ମୁମ୍ବାଇ: ସୋସିଆଲ ମିଡିଆରେ ହରିୟାଣା ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ସପ୍ନା ଚୌଧୁରୀ ଖୁବ୍ ଆକ୍ଟିଭ। ସେ ନିଜର ହଟ୍ ଲୁକ୍ ଏବଂ ସୌନ୍ଦର୍ଯ୍ୟ ପାଇଁ ଅଧିକାଂଶ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ଏବେ ଆଉ କିଛି ନୂଆ ଲୁକ୍ରେ ଫଟୋ ପୋଜ୍ ଦେଇଛନ୍ତି ଏହି ସୁନ୍ଦରୀ ଅଭିନେତ୍ରୀ। ଫଟୋରେ ସେ ଏକ ବ୍ଲୁ ରଙ୍ଗର ଶାଢ଼ି ପିନ୍ଧିଛନ୍ତି। ଏହି ଶାଢ଼ିରେ ସେ ଖୁବ୍ ଆକର୍ଷଣୀୟା ଦିଶୁଛନ୍ତି। କେତେକ ଫଟୋ ଦୁଆର ମୁହଁରେ ଠିଆ ହୋଇ ଉଠାଇଥିବା ବେଳେ ଆଉ କେତେକ କାନ୍ଥକୁ ଆଉଜି ପୋଜ୍ ଦେଇଛନ୍ତି। ସପ୍ନାଙ୍କ ଏହି ଫଟୋଗୁଡ଼ିକୁ ପ୍ରଶଂସକମାନେ ବେଶ୍ ପସନ୍ଦ କରିଛନ୍ତି।
ସର୍ବସମ୍ମୁଖରେ କଟ୍ରିନାଙ୍କୁ ଲୋକହସା କରାଇଦେଇଥିଲେ ସଲମାନ୍: କହିଥିଲେ ‘କଟ୍ରିନା କପୁର, ଷ୍ଟେଜ୍କୁ ଆସ’; ପୁରା ଘଟଣା କିଛି…
ବମ୍ବେ: ଏକଦା କଟ୍ରିନା କୈଫ-ସଲମାନ ଖାନଙ୍କୁ ବଲିଉଡର ଲୋକପ୍ରିୟ ଯୋଡ଼ି ମଧ୍ୟରେ ଗଣାଯାଉଥିଲା। ‘ମୈନେ ପ୍ୟାର କ୍ୟୁ କିୟା’ରେ ସଲମାନଙ୍କ ସହ ଅଭିନୟ କରିବା ପରେ...
ଜନ୍ମଦିନରେ ସ୍ବାମୀଙ୍କଠାରୁ ଏମିତି ଖାସ୍ ପ୍ରତିଶ୍ରୁତି ପାଇଲେ ନେହା କକ୍କର
ବଲିଉଡ୍ ଗାୟିକା ନେହା କକ୍କର ଆଜି ନିଜର ୩୩ତମ ଜନ୍ମଦିନ ପାଳନ କରୁଛନ୍ତି। ବିବାହ ପରେ ଏହା ତାଙ୍କର ପ୍ରଥମ ଜନ୍ମଦିନ। ସ୍ବାମୀ ରୋହନପ୍ରୀତ ସିଂଙ୍କ...
ସ୍ତ୍ରୀଙ୍କୁ ମାରପିଟ୍ କରି ଗିରଫ ହେଲେ ଏହି ଅଭିନେତା
ଅନେକ ଦିନ ଧରି ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ରାୱଲଙ୍କ ମଧ୍ୟରେ ମତଭେଦ ଥିବା ଖବର ଆସିଥିଲା। ଏବେ...
ଏହି ଫିଲ୍ମର ଶେଟ୍ରେ ପ୍ରଥମ ଥର ପାଇଁ ନିଶାଙ୍କୁ ଭେଟିଥିଲେ କରନ୍; ଗଣମାଧ୍ୟମ ସମ୍ମୁଖରେ କରିଥିଲେ ପ୍ରପୋଜ୍; ଏବେ…
ବମ୍ବେ: ସବୁକିଛି ତ ଠିକ୍ ଥିଲା। ହେଲେ ଏପରି କ’ଣ ହେଲା ଯେ କଥା ଥାନାରେ ପହଞ୍ଚିଲା। ସୋମବାର ଟେଲି ଅଭିନେତା କରନ୍ ମେହେରା ଗିରଫ...
ପ୍ରଥମଥର ଏପରି କରିବାକୁ ଯାଉଛନ୍ତି ସଲମାନ ଖାନ୍
ବଲିଉଡ୍ର ଦବଙ୍ଗ ଷ୍ଟାର୍ ସଲମାନ ଖାନ ତାଙ୍କର ୩୨ ବର୍ଷର କ୍ୟାରିୟରରେ ପ୍ରଥମ ଥର ପାଇଁ ଏମିତି ଏକ ଫିଲ୍ମ କରିବାକୁ ଯାଉଛନ୍ତି, ଯାହା ସେ...
ପିଲାଦିନର ବନ୍ଧୁଙ୍କ ହାତ ଧରିବା ପରେ ସଲମାନଙ୍କ ଏହି ନାୟିକା ପାଲଟିଥିଲେ ଗୃହିଣୀ, କହିଥିଲେ ‘ପରିବାର ଆଗ’
ବମ୍ବେ: ବଲିଉଡ୍ର ଦବଙ୍ଗ ଖାନ୍ ସଲମାନଙ୍କ ବିପକ୍ଷରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ ଭାଗ୍ୟଶ୍ରୀ। ଦର୍ଶକେ ଚଳଚ୍ଚିତ୍ର ‘ମୈନେ ପ୍ୟାର କିୟା’ରେ ଉଭୟଙ୍କ ଯୋଡ଼ିକୁ ବେଶ୍ ପସନ୍ଦ...
ଅଭିନୟ ପାଇଁ କମାଇଥିଲେ ଓଜନ…
ମୁମ୍ବାଇ,୯।୬: ବଲିଉଡ ନାୟିକା ସୋନମ କପୁରଙ୍କୁ ବୁଧବାର ୩୬ ବର୍ଷ ପୂରଣ ହୋଇଛି। ୧୯୮୫ ଜୁନ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ।...
ସଞ୍ଜୟ ସବୁବେଳେ ନିଜ ରୁମ୍ରେ ରହୁଥିବାରୁ, ନର୍ଗିସ କହିଥିଲେ ଏଭଳି
ମୁମ୍ବାଇ: ହିନ୍ଦି ସିନେମା ଚଳଚ୍ଚିତ୍ର ଜଗତରେ ଅଭିନେତ୍ରୀ ନର୍ଗିସ ଦତ୍ତ ହେଉଛନ୍ତି ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ। ଖୁବ୍ କମ୍ ବୟସରେ ସେ ଶିଶୁ କଳାକାର...


