E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଟୋକିଓ ଅଲିମ୍ପିକ୍ସ: ୨ ଓଡ଼ିଆଙ୍କୁ ଟିକେଟ
3:37 pmJune 18, 2021

ନୂଆଦିଲ୍ଲୀ,୧୮।୬: ଟୋକିଓ ଅଲମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଟିମ୍‌ର ୧୬ଜଣିଆ ସ୍କ୍ବାଡ୍‌ ଘୋଷଣା କରାଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ୨ ଓଡ଼ିଆ। ସେମାନେ ହେଲେ ବୀରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହିଦାସ।

ଚଳିତ ଥର ଭାରତ ପାଇଁ ଅଲିମ୍ପିକ୍ସରେ ୧୦ ଖେଳାଳି ନିଜର ଡେବ୍ୟୁ କରିବେ। ବାକି ୬ ଖେଳାଳିଙ୍କ ମଧ୍ୟରେ ଗୋଲ କିପର ପିଆର ଶ୍ରୀଜେଶ, ଅଧିନାୟକ ମନପ୍ରୀତ ସିଂହ, ହରମନପ୍ରୀତ ସିଂହ, ରୁପିନ୍ଦରପାଲ ସିଂହ, ସୁରେନ୍ଦ୍ର କୁମାର ଓ ମଦଦୀପ ସିଂହ ପ୍ରମୁଖ ଅଭିଜ୍ଞ ଖେଳାଳି ଅଛନ୍ତି।

୨୦୧୬ରେ ଆଣ୍ଠୁ ଜନିତ ସମସ୍ୟା ଯୋଗୁ ବୀରେନ୍ଦ୍ର ଅଲିମ୍ପିକ୍ସ ଖେଳିପାରି ନ ଥିଲେ। ଏଥର ସେ ଡିଫେଣ୍ଡର ଭାବେ ଦଳକୁ କମ୍‌ବ୍ୟାକ୍‌ କରିଛନ୍ତି। ତାଙ୍କ ବ୍ୟତିତ ଅମିତ, ହାର୍ଦ୍ଦିକ ସିଂହ, ବିବେକ ସାଗର, ନୀଳକଣ୍ଠ ଶର୍ମା, ସୁମିତ,ଶଶମେର ସିଂହ, ଦୀଲପ୍ରୀତ ସିଂହ, ଗୁରଜନ୍ତ ସିଂହ ଓ ଲଳିତ କୁମାର ଉପାଧ୍ୟାୟ ନିଜ ନିଜର ପ୍ରଥମ ଅଲିମ୍ପିକ୍ସ ଖେଳିବେ।

Experience in the team + 🔟 Olympic debutants

The Men in Blue for #Tokyo2020 are revealed.

Read more 👉 https://t.co/TqfdxlNXGy#IndiaKaGame #HaiTayyar #StrongerTogether #HockeyInvites #WeAreTeamIndia #Hockey pic.twitter.com/U20Q2NOC2z

— Hockey India (@TheHockeyIndia) June 18, 2021


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଶତକ ନ ମାରି ବି କ୍ରିକେଟରେ ସର୍ବାଧିକ ରନ୍‌ କରିଛନ୍ତି ଏହି ଖେଳାଳି: ଆଜି ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୬।୬: କ୍ରିକେଟ ଇତିହାସରେ ଅନେକ ଖେଳାଳି ଏଭଳି ଅଛନ୍ତି ଯିଏ ନିଜର ଅଜବ ରେକର୍ଡକୁ ନେଇ ଆଜିବି ପରିଚିତ। ସେଭଳି ଜଣେ ହେଲେ ଅଷ୍ଟ୍ରେଲିଆର ଅଭିଜ୍ଞ...

ନ୍ୟୁଜିଲାଣ୍ଡ ଅଧିନାୟକଙ୍କୁ ଆଉଟ୍‌ କରିବା ପାଇଁ ସୋନୁ ସୁଦ୍‌ଙ୍କୁ ସାହାଯ୍ୟ ମାଗିଲେ ପ୍ରଶଂସକ: ଜବାବ ମିଳିଲା ଏମିତି

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ଶିପ୍‌ର ଫଶଇନାଲ୍‌ ଖେଳାଯାଉଛି। ଡବ୍ଲୁଟିଏସି ଫାଇନାଲ୍‌ ପଞ୍ଚମ ଦିନରେ ଦ୍ରୁତ ବୋଲରମାନେ ଟିମ ଇଣ୍ଡିଆକୁ ମ୍ୟାଚକୁ...

ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବ ବିରାଟବାହିନୀ

ନୂଆଦିଲ୍ଲୀ,୪।୬: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଆଗାମୀ ଟେଷ୍ଟ ସିରିଜରେ ବିରାଟ କୋହଲି ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିବ। ଦଳ ଏହି ସିରିଜକୁ...

ପ୍ରତି ଘଣ୍ଟାକୁ ଏତିକି ଟଙ୍କା କମାନ୍ତି ଭାରତୀୟ କ୍ରିକେଟର୍‌: ଦ୍ୱିଶତକ ମାରିଲେ ମାଲାମାଲ୍‌

ଭାରତୀୟ କ୍ରିକେଟ୍‌ କଣ୍ଟ୍ରେଲ୍‌ ବୋର୍ଡ(ବିସିସିଆଇ)କୁ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ୍‌ ବୋର୍ଡ କୁହାଯାଏ। ବିସିସିଆଇ ଖେଳାଳିମାନଙ୍କୁ କୋଟି କୋଟି ଟଙ୍କା ବେତନ ଆକାରରେ ଦେଇଥାଏ। ପ୍ରତ୍ୟେକ...

ପୁଅର ଭିଜା ପାଇଁ କ୍ରୀଡ଼ା ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସାନିଆ

ନୂଆଦିଲ୍ଲୀ,୩।୬: ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ସାନିଆ ମିର୍ଜା ୟୁକେରେ କେତେକ ଟୁର୍ନାମେଣ୍ଟ ଖେଳିବେ। ଏଥି ଲାଗି ସେ ପୁଅ ଓ ଭଉଣୀଙ୍କ ପାଇଁ ଭିଜା ଆବେଦନ...

ଆଧୁନିକ କ୍ରିକେଟରେ କେଉଁ ଖେଳାଳିଙ୍କ ଭଳି ବ୍ୟାଟିଂ କରିବାକୁ ଚାହାନ୍ତି ପ୍ରଶ୍ନରେ ଏଭଳି କହିଲେ ଗାଭାସ୍କର; ଚକିତ କଲା ନାମ…

ନୂଆଦିଲ୍ଲୀ,୩।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ସୁନିଲ ଗାଭାସ୍କର ଟି୨୦ କ୍ରିକେଟର ବଡ଼ ପ୍ରଶଂସକ ବୋଲି ସ୍ବୀକାର କରିଛନ୍ତି। ତାଙ୍କ ସମୟର ଅନେକ ଖେଳାଳି...

କ୍ରିକେଟ୍‌ ଇତିହାସରେ ଆଜି ଏକ ଖାସ୍‌ ଦିନ: ୧୮ ବର୍ଷ ପୂର୍ବେ ଘଟିଥିଲା ଏମିତି..

କ୍ରିକେଟ ଇତିହାସରେ ଆଜି ଏକ ଖାସ୍‌ ଦିନ। ୧୮ ବର୍ଷ ପୂର୍ବେ ୧୩ ଜୁନ, ୨୦୦୩ ରେ କ୍ରିକେଟର ତୃତୀୟ ଫର୍ମାଟ ଅର୍ଥାତ୍‌ ଟି-୨୦ କ୍ରିକେଟ...

ଏଏଫ୍‌ସି ଏସିଆନ କପ୍‌: କ୍ୱାଲିଫାୟର୍ସ ତୃତୀୟ ରାଉଣ୍ଡରେ ଭାରତ

ଦୋହା,୧୬।୬: ସୁନୀଲ ଛେତ୍ରୀଙ୍କ ନେତୃତ୍ୱାଧୀନ ଭାରତୀୟ ଫୁଟ୍‌ବଲ ଦଳ ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ (ଏଏଫ୍‌ସି) ଏସିଆନ କପ୍‌ କ୍ୱାଲିଫାୟର୍ସର ତୃତୀୟ ରାଉଣ୍ଡରେ ପ୍ରବେଶ କରିଛି। ସ୍ଥାନୀୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମୁକାବିଲା: ବର୍ଷା ଯୋଗୁ ହେବ ନାହିଁ ପ୍ରଥମ ଅଧିବେଶନର ଖେଳ
Next Post Next post:
କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts