ଲଣ୍ଡନ,୧୮।୬: ୧୯୮୩ରେ ଭାରତୀୟ ଦଳ ପ୍ରଥମଥର ପାଇଁ ବିଶ୍ୱକପ୍ ଜିତି ଇତିହାସ ରଚିଥିଲା। ଏହାପରେ ୨୦୦୭ରେ ଟି-୨୦ ବିଶ୍ୱକପ୍, ୨୦୧୧ରେ ଦ୍ୱିତୀୟଥର ଦିନିକିଆ ବିଶ୍ୱକପ୍ ବିଜେତା ହୋଇଥିଲା। ୨୦୧୩ରେ ଚାମ୍ପିୟନ୍ସ ଟ୍ରଫି ଜିତି ଭାରତ ଆଉ ଏକ ବଡ ଉପଲବ୍ଧି ହାସଲ କରିଥିଲା। ଏହି ୪ ମୂହୂର୍ତ୍ତ ଭାରତୀୟ କ୍ରିକେଟର ସଫଳତାକୁ ବିଶ୍ୱ ଦରବାରରେ ପହଞ୍ଚାଇ ଥାଏ। କିନ୍ତୁ ଏଥର ଇଂଲଣ୍ଡରେ ଭାରତୀୟ ଦଳ ଆୁ ଏକ ବଡ ଇତିହାସ ରଚିବାକୁ ଷେଚଟା କରିବ। ଇଂଲଣ୍ଡରେ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶପ୍ର ପ୍ରଥମ ସଂସ୍କରଣର ଚାମ୍ପିଅନ୍ ହେବାକୁ ଆୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି।
ନ୍ୟୁଜିଲାଣ୍ଡ ବିପକ୍ଷରେ ସାଉଥ୍ହାମ୍ପଟନ୍ରେ ଆଜିଠାରୁ ଆରମ୍ଭ ହେବାକୁ ଥିବା ଡବ୍ଲୁଟିସି ଫାଇନାଲ ପାଇଁ ଭାରତୀୟ ଦଳ ପଡିଆକୁ ଓହ୍ଲାଇବ। ସାରା ବିଶ୍ୱର ନଜର ଏବେ ଏହି ଫାଇନାଲ୍ ଉପରେ ରହିଛି। ଉଭୟ ଦଳ ଫର୍ମରେ ଅଛନ୍ତି। ତେଣୁ ଫାଇନାଲରେ କଡା ମୁକାବିଲା ହେବ। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଏହି ଫାଇନାଲ ଜିତି ଇତିହାସ ରଚିବାକୁ ସବୁପ୍ରକାର ଚେଷ୍ଟା କରିବ।
୨୦୧୪ରେ ପ୍ରଥମ ଥର ପାଇଁ ଟେଷ୍ଟ ଦଳର ଅଧିନାୟକ ହୋଇଥିବା କୋହଲି ୬୦ଟି ମ୍ୟାଚ ମଧ୍ୟରୁ ୩୬ଟି ଜିତିଛନ୍ତି। ଯାହାକି ଏକ ଭାରତୀୟ ରେକର୍ଡ। ୬୦ଟି ମ୍ୟାଚରୁ ୨୭ ଟି ବିଜୟ ସହ ଧୋନୀ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏହି ସମୟ ମଧ୍ୟରେ ଏକ ବିଜୟ କୋହଲିଙ୍କୁ ୱେଷ୍ଟଇଣ୍ଡିଜ କିମ୍ବଦନ୍ତୀ କ୍ଲାଇବ୍ ଲଏଡଙ୍କୁ ସର୍ବାଧିକ ମ୍ୟାଚ ଜିତିଥିବା ଅଧିନାୟକ ତାଲିକାରେ ମଧ୍ୟ ପଛରେ ପକାଇବାର ସମ୍ଭାବନା ରହିଛି।
ରେସଲର ସୁମିତ ଡୋପ୍ ଟେଷ୍ଟରେ ବିଫଳ
ନୂଆଦିଲ୍ଲୀ, ୫ା୬ (ପି.ଟି.): ଟୋକିଓ ଅଲିମ୍ପିକ୍ସ ହେବାକୁ ଆଉ କିଛି ସପ୍ତାହ ବାକି ରହିଥିବାବେଳେ ଏଥିରେ ଭାଗ ନେବାକୁଥିବା ଭାରତୀୟ ରେସ୍ଲର ସୁମିତ୍ ମଲିକ ଡୋପ୍...
ପୃଥ୍ବୀ ଶ’ଙ୍କ ବେଡ୍ରୁ ମିଳିଲା ଏମିତି ଜିନିଷ: ପ୍ରଶଂସକ କଲେ ଟ୍ରୋଲ
ମୁମ୍ବାଇ,୧୮।୬:ଆଇପିଏଲ ୨୦୨୧ ଏବଂ ବିଜୟ ହଜାରେ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ପୃଥ୍ବୀ ଶ’ ଖୁବ ଶୀଘ୍ର ଟିମ ଇଣ୍ଡିଆର ଜର୍ସିରେ ନଜର ଆସିବେ। ଶ୍ରୀଲଙ୍କା...
ଇନ୍ସୁଲିନ୍ ନେଇ ପଡିଆକୁ ଓହ୍ଲାଉଥିଲେ ଏହି ଆକ୍ରମକ ବୋଲର୍: କ୍ରିକେଟ୍ରେ ହାସଲ କରିଥିଲେ ଅନେକ ରେକର୍ଡ
ପାକିସ୍ତାନର ପୂର୍ବତନ ଅଧିନାୟକ ୱାସିମ ଆକ୍ରାମ ଦୁନିଆର ଶ୍ରେଷ୍ଠ ବାମହାତୀ ପେସର ଭାବରେ ଜଣାଶୁଣା। ଆକ୍ରାମ ଜୁନ ୩, ୧୯୬୬ରେ ପାକିସ୍ତାନର ଲାହୋରରେ ଜନ୍ମଗ୍ରହଣ କରିଥିଲେ।...
ପୂଜାରାଙ୍କ ସମାଲୋଚନାକୁ ନେଇ ରାଗିଗଲେ ଏହି ମହାନ ବ୍ୟାଟ୍ସମ୍ୟାନ୍; ପଢ଼ାଇଲେ ଅସଲ କ୍ରିକେଟ ପାଠ…
ନୂଆଦିଲ୍ଲୀ,୧୫।୬: କ୍ରିକେଟ ଇତିହାସର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ସଚିନ ତେନ୍ଦୁଲକର ଚେତେଶ୍ୱର ପୂଜାରାଙ୍କ ବ୍ୟାଟିଂଶୈଳୀର ପ୍ରଶଂସା କରିଛନ୍ତି। ଅଷ୍ଟ୍ରେଲିଆରେ ଉଲ୍ଲେଖନୀୟ ଉଦ୍ୟମ ସତ୍ତ୍ୱେ ପୂଜାରା ସ୍କୋରବୋର୍ଡକୁ...
ଆଣ୍ଠୁମାଡି ସ୍ତ୍ରୀଙ୍କ ଫଟୋ ଉଠାଇଲେ କୋହଲି: ମହିଳା କ୍ରିକେଟର୍ କଲେ ଖୁଲାସା
ଭାରତୀୟ ମହିଳା ଏବଂ ପୁରୁଷ ଦଳ କେବଳ ଜୁନ ୩ରେ ଇଂଲଣ୍ଡରେ ପହଞ୍ଚିଛନ୍ତି। ଉଭୟ ଦଳ ଏବେ ସାଉଥମ୍ପଟନରେ କ୍ୱାରାଣ୍ଟାଇନ୍ରେ ଅଛନ୍ତି। ମହିଳା ଦଳ ଜୁନ୍...
ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମୁକାବିଲା: ବର୍ଷା ଯୋଗୁ ହେବ ନାହିଁ ପ୍ରଥମ ଅଧିବେଶନର ଖେଳ
ସାଉଥାମ୍ପଟନ,୧୮।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ବହୁ ପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମ୍ୟାଚ୍ର ପ୍ରଥମ ଅଧିବେଶନରେ କୌଣସି ଖେଳ ହେବନାହିଁ।...
ରିତିକାଙ୍କ ସହ ପ୍ରଥମ ସାକ୍ଷାତବେଳେ ରୋହିତ ଶର୍ମାଙ୍କୁ ମିଳିଥିଲା ଚେତାବନୀ: ଜାଣନ୍ତୁ କିଏ ଦେଇଥିଲେ
ଭାରତୀୟ ଓପନର୍ ରୋହିତ ଶର୍ମା ଏବଂ ତାଙ୍କ ସ୍ତ୍ରୀ ରିତିକା ସଜଦେହ ଷ୍ଟାର୍ ଦମ୍ପତି ଭାବରେ ଜଣାଶୁଣା। ଯେତେବେଳେ ବି ରୋହିତ ପଡ଼ିଆରେ ଥାଆନ୍ତି, ସେତେବେଳେ...
ଟୋକିଓ ଅଲିମ୍ପିକ୍ସ: ମନପ୍ରୀତ ଅଧିନାୟକ, ହରମନପ୍ରୀତଙ୍କୁ ମଧ୍ୟ ଉପଅଧିନାୟକ ଦାୟିତ୍ୱ: ବୀରେନ୍ଦ୍ର ଉପଅଧିନାୟକ
ନୂଆଦିଲ୍ଲୀ, ୨୩।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସ ପାଇଁ ମନପ୍ରୀତ ସିଂଙ୍କୁ ଭାରତୀୟ ଦଳର ଅଧିନାୟକ ମନୋନୀତ କରାଯାଇଛି। ଉପଅଧିନାୟକ ପାଇଁ ୨ ଜଣଙ୍କ ନାମ ଘୋଷଣା କରାଯାଇଛି।...


