E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ
8:15 amJune 19, 2021

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ବର୍ଷ ହୋଇଥିଲା। ଦେବାଶିଷଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଗତ କିଛିଦିନ ପୂର୍ବରୁ କରୋନାରେ ଆକ୍ରାନ୍ତ ହେବା ପରେ ସେ କଟକର ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ହେଉଥିଲେ। ତେବେ ଫୁସ୍‌ଫୁସରେ ନିମୋନିଆ ଯୋଗୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଇକ୍‌ମୋ ଚିକିତ୍ସା ଆବଶ୍ୟକ ପଡ଼ିଥିଲା। ତେଣୁ ଜୁନ ୮ରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଭୁବନେଶ୍ୱରରୁ କୋଲକାତା ନିଆଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ୪ ଦିନ ପୂର୍ବେ ତାଙ୍କର ରକ୍ତ ସଂକ୍ରମଣ ବଢ଼ିଥିଲା। ଡାଏଲିସିସ କରାଯିବାରୁ ରକ୍ତରେ ଅଙ୍ଗାରକାମ୍ଲ ପରିମାଣ ବହୁ ମାତ୍ରାରେ ବଢ଼ି ଯାଇଥିବା ଜଣାପଡ଼ିଥିଲା। ଏହାପରେ ଇକ୍‌ମୋ ସାହାଯ୍ୟରେ ଅମ୍ଲଜାନ ଦେଇ ଅଙ୍ଗରକାମ୍ଲ ବାହାର କରିବାକୁ ଚେଷ୍ଟା କରାଯାଇଥିଲା। କିନ୍ତୁ ଏହି ଚିକିତ୍ସା ବିଫଳ ହୋଇଥିଲା। ସୂଚନାମୁତାବକ ୧୯୯୧ ବ୍ୟାଚର ଆଇପିଏସ୍‌ ଅଫିସର ଦେବାଶିଷ ପାଣିଗ୍ରାହୀ ୯ଟି ଉପନ୍ୟାସ ଓ ୭ଟି କ୍ଷୁଦ୍ର ଗଳ୍ପର ରଚୟିତା ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ରର ସୌନ୍ଦର୍ଯ୍ୟ ଫେରିଲା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଭୁବନେଶ୍ୱରର ପାତ୍ରପଡ଼ା ଅଞ୍ଚଳରେ ରହିଛି ମେଡିସିନାଲ ପ୍ଲାଣ୍ଟ୍‌ସ ନଲେଜ ସେଣ୍ଟର ବା ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ର। ନଗର ବନଖଣ୍ଡ ଭୁବନେଶ୍ୱର ରେଞ୍ଜ ଅଧୀନରେ...

୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ...

ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ

ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ...

ସୋସିଆଲ ମିଡ଼ିଆରେ ଅମ୍ରିତଙ୍କ ପାଇଁ ଚାଲିଛି ପାଣ୍ଠି ସଂଗ୍ରହ

ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ଜଣେ ଗୁରୁତର ରୋଗୀଙ୍କୁ ଗୁରୁବାର ଗ୍ରୀନ କରିଡରେ ଭୁବନେଶ୍ୱର ବିମାନବନ୍ଦରକୁ ଅଣାଯାଇଥିଲା। ସେ ହେଲେ ବ୍ରହ୍ମପୁରର ଅମ୍ରିତ ପ୍ରଧାନ।...

୧.୨୯ କୋଟି ଭାକ୍ସିନ୍‌ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ...

‘ୟାସ୍‌’ କ୍ଷୟକ୍ଷତି ୬୧୦ କୋଟି

ଭୁବନେଶ୍ୱର, ୩।୬(ବ୍ୟୁରୋ): ବାତ୍ୟା ‘ୟାସ୍‌’ କାରଣରୁ ୬୧୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ତନ୍ମଧ୍ୟରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଏବଂ ୯୦ କୋଟି...

ଓକିଲାତିନାମାରେ ଅତିରିକ୍ତ ଷ୍ଟାମ୍ପ୍‌ ଫି’ ଲାଗୁ ୬ ସପ୍ତାହ ଘୁଞ୍ଚିଲା

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ଓଡ଼ିଶା ଷ୍ଟେଟ୍‌ ବାର କାଉନ୍‌ସିଲ ଆଡ୍‌ଭୋକେଟ୍‌ସ ଓ୍ବେଲ୍‌ଫେୟାର କର୍ପସ ଫଣ୍ଡ୍‌ ଷ୍ଟାମ୍ପ୍‌ କାର୍ଯ୍ୟକାରିକୁ ସ୍ଥଗିତ ରଖାଯାଇଛି। ପ୍ରତ୍ୟେକ ଓକିଲାତି ନାମାରେ ଏବାବଦକୁ ୧୦୦ ଟଙ୍କାର...

ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ୧୮୩...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏଇ ଭାରତରେ
Next Post Next post:
ଗଛ ବିନା ଶ୍ରୀହୀନ ରାଜପଥ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts