ନୂଆଦିଲ୍ଲୀ,୧୮ା୬: ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି କେନେଥ୍ କଉଣ୍ଡାଙ୍କ ପରଲୋକ ହୋଇଯାଇଛି। ଜାମ୍ବିଆ ରାଷ୍ଟ୍ରପତି ଏଡ୍ଗାର ଲୁଙ୍ଗା ଫେସ୍ବୁକ୍ରେ ଏହି ସୂଚନା ଦେଇଛନ୍ତି। ଆଫ୍ରିକୀୟ ସ୍ବାଧୀନତା ଆନ୍ଦୋଳନ ପାଇଁ ଉପନିବେଶବାଦ ବିରୋଧରେ ଲଢ଼ିଥିବା ନେତା କେନେଥ୍ଙ୍କୁ ୯୭ ବର୍ଷ ହୋଇଥିଲା। ସେ ୧୯୬୪ରୁ ୧୯୯୧ ପର୍ଯ୍ୟନ୍ତ ରାଷ୍ଟ୍ରପତି ହୋଇଥିଲେ। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୋକ ବ୍ୟକ୍ତ କରିଛନ୍ତି। କେନେଥ୍ ଭାରତର ଜଣେ ଉତ୍ତମ ବନ୍ଧୁ ଏବଂ ନନ୍-ଏଲାଇନ୍ଡ ମୁଭ୍ମେଣ୍ଟର ଅଗ୍ରଦୂତ ଥିଲେ ବୋଲି ସୋନିଆ କହିଛନ୍ତି।
Posted inଅନ୍ତର୍ଜାତୀୟ View All
ଭାକ୍ସିନ୍ ନ ନେଲେ ମୋବାଇଲ୍ ସିମ୍ କାର୍ଡ ହେବ ବ୍ଲକ୍, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…
କରାଚି,୨୨।୬: କରୋନା ମହ।ମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପାକିସ୍ତାନର...
ଆଡ୍ମିଶନ ପାଇଁ ଯୁବତୀଙ୍କ ସହ ରାତି କାଟିବାକୁ ଅଫର ଦେଉଛି ଏହି ବିଶ୍ୱବିଦ୍ୟାଳୟ, ଜାଣିଲେ କରିବେ ନିନ୍ଦା
ବେଜିଂ,୧୦ା୬: ଚାଇନାର ଏକ ବିଶ୍ୱବିଦ୍ୟାଳୟ ଏବେ କଡ଼ା ବିବାଦର ସମ୍ମୁଖୀନ ହୋଇଛି। ଏହି ବିଶ୍ୱବିଦ୍ୟାଳୟ ଆଡ୍ମିଶନ ପାଇଁ ସୋସିଆଲ ମିଡିଆରେ ଏକ ବିଜ୍ଞାପନ ଦେଇଥିଲା। କିନ୍ତୁ...
ଫାଇଜର-ମର୍ଡେନା ଭାକ୍ସିନ୍କୁ ନେଇ ଆତଙ୍କ, ଯୁବବର୍ଗଙ୍କଠାରେ ସୃଷ୍ଟି ହେଉଛି ହାର୍ଟ ସମସ୍ୟା …
ଓ୍ବାଶିଂଟନ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବିଭିନ୍ନ ଦେଶରେ ସାର୍ବଜନୀକ ଭାକ୍ସିନ୍...
୫ମ ମହାସାଗର ହେଲା ସଦର୍ନ ଓସେନ୍
ଦକ୍ଷିଣ ମହାସାଗର ବା ସଦର୍ନ ଓସେନ୍କୁ ପୃଥିବୀର ୫ମ ମହାସାଗର ମାନ୍ୟତା ପ୍ରଦାନ କରାଯାଇଛି। ୧୯୧୫ ମସିହାରୁ ଓସେନ୍ ମାନଚିତ୍ର ପ୍ରସ୍ତୁତ କରୁଥିବା ନ୍ୟାଶନାଲ ଜିଓଗ୍ରାଫି...
କୋଭିଡ୍ ମୂଳକୁ ଖୋଜ
ଓ୍ବାଶିଂଟନ, ୧ା୬: କୋଭିଡ୍-୧୯ର ମୂଳ ଖୋଜି ବାହାର କରିବା ସହ ଭବିଷ୍ୟତ ମହାମାରୀ ଆଶଙ୍କାକୁ ରୋକିବାକୁ ହେବ। ଏଥିପାଇଁ ସାରା ବିଶ୍ୱ ଚାଇନା ସରକାରଙ୍କ ସହଯୋଗ...
ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…
ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ...
ସିଙ୍ଗାପୁରରେ ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ୩୦ ବର୍ଷ ଜେଲ୍
ସିଙ୍ଗାପୁର,୨୨।୬: ୪୧ ବର୍ଷୀୟା ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ସିଙ୍ଗାପୁରରେ ୩୦ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରାଯାଇଛି। ଘରୋଇ ସହାୟକଙ୍କ ଉପରେ ୧୪ ମାସ ଧରି...
ଇରାନ ନୌସେନା ଜାହାଜ ଜଳିଗଲା
ତେହରାନ, ୩ା୬: ଇରାନ ନୌସେନାର ବୃହତ୍ତମ ଯୁଦ୍ଧ ଜାହାଜରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଆଁ ଲାଗିଯିବା ସହ ଏହା ଗଲ୍ଫ ଅଫ୍ ଓମାନରେ ବୁଡ଼ିଯାଇଛି। ଏପରି...


