E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inସମ୍ପାଦକୀୟ

ଏଇ ଭାରତରେ
7:49 amJune 19, 2021

ଚାକିରି ପରେ କିଏ କେମିତି ବିଶ୍ରାମ ନେବା ପାଇଁ ଚାହଁୁଥିବାବେଳେ ଗୁଜରାଟର ୭୧ ବର୍ଷୀୟା ମାଟ୍ରୋନ ଜେମିନିବେନ୍‌ ଜୋଷୀ ଏବେ ଅବସର ସମୟକୁ କୋଭିଡ୍‌ ରୋଗୀଙ୍କ ସେବାରେ ଉପଯୋଗ କରୁଛନ୍ତି। ଜୋଷୀ ଗୁଜରାଟର ଏକ ସରକାରୀ ହସ୍ପିଟାଲରେ କାର୍ଯ୍ୟ କରି ୨୦୦୯ରେ ଅବସର ନେଇଛନ୍ତି। ସେବେଠାରୁ କେବେ କେମିତି ଚିକିତ୍ସା ସେବା ପାଇଁ ସମୟ ଦେଇ ଆସୁଥିଲେ। କିନ୍ତୁ କୋଭିଡ-୧୯ ମହାମାରୀ ଦେଖାଦେବା ପରେ ଦେଶରରେ ପ୍ରଶିକ୍ଷିତ ସ୍ବାସ୍ଥ୍ୟ କର୍ମୀଙ୍କ ଆବଶ୍ୟକତା ବଢିଗଲା। ଏହି ସଙ୍କଟ ସମୟରେ ସେ ସେବା ଯୋଗାଇ ଦେବାର ସଙ୍କଳ୍ପ ନେଇ ଜିଡୁସ ହସ୍ପିଟାଲରେ ନର୍ସ ଭାବେ କାର୍ଯ୍ୟ ଆରମ୍ଭ କରିଦେଇଛନ୍ତି। ଏଥିପାଇଁ ସେ କୌଣସି ପାରିଶ୍ରମିକ ନେଉନାହାନ୍ତି। ବୟସର ଅପରାହ୍ନରେ ଏବେ ବି ସେ ଦିନକୁ ୧୨ ଘଣ୍ଟା କାମ କରୁଛନ୍ତି। ଏହି ସମୟରେ ସେ ରୋଗୀଙ୍କ ମନୋବଳ ବଢ଼ାଇବା ସହ ଅକ୍ସିଜେନ୍‌ ଓ ମେଡିସିନ ଦେଉଛନ୍ତି। କୋଭିଡ ପରୀକ୍ଷା ଲାଗି ନମୁନା ମଧ୍ୟ ସଂଗ୍ରହ କରୁଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inସମ୍ପାଦକୀୟ View All

କରୋନାର ବୈଜ୍ଞାନିକ ବିଶ୍ଳେଷଣ

ସଂଜୟ କୁମାର ସାମନ୍ତରାୟ ସେଦିନ ଥିଲା ୨୦୧୯ ଡିସେମ୍ବର ୩୧ ତାରିଖ। ଚାଇନାର ଉହାନ୍‌ ସହରରୁ ଆରମ୍ଭ ହୋଇଥିବା କୋଭିଡ୍‌-୧୯ ପ୍ରଥମ ଅବସ୍ଥାରେ ଭୂତାଣୁଜନିତ ନିମୋନିଆରୁ...

ଜି-୭ ଓ ସର୍ବନିମ୍ନ ଟିକସ ହାର

ଡାନି ରୋଡ୍ରିକ ବିଶ୍ୱ ଅର୍ଥବ୍ୟବସ୍ଥାରେ ବେଶ୍‌ ଆଗୁଆ ଦେଶଗୁଡ଼ିକ ୫ ଜୁନ୍‌ରେ ଏକ ଚୁକ୍ତି ଘୋଷଣା କରିଛନ୍ତି। ଏହା ବିଶ୍ୱର କର୍ପୋରେଟ୍‌ଗୁଡ଼ିକ ଉପରେ ଟ୍ୟାକ୍ସ ବା...

ବଚନ ମଧୁର ତିଳକ ସରୁ

ଡ. ଗୌରହରି ରାଉତ କାଳୁବାବୁଙ୍କ ନାଁ ଆମ ଖଣ୍ଡମଣ୍ଡଳରେ ଡାକ୍‌। ପିଲା ପେଚକାଠାରୁ ପୁରୁଖା ପର୍ଯ୍ୟନ୍ତ ଏମିତି କେହି ନାହିଁ ଯିଏ ତାଙ୍କୁ ଜାଣି ନ...

ମୀମାଂସା ଦର୍ଶନ

ଡା. ଗୋପାଳ ଚନ୍ଦ୍ର ଦାଶ ଷଟ୍‌ ଦର୍ଶନ ମଧ୍ୟରେ ମୀମାଂସା ଦର୍ଶନ ବୃହତ୍ତମ। ଏହାର ସ୍ବତ୍ରସଂଖ୍ୟା ୨୬୪୪। ଅନ୍ୟ ପାଞ୍ଚଗୋଟି ଦର୍ଶନରେ ଯେତିକି ସ୍ବତ୍ର ଅଛି,...

ଶିକ୍ଷକ ପ୍ରଶିକ୍ଷଣରେ ପରିବର୍ତ୍ତନ ଲୋଡ଼ା

ଡ. ପ୍ରମୋଦ କୁମାର ପଣ୍ଡା ସଭ୍ୟତାର ଅଭ୍ୟୁଦୟରେ ଶିକ୍ଷା ଏକ ପ୍ରଗତିଶୀଳ ଗାଡ଼ିର ଭୂମିକା ଗ୍ରହଣ କରିଥାଏ। ସେଥିପାଇଁ ଶାସ୍ତ୍ରରେ କୁହାଯାଇଛି ବିଦ୍ୟୟା ଅମୃତମ ଅଶ୍ମୁତେ।...

ବୈଦେଶିକ ମୁଦ୍ରା

ନିମାଇଁ ଚରଣ ଲେଙ୍କା ମନୁଷ୍ୟ ଯେତେ ପାପକର୍ମ କରି ଧନ ସମ୍ପତ୍ତି ଅର୍ଜନ କରିଥାଏ, ମୃତ୍ୟୁ ପରେ କିଛି ବି ସାଙ୍ଗରେ ନେଇପାରେନାହିଁ। କେବଳ ପାପକର୍ମର...

ପ୍ରତିବାଦର ସ୍ବର

ଆକାର ପଟେଲ କେନ୍ଦ୍ରରେ ଭାଜପା ସରକାରଙ୍କ ଦ୍ୱିତୀୟ ପାଳିର ତୃତୀୟ ବର୍ଷରେ ଆମେ ପଦାର୍ପଣ କରିଛୁ । ସରକାରକୁ ନେଇ ଆଗକୁ ଆଲୋଚନା ଭିନ୍ନ ମୋଡ଼...

କଲେ ମଲ, ନ କଲେ ଭଲ

ରଞ୍ଜନ କୁମାର ଦାସ ଶାସନତନ୍ତ୍ରର ଦକ୍ଷତା ସଦାସର୍ବଦା ପ୍ରମାଣିତ ହୁଏ ତା’ର କର୍ମତପତ୍ରତା ଓ ତା’ର ଫଳପ୍ରସବର ମାତ୍ରାକୁ ନେଇ। ତେଣୁ ଶାସନ ବ୍ୟବସ୍ଥାରେ ନେତା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନା ବର୍ଜ୍ୟ ବିପଦ
Next Post Next post:
ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts