬।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲକଡାଉନ୍‌ କଟକଣାକୁ ଆଂଶିକ କୋହଳ କରାଯାଇଛି। ଦକ୍ଷିଣ ଓ...

ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ

ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ...

ବିଧାୟକ ପାଣ୍ଠି ସଂଶୋଧନ କର

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡ)କୁ କୋଭିଡ୍‌ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍‌ଲାଇନରେ ଆବଶ୍ୟକ ସଂଶୋଧନ...

ଓଜେଇଇ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ସ୍ଥଗିତ କରାଯାଇଛି। ଏହି ପରୀକ୍ଷା ସମ୍ଭବତଃ ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର...

ବର୍ଷକରେ ୫ଗୁଣା ବଢ଼ିଲା ଲୁହାପଥର ମୂଲ୍ୟ

ଯାଜପୁର ଅଫିସ,୧୧।୬: ଲୁହାପଥର ଅଭାବ ଓ ଅହେତୁକ ମୂଲ୍ୟବୃଦ୍ଧି ଯୋଗୁ ରାଜ୍ୟରେ ଗଢ଼ିଉଠିଥିବା ଇସ୍ପାତ୍‌ କାରଖାନାଗୁଡିକ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ଗତ ବର୍ଷକ...

ସୋମବାରଠୁ ଲାଗି ରହିବ ବର୍ଷା

ଭୁବନେଶ୍ବର,୬।୬: କାଳବୈଶାଖି ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ
Next Post Next post:
ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts