E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବରଗଡ଼

ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା
12:57 pmJune 18, 2021

ବରଗଡ଼ ଅଫିସ,୧୮ା୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଅବ୍ୟବସ୍ଥିତ ହୋଇପଡ଼ିଛି। ମଣ୍ଡିକୁ ଚାଷୀମାନେ ଧାନ ଆଣୁଛନ୍ତି, କିନ୍ତୁ ବିଭିନ୍ନ ଆଳରେ ସେହି ଧାନକୁ ଉଠାଯାଉ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଜିଲାର ଭେଡେନ ବ୍ଲକ ଅନ୍ତର୍ଗତ ସାହ୍ଲେପାଲି ଅଞ୍ଚଳର ଶତାଧିକ ଚାଷୀ ଏଭଳି ଅଭିଯୋଗ କରି ବରଗଡ଼ ଜିଲାପାଳ ଅଫିସ ଆଗରେ ଧାରଣାରେ ବସିଛନ୍ତି। ସେମାନଙ୍କ ପାଖରେ ଟୋକନ ରହିଛି। ସେହିପରି ଧାନ ଉଠାଇବା ପାଇଁ ଟାର୍ଗେଟ ମଧ୍ୟ ଅଛି। କିନ୍ତୁ ମିଲର୍ସମାନେ ଜାଣିଶୁଣି ଆସୁ ନଥିବାରୁ ମଣ୍ଡିର ଖୋଲା ଆକାଶ ତଳେ ପ୍ରାୟ ୧୦ ହଜାର ପକେଟ ଧାନ ବିକ୍ରି ଅପେକ୍ଷାରେ ପଡ଼ିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଝଡ଼ବର୍ଷା ଲାଗି ରହିଥିବାରୁ ସେଠାରେ ପଡ଼ିଥିବା ଧାନ ବର୍ଷାରେ ଭିଜି ନଷ୍ଟ ହେବାର ଆଶଙ୍କା ଦେଖାଦେଇଛି। ଫଳରେ ସମସ୍ତ ଧାନକୁ ଉଠାଇବା ଦାବିରେ ଚାଷୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବରଗଡ଼ View All

ଜିଲାପାଳଙ୍କ ପୋତାଗଡ଼ ପରିଦର୍ଶନ: ସ୍ମାର୍ଟ ପାର୍କ ନିର୍ମାଣ କାର୍ଯ୍ୟକୁ ପ୍ରାଥମିକତା

ଗଞ୍ଜାମ,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ପରିଦର୍ଶନରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ଗୁରୁବାର ଜିଲାପାଳଙ୍କ ସମେତ ଉପଜିଲାପାଳ, ତହସିଲଦାର, ବିଡ଼ିଓ ଓ ଏନ୍‌ଏସି...

କ୍ୟାନ୍‌ସର ରୋଗୀଙ୍କୁ ମିଳୁନି କେମୋଥେରାପି

ବରଗଡ଼ ଅଫିସ୍‌,୨୧।୬: ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ସ୍ଥାନୀୟ କ୍ୟାନ୍‌ସର ରୋଗୀଙ୍କୁ ମିଳୁଥିବା କେମୋଥେରାପି ଚିକିତ୍ସା ଏବେ ବନ୍ଦ ରହିଛି। ଫଳରେ ଜନସାଧାରଣରେ ପୁଣି ଅସନ୍ତୋଷ...

ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ...

ରାତି ପାହିଲେ ବାହାରିବେ ବରଯାତ୍ରୀ

ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ।...

ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ନେଇ ଭାଜପାର ବିରୋଧ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): କେନ୍ଦ୍ର ସରକାର ଦେଶବାସୀଙ୍କୁ ମାଗଣା ଟିକା ଯୋଗାଉଥିବା ବେଳେ ରାଜ୍ୟରେ ବିଜେଡି ନେତୃତ୍ୱଧିନ ସରକାର ହୀନ ରାଜନୀତି କରୁଥିବା ନେଇ ଛତ୍ରପୁର ଭାଜପା ଅଭିଯୋଗ...

ପାନୀୟ ଜଳ ସମସ୍ୟାକୁ ନେଇ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଲେ ଗ୍ରାମବାସୀ

ଗଞ୍ଜାମ,୧୦।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ଧରି ଲାଗି ରହିଛି l ଏନେଇ ଗ୍ରାମବାସୀ ଜନସ୍ବାସ୍ଥ୍ୟ ବିଭାଗକୁ ବାରମ୍ବାର ଅବଗତ କରାଇଥିଲେ...

ଦରବୃଦ୍ଧିକୁ ନେଇ ଦିଗପହଣ୍ଡିରେ ପ୍ରତିବାଦ

ଦିଗପହଣ୍ଡି,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ବୁଧବାର ସିପିଆଇ – ସିପିଆଇ(ଏମ) ଏବଂ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ ସଭା ଅନୁଷ୍ଠିତ...

ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଜେଠୱା

କଟକ ଅଫିସ, ୨୬।୬: ଭିଜିଲାନ୍ସ ନିର୍ଦ୍ଦେଶକଭାବେ ବରିଷ୍ଠ ଆଇପିଏସ୍‌ ଅଫିସର ଯଶୱନ୍ତ ଜେଠୱା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ବିଭାଗର ପୂର୍ବତନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…
Next Post Next post:
ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts