E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଜପତି, ରାଜ୍ୟ

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର
8:52 pmJune 18, 2021June 28, 2021

କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ ସୁଶାନ୍ତ ଗୌଡ। ସୁଶାନ୍ତ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ମେ ୨୦ରୁ ଜୁନ ୬ ତାରିଖ ପର୍ଯ୍ୟନ୍ତ ବେଙ୍ଗାଲୁରୁରେ ରଖି ବଳାତ୍କାର କରିଥିଲେ। ପରେ ଯୁବତୀଙ୍କୁ ଗାଁରେ ଛାଡ଼ି କେଉଁଆଡେ ଚାଲି ଯାଇଥିଲେ। ପୀଡ଼ିତାଙ୍କ ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୬୦/୨୧) ରୁଜୁ କରି ତଦନ୍ତ କରିଥିଲା। ତଦନ୍ତ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଅଭିଯୁକ୍ତ ଓ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଇଛି ପୋଲିସ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଜପତି, ରାଜ୍ୟ View All

୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।...

ବଳାତ୍କାର ପରେ ଅଚେତ ହୋଇଗଲା, ଭୟରେ ତଣ୍ଟି ଚିପିଦେଲି

ନୟାଗଡ଼ ଅଫିସ,୨୦।୬: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନୂଆଗାଁ ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା ।...

୧୨ ଜେଲରୁ ମୁକ୍ତ ହେବେ ୧୬ କଏଦୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ସଜା ଅବଧି ପୂର୍ବରୁ ରାଜ୍ୟର ୧୧ ଜେଲ ସମେତ ବିଶାଖାପାଟଣା ଜେଲରୁ ମୁକ୍ତ ହେବେ ୧୬ କଏଦୀ। ଜେଲରେ ଆଜୀବନ ସଜା କାଟୁଥିବାବେଳେ ବ୍ୟବହାରରେ...

ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ ନାଳ, ଡ୍ରେନ୍‌

ଜଗତ୍‌ସିଂହପୁର ଅଫିସ,୧୮ା୬: ପ୍ରାକୃତିକ ନାଳ, ଡ୍ରେନ୍‌କୁ ରୋକାଯାଇପାରିବ ନାହିଁ କି ଗତି ବଦଳା ଯିବନି ବୋଲି ନିୟମ ରହିଛି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ...

ପଥର ଅଭାବରୁ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ବିଳମ୍ବ

ପୁରୀ ଅଫିସ,୯।୬:କୋଭିଡ୍‌ କଟକଣା ଭିତରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିତ୍ବାବେଳେ ପଥର ଅଭାବ ଦେଖାଦେଇଛି। ଫଳରେ ମରାମତି କାର୍ଯ୍ୟ ବିଳମ୍ବ ହେବାରେ ଲାଗିଛି। ମୁଖ୍ୟତଃ ବିଭିନ୍ନ...

ଗଞ୍ଜାମରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା: ପୁଣି ନେଲା ୩ ମୁଣ୍ଡ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉ ନାହିଁ। ସୋମବାର ପୁଣି ଜିଲାରୁ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି।...

ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା।...

କୁମ୍ଭକର୍ଣ୍ଣ ନିଦ୍ରାରେ କେନ୍ଦ୍ର

ବଇଣ୍ଡା,୨୬ା୬ କରୋନାକୁ ନେଇ ସବୁଠି ହାହାକାର। କିଏ ଜୀବନ ତ କିଏ ଜୀବିକା ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ। ଭୋକ, ରୋଗ ଓ ଶୋକକୁ ନେଇ ବଢ଼ିଚାଲିଛି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମନ ଭାଙ୍ଗିଦେଲା ବର୍ଷା
Next Post Next post:
ଭାଜପା ଟାର୍ଗେଟରେ ମୁକୁଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts