E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ରାସ୍ତା ନିର୍ମାଣ ନ ହେଲେ ଭୋଟ, ସରକାରୀ ସହାୟତା ବର୍ଜନ
1:25 pmJune 18, 2021

ଛତ୍ରପୁର,୧୮।୬(ଡି.ଏନ୍‌.ଏ.): ରାସ୍ତା ନିର୍ମାଣ ନ ହେଲେ ଭୋଟ ସହ ସରକାରୀ ସହାୟତାକୁ ବର୍ଜନ କରିବେ ଗ୍ରାମବାସୀ। ଏଭଳି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଠୁରୁବୁରାଇ ପଞ୍ଚାୟତ କଣଭାଗ ଗାଁର ଲୋକେ। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଗାଁକୁ ସ୍ଥାୟୀ ରାସ୍ତା ନ ଥିବାରୁ ଯିବା ଆସିବାରେ ସମସ୍ୟା ହେଉଛି। ତେବେ ବର୍ତ୍ତମାନ ମାରୁଡି ଜଗନ୍ନାଥପୁରରୁ କଣଭାଗ ଗାଁ ଦେଇ ପିଡବ୍ଲ୍ୟୁଡି ରାସ୍ତାରେ ମିଶିବା ଯୋଜନା ରହିଛି। ଏଥିଲାଗି ସ୍ଥାୟୀ ରାସ୍ତା ନିର୍ମାଣ କରିବା ନେଇ ଗ୍ରାମବାସୀ ଅନୁରୋଧ କରିଛନ୍ତି । ଅନୁରୋଧ ସତ୍ତ୍ୱେ ଯଦି ସ୍ଥାୟୀ ରାସ୍ତା ନିର୍ମାଣ କରା ନ ଯାଏ ସମସ୍ତ ସରକାରୀ ତଥା ଉନ୍ନୟନମୂଳକ ଯୋଜନାକୁ ଅସହଯୋଗ କରିବା ସହ ଭୋଟ, ଭତ୍ତା ଓ ରାଶନ ଗ୍ରହଣ ଆଦି ବର୍ଜନ କରିବାକୁ ସେ ଚେତାବନୀ ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ଲୁଗା ଗୋଦାମ ଖୋଲି କେବଳ କ୍ଷତି ସହିଲେନି ବ୍ୟବସାୟୀ, ଗ୍ରାହକଙ୍କୁ ଗଣିବାକୁ ପଡ଼ିଲା ତଣ୍ଡ

ଯାଜପୁର ଅଫିସ,୨।୬: ଲକ୍‌ଡାଉନ୍‌ରେ ଲୁଗା ଗୋଦାମ ଖୋଲିବା ପଡ଼ିଲା ମହଙ୍ଗା। ପରେ ଗୋଦାମ ସିଲ ହେବା ସହିତ ଲୁଗା କିଣିବାକୁ ଭିଡ଼ ଲଗାଇଥିବା ଗ୍ରାହକଙ୍କୁ ତଣ୍ଡଗଣିବାକୁ...

ଗଜ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ...

ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ସୋରୁମରୁ ୨ ବାଇକ ଚୋରି: ୨ ଗିରଫ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): ଗଞ୍ଜମ ଜିଲା ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଗାଡ଼ି ଶୋରୁମରୁ ଏପ୍ରିଲ ୨ ତାରିଖ ମଧ୍ୟରାତ୍ରରେ ଚୋରି ହୋଇଥିଲା।...

କିସ୍ତି ଶୁଝିବା ଚିନ୍ତାରେ ଋଣଗ୍ରହୀତା

ପୁରୀ ଅଫିସ,୧ା୬: କିସ୍ତି ଟଙ୍କା ଦେବା ପାଇଁ ଋଣ ଗ୍ରହୀତାମାନେ ଚାପରେ ପଡ଼ି ନୟାନ୍ତ ହେଲେଣି। ଋଣ ଆଦାୟ ପାଇଁ କ୍ଷୁଦ୍ର ଅର୍ଥଲଗାଣକାରୀ ସଂସ୍ଥା ଓ...

ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି...

ଗ୍ରାହକ ସାଜି ନେଇଗଲେ ସୁନା ହାର

ସୋର,୨୫।୬: ବାଲେଶ୍ୱର ଜିଲା ସୋର ଥାନା ବଡ଼ଖୁରି ଛକରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଅଳଙ୍କାର ଲୁଟ ହୋଇଛି । ଗ୍ରାହକ ବେଶରେ ଆସି...

ଟିକାକରଣରେ ଅବ୍ୟବସ୍ଥା ନେଇ ଅସନ୍ତୋଷ

ଯାଜପୁର ଅଫିସ,୧୧।୬: ଯାଜପୁର ଜିଲାର କେତେକ କରୋନା ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା ଦେଖା ଦେଇଛି। ଏହାବାଦ୍‌ ଜିଲାରେ ୧୮ରୁ ୪୫ ବର୍ଷ ପର୍ଯ୍ୟନ୍ତ ଟିକାକରଣ କାର୍ଯ୍ୟକ୍ରମ...

ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ

କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି।  ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦର୍ଶକଙ୍କ ମନ ଜିଣୁଛି ଏହି ଅଭିନେତ୍ରୀଙ୍କ ଶାଢ଼ି ଲୁକ୍‌
Next Post Next post:
ଘର ବାହାରେ ତାଲା ଝୁଲୁଥିଲା ବୋଲି ଚିମିନି ବାଟଦେଇ ପଶୁଥିଲେ ଯୁବତୀ; ପାଇପ୍‌ରେ ଏମିତି ଫସିଲେ ଯେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts