E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଘର ବାହାରେ ତାଲା ଝୁଲୁଥିଲା ବୋଲି ଚିମିନି ବାଟଦେଇ ପଶୁଥିଲେ ଯୁବତୀ; ପାଇପ୍‌ରେ ଏମିତି ଫସିଲେ ଯେ…
1:34 pmJune 18, 2021

ନୂଆଦିଲ୍ଲୀ: ଅନେକ ଥର ଲୋକମାନେ ନିଜ ଘର କିମ୍ବା କାର୍‌ର ଚାବି ଏଣେତେଣେ ରଖି ଭୁଲିଯିବା ଯୋଗୁ ସେମାନଙ୍କୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏଭଳି ପରିସ୍ଥିତିରେ କିଛି ଲୋକ ଘରର ତାଲା ଭାଙ୍ଗିଥାନ୍ତି ନହେଲେ ନକଲି ଚାବି ତିଆରି କରିଥିବା ଲୋକଙ୍କୁ ଡାକିଥାନ୍ତି। ହେଲେ ଆଜି ଆମେ ଆପଣଙ୍କୁ ଏଭଳି ଏକ ଘଟଣା ବିଷୟରେ କହିବାକୁ ଯାଉଛୁ, ଯାହାକୁ ଜାଣିିବା ପରେ ଆପଣ ବିଶ୍ୱାସ ନ କରିପାରନ୍ତି। କେହି ଏଭଳି କେମିତି କରିପାରିବେ ବୋଲି ଆପଣ କହି ମଧ୍ୟ ପାରନ୍ତି।
ଘଟଣାଟି ଆମେରିକାର ନେଭାଡା ରାଜ୍ୟର। ଏଠାରେ ଜଣେ ଯୁବତୀଙ୍କ ଘରକୁ ଫେରିବା ପରେ ବାହାରୁ ତାଲା ପଡ଼ିଥିବା ଦେଖିଥିଲେ। ଚାବି ନ ଥିବାରୁ ଘରେ କିଭଳି ପଶିବେ ଚିନ୍ତା କରିଥିଲେ। ଅନ୍ୟ କୌଣସି ଉପାୟ ମୁଣ୍ଡକୁ ନ ଆସିବାରୁ ସେ ଚିମିନି ପଟ ଦେଇ ଘରକୁ ପଶିବାକୁ ସ୍ଥିର କରିଥିଲେ। ଏଥିଯୋଗୁ ତାଙ୍କ ଜୀବନ ବିପଦରେ ପଡ଼ିି ଯାଇଥିଲା। ଅଗ୍ନିଶମ ବାହିନୀ ଡାକିବା ପର୍ଯ୍ୟନ୍ତ କଥା ଯାଇଥିଲା। ଅଗ୍ନିଶମ କର୍ମଚାରୀମାନେ ପହଞ୍ଚି ଚିମିନି ଭିତରେ ଫସି ରହିଥିବା ଯୁବତୀଙ୍କୁ ଟାଣିକରି ଉଦ୍ଧାର କରିଥିଲେ।

କୁହାଯାଉଛି, ଯେତେବେଳେ ଯୁବତୀଜଣଙ୍କ ଚିମିନି ଦେଇ ଘର ଭିତରକୁ ପଶୁଥିଲେ, ସେତେବେଳେ ସେ ମଝି ପାଇପ୍‌ରେ ଫସି ଯାଇଥିଲେ। ପରେ ସେ ସାହାଯ୍ୟ ପାଇଁ ଚିତ୍କାର କରିଥିଲେ। ଏନେଇ ଅଗ୍ନିଶମ ବିଭାଗକୁ ସୂଚନା ଦିଆଯାଇଥିଲା। ଅଗ୍ନିଶମ କର୍ମଚାରୀମାନେ ସେଠାରେ ପହଞ୍ଚି ଯୁବତୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବାରେ ସଫଳ ହୋଇଥିଲେ। ସୌଭାଗ୍ୟବଶତଃ ଯୁବତୀ ଗୁରୁତର ଆହତ ହୋଇ ନ ଥିଲେ।

ହେଣ୍ଡରସନ ଅଗ୍ନିଶମ ବିଭାଗ ନିଜ ଫେସବୁକ ପୃଷ୍ଠାରେ ଘଟଣା ନେଇ ସୂଚନା ଦେଇଛିି। ୧୮ ବର୍ଷୀୟ ଯୁବତୀଙ୍କୁ ହୋରିଜନ୍‌ ଏବଂ କଲେଜ୍‌ ଡ୍ରାଇଭ ନିକଟ ଏକ ଅଟ୍ଟାଳିକାର ଚିମିନି ମଧ୍ୟରୁ ରଶି ସାହାଯ୍ୟରେ ଉଦ୍ଧାର କରାଯାଇଛି। ଘର ବାହାରେ ତାଲା ଝୁଲି ଥିବାରୁ ସେ ଚିମିନି ଦେଇ ଘରେ ଭିତରକୁ ଯିବାକୁ ଚେଷ୍ଟା କରିଥିଲେ। ହେଲେ ପାଇପ୍‌ରେ ଫସି ଯାଇଥିଲେ। ତାଲିମପ୍ରାପ୍ତ ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ତାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…

ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ।...

ରୋଜଗାର ଟଙ୍କାରେ ବଳଦ କିଣା ହୋଇଥିଲା: ବିଷ୍ଣୁ ଚରଣ ସାହୁ

ଯାଜପୁର ଜିଲା ଭୂଇଁପୁର ପୋଷ୍ଟ ଅନ୍ତର୍ଗତ କଲ୍ୟାଣପୁର ଗାଁରେ ମୋ ଜନ୍ମ। ସ୍ଥାନୀୟ ବରଦାୟୀ ହାଇସ୍କୁଲରେ ପଢ଼ୁଥିବାବେଳେ ସପ୍ତମ ଶ୍ରେଣୀରେ ନ୍ୟାଶନାଲ୍‌ ସ୍କଲାରଶିପ୍‌ ବାବଦେ ୪୮୦...

ସୁନାର ହୋଟେଲ

ଭିଏତ୍‌ନାମ, ହାନୋଇରେ ଏମିତି ଏକ ହୋଟେଲ ଆରମ୍ଭ ହୋଇଛି; ଯାହାକୁ ଦେଖିଲେ ଆଖି ଝଲସିଯିବ। ତା’ର ଚମକ କିମିଆଁ କରିବ। କାରଣ ଏହି ହୋଟେଲଟି ସମ୍ପୂର୍ଣ୍ଣଭାବେ...

ବିବାଦରେ ଭାଇରସ୍‌

ସାରା ବିଶ୍ବରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ୍‌ର ଜନ୍ମ ଯେପରି ରହସ୍ୟମୟ, ସେତିକି ବିସ୍ମୟକର । ପୁଣି ତାକୁ ନେଇ ଏବେ ଅସଂଖ୍ୟ ପ୍ରଶ୍ନବାଚୀ…...

ଚାଇନାର ହାତୀପଲ ସୋସିଆଲ ମିଡ଼ିଆରେ ଭାଇରାଲ: ୨୦ କୋଟିରୁ ଅଧିକ ଥର ଦେଖାଗଲାଣି…

ବେଜିଂ,୯।୬: ଏବେ ସୋସିଆଲ ମିଡ଼ିଆରେ ଚାଇନାର ଏକ ହାତୀପଲ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲଗେିଛି। ୧୫ ଜଣିଆ ହାତୀପଲ ଦୀର୍ଘ ଏକବର୍ଷ ଧରି ନିଜ...

ଆଜି ଓ୍ବାଲର୍‌ଡ ମ୍ୟୁଜିକ୍‌ ଡେ’: ସଙ୍ଗୀତ ବିହୀନ ସୃଷ୍ଟି ନିରର୍ଥକ

ପ୍ରତି ବର୍ଷ ଜୁନ୍‌ ୨୧ରେ ସାରା ବିଶ୍ୱରେ ପାଳନ କରାଯାଏ ‘ଓ୍ବାଲର୍‌ଡ ମ୍ୟୁଜିକ୍‌ ଡେ’। ସଙ୍ଗୀତ ଭଳି ଉପହାର ଭେଟି ଦେଉଥିବାରୁ ସଙ୍ଗୀତଜ୍ଞ, ଗାୟକଙ୍କ ସମ୍ମାନରେ...

ମାଲିକଙ୍କୁ ଏମିତି ଅନ୍ତିମ ଶ୍ରଦ୍ଧାଞ୍ଜଳି ଜଣାଇଲା ହାତୀ, ଦେଖିଲେ ଆଖିରେ ରହିବନି ଲୁହ

ହାତୀ ଏବଂ ମଣିଷ ମଧ୍ୟରେ ବନ୍ଧୁତା ଫିଲ୍ମ ‘ହାଥୀ ମେରା ସାଥୀ’ରେ ନିଶ୍ଚିତ ଦେଖିଥିବେ। ଫିଲ୍ମରେ ହାତୀ ମରିବା ପରେ ଅଭିନେତା ହାତୀକୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ।...

ତଳକୁ ମୁହଁ କରି ଖାଉଥିଲା କୁକୁର: ପଛରୁ ଖୁମ୍ପିଲା କାଉ; ଆଉ ତା’ ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାସ୍ତା ନିର୍ମାଣ ନ ହେଲେ ଭୋଟ, ସରକାରୀ ସହାୟତା ବର୍ଜନ
Next Post Next post:
‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’କୁ ପୂରିଲା ୨୨ବର୍ଷ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts