ଭୁବନେଶ୍ୱର,୧୮।୬: ଓଡ଼ିଶା ହକିର ପରିଚାଳନା ପାଇଁ ହକି ଇଣ୍ଡିଆ ଶୁକ୍ରବାର ଏକ ଆଡ୍ହକ୍ କମିଟି ଗଠନ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ତଥା ପଦ୍ମଶ୍ରୀ ଦିଲୀପ ତିର୍କୀଙ୍କୁ ଏହାର ଚେୟାରମ୍ୟାନ ପଦରେ ନିଯୁକ୍ତ କରାଯାଇଛି। ତାଙ୍କ ନେତୃତ୍ୱରେ ଗଠିତ ଆଡ୍ହକ୍ କମିଟିରେ ଭୋଳାନାଥ ସିଂ, କ୍ରୀଡ଼ା ବିଭାଗ ଉପସଚିବ ଶୈଳେନ୍ଦ୍ର ଜେନା, ରାଜେନ୍ଦ୍ର ପାଣି, ଆରକେ ଶ୍ରୀବାସ୍ତକ ଓ ଅଧିପ ଦାସ ସ୍ଥାନ ପାଇଛନ୍ତି।
୩୫୦ ବଲ୍ ଖେଳି ସବୁଠୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଆଜିଯାଏ ଭାଙ୍ଗିନି ରେକର୍ଡ
ନୂଆଦିଲ୍ଲୀ,୨୩।୬: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ହେଉଛି ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ।...
ପିଏସଏଲରେ ମୁହାଁମୁହିଁ ହେଲେ ଦୁଇ ପାକିସ୍ତାନ ଖେଳାଳି
ଆବୁଧାବି,୧୬।୬: ଚଳିତ ପାକିସ୍ତାନ ସୁପର ଲିଗ୍ (ପିଏସ୍ଏଲ୍)ରେ ମଙ୍ଗଳବାର କୁଏଟା ଗ୍ଲାଡିଏଟର୍ସ ଓ ଲାହୋର କ୍ୱାଲାଣ୍ଡର୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ରେ ମୁହାଁମୁହିଁ ହୋଇଥିଲେ ପାକିସ୍ତାନର ଦୁଇ...
ରେସଲର ସୁମିତ ଡୋପ୍ ଟେଷ୍ଟରେ ବିଫଳ
ନୂଆଦିଲ୍ଲୀ, ୫ା୬ (ପି.ଟି.): ଟୋକିଓ ଅଲିମ୍ପିକ୍ସ ହେବାକୁ ଆଉ କିଛି ସପ୍ତାହ ବାକି ରହିଥିବାବେଳେ ଏଥିରେ ଭାଗ ନେବାକୁଥିବା ଭାରତୀୟ ରେସ୍ଲର ସୁମିତ୍ ମଲିକ ଡୋପ୍...
ଗର୍ଭବତୀ ପ୍ରେମିକାଙ୍କୁ ଦେଖି ଭାବପ୍ରବଣ ହେଲେ ଏହି କ୍ରିକେଟର୍
କରୋନା ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନକୁ ସ୍ଥଗିତ ରଖାଯାଇଛି। ଏହି ଲିଗ ଅଧାରୁ ସ୍ଥଗିତ ରଖିବା ପରେ ଯାତ୍ରା ପ୍ରତିବନ୍ଧକ ଯୋଗୁ ଅଷ୍ଟ୍ରେଲିଆ...
ଛେତ୍ରୀଙ୍କ ଡବଲ ଗୋଲରେ ଭାରତ ବିଜୟୀ
ଦୋହା, ୮।୬(ପି.ଟି.): ଚଳିତ ଫିଫା ବିଶ୍ୱକପ୍ ଓ ଏସିଆନ କପ୍ କ୍ୱାଲିଫାୟର୍ସ ଫୁଟ୍ବଲ ଟୁର୍ନାମେଣ୍ଟରେ ଭାରତ ସୋମବାର ପଡ଼ୋଶୀ ବାଂଲାଦେଶକୁ ୨-୦ ଗୋଲରେ ପରାସ୍ତ କରିଛି।...
କୋପା ଆମେରିକା ଫୁଟ୍ବଲ: ବ୍ରାଜିଲ ଦଳରେ ନେମାର, ସିଲ୍ଭା ସାମିଲ
ସାଓ ପାଉଲୋ,୧୧।୬(ଏପି): କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟ ଆରମ୍ଭ ହେବାର ଦୁଇଦିନ ପୂର୍ବରୁ ବ୍ରାଜିଲ ଏକ ୨୪ ଜଣିଆ ଦଳ ଘୋଷଣା କରିଛି। ତାରକା ଷ୍ଟ୍ରାଇକର...
ଇନ୍ସୁଲିନ୍ ନେଇ ପଡିଆକୁ ଓହ୍ଲାଉଥିଲେ ଏହି ଆକ୍ରମକ ବୋଲର୍: କ୍ରିକେଟ୍ରେ ହାସଲ କରିଥିଲେ ଅନେକ ରେକର୍ଡ
ପାକିସ୍ତାନର ପୂର୍ବତନ ଅଧିନାୟକ ୱାସିମ ଆକ୍ରାମ ଦୁନିଆର ଶ୍ରେଷ୍ଠ ବାମହାତୀ ପେସର ଭାବରେ ଜଣାଶୁଣା। ଆକ୍ରାମ ଜୁନ ୩, ୧୯୬୬ରେ ପାକିସ୍ତାନର ଲାହୋରରେ ଜନ୍ମଗ୍ରହଣ କରିଥିଲେ।...
କୋପା ଆମେରିକା: ଉରୁଗୁଏକୁ ହରାଇଲା ଆର୍ଜେଣ୍ଟିନା
ସାଇ ପାଓଲୋ, ୨୦।୬(ଏ.ପି.)- କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଆର୍ଜେଣ୍ଟିନା ୧-୦ ଗୋଲରେ ଉରୁଗୁଏକୁ ପରାସ୍ତ କରିଛି। ଫଳରେ ଲିଓନେଲ ମେସିଙ୍କ ଦଳ...


