E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ୟୁରୋକପ୍‌ ଫୁଟ୍‌ବଲ:ଅଷ୍ଟ୍ରିଆକୁ ହରାଇ ନେଦରଲାଣ୍ଡ୍ସ ନକ୍‌ଆଉଟ୍‌ରେ
9:15 amJune 19, 2021

ଆମଷ୍ଟରଡାମ,୧୯।୬: ୟୁରୋକପ୍‌ରେ ଗୁରୁବାର ନେଦରଲାଣ୍ଡ୍ସ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ଆମଷ୍ଟରଡାମ ଏରିନାରେ ଖେଳାଯାଇଥିବା ମ୍ୟାଚ୍‌ରେ ନେଦରଲାଣ୍ଡ୍ସ ୨-୦ ଗୋଲରେ ଅଷ୍ଟ୍ରିଆକୁ ହରାଇଛି। ଏଥିସହ ନେଦରଲାଣ୍ଡ୍ସ ନକ୍‌ଆଉଟ ପର୍ଯ୍ୟାୟରେ ପ୍ରବେଶ କରିଛି। ମ୍ୟାଚ୍‌ର ୧୧ତମ ମିନିଟ୍‌ରେ ଫରଓ୍ବାର୍ଡ ମେମଫିସ୍‌ ଡିପେ ପେନାଲ୍ଟି ଜରିଆରେ ଗୋଲ ଦେଇ ନେଦରଲାଣ୍ଡ୍ସକୁ ଅଗ୍ରଣୀ କରାଇଥିଲେ। ସେହିପରି ୬୭ତମ ମିନିଟ୍‌ରେ ରାଇଟ୍‌ବ୍ୟାକ୍‌ ଡେଞ୍ଜେଲ ଡମ୍‌ଫ୍ରାଇଜ୍‌ ଆଉ ଏକ ଗୋଲ ଦେଇଥିଲେ। ୨-୦ରେ ଅଗ୍ରଣୀ ହାସଲ କରିବା ପରେ ନେଦରଲାଣ୍ଡ୍ସ ଏହାକୁ ବେକାର ହେବାକୁ ଦେଇ ନ ଥିଲା। ମ୍ୟାଚ୍‌ରେ ନେଦରଲାଣ୍ଡ୍ସ ସମ୍ପୂର୍ଣ୍ଣ ରୂପେ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ଦଳ ବିଜୟରେ କୋଚ୍‌ ଫ୍ରାଙ୍କ ଡି ବୋଏର ଖୁସି ଜାହିର କରିଛନ୍ତି। ଯୋଜନା ଅନୁଯାୟୀ ଖେଳି ଆମେ ସଫଳ ହୋଇଛୁ। ଆମେ ଭିନ୍ନ ପ୍ରକାର କୌଶଳ ଆପଣେଇ ଥିଲୁ। ଏହା କାମ ଦେଲା ବୋଲି ସେ କହିଛନ୍ତି।
ଗୋଟିଏ ମ୍ୟାଚ୍‌ ବାକି ଥାଇ ନେଦରଲାଣ୍ଡ୍ସ ଗ୍ରୁପ୍‌ ସି’ରେ ୨ଟି ମ୍ୟାଚ୍‌ ଖେଳି ୨ ବିଜୟ ସହ ୬ ପଏଣ୍ଟ ହାସଲ କରି ଶୀର୍ଷରେ ରହିବା ସହ ରାଉଣ୍ଡ ଅଫ୍‌ ୧୬କୁ ପ୍ରବେଶ କରିଛି। ଅନ୍ୟପଟେ ୟୁକ୍ରେନ ୨ଟି ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ୩ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛି। ଦୀର୍ଘ ୭ ବର୍ଷ ପରେ ନେଦରଲାଣ୍ଡ୍ସ କୌଣସି ମେଜର ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ଖେଳି ନକ୍‌ଆଉଟ ପର୍ଯ୍ୟାୟକୁ ଉଠିଛି। ୧୯୮୮ ୟୁରୋକପ୍‌ରେ ନେଦରଲାଣ୍ଡ୍ସ ଟାଇଟଲ ହାସଲ କରିଥିଲା। ସେହିପରି ୨୦୧୪ରେ ବ୍ରାଜିଲରେ ଅନୁଷ୍ଠିତ ଫିଫା ବିଶ୍ୱକପ୍‌ରେ ଏହି ଦଳ ତୃତୀୟ ସ୍ଥାନରେ ରହି ଅଭିଯାନ ଶେଷ କରିଥିଲା। ସୋମବାର ନେଦରଲାଣ୍ଡ୍ସ ଗ୍ରୁପ୍‌ ସି’ରେ ତାର ଅନ୍ତିମ ମ୍ୟାଚ୍‌ରେ ନର୍ଜ ମାସିଡୋନିଆକୁ ଆମଷ୍ଟରଡାମରେ ଭେଟିବ। ସେହିପରି ଅଷ୍ଟ୍ରିଆ ବୁକାରେଷ୍ଟରେ ୟୁକ୍ରେନଙ୍କୁ ଭେଟିବ। ଆମ ପାଖରେ ଏବେ ବି ସୁଯୋଗ ରହିଛି ବୋଲି ଅଷ୍ଟ୍ରିଆ କୋଚ୍‌ ଫ୍ରାଙ୍କୋ ଫୋଡା କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ ଅଧିନାୟକ: ଜାଣନ୍ତୁ କିଏ ହେବେ ତାଙ୍କ ଜୀବନସାଥୀ

ଲାହୋର,୧।୬: ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ କ୍ରିକେଟ ଟିମ୍‌ର ଅଧିନାୟକ ବାବର ଆଜମ। ଏବେ ଦମ୍‌ଦାର ଫର୍ମରେ ଥିବା ବାବର ନୂଆ ଇନିଂସ...

ଫାଇନାଲରେ ଏହିସବୁ ‘ବିରାଟ’ ରେକର୍ଡ ଭାଙ୍ଗିପାରନ୍ତି କୋହଲି

ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି) ଫାଇନାଲରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅନେକ ରେକର୍ଡ ଭାଙ୍ଗିବାର ସମ୍ଭାବନା ରହିଛି। ଶୁକ୍ରବାର ଲଣ୍ଡନରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଦ୍ୱିତୀୟ ସିଡ୍‌ଙ୍କୁ ହରାଇଲେ ବୋପାନ୍ନା-ଶରନ

ହାଲେ (ଜର୍ମାନୀ), ୧୭।୬(ପି.ଟି.)- ଭାରତର ରୋହନ ବୋପାନ୍ନା ଓ ଡିଭିଜ ଶରନ ଯୋଡ଼ି ଏଠାରେ ଚାଲିଥିବା ନୋଭେଣ୍ଟି ଓପନ ଟେନିସ ଟୁର୍ନାମେଣ୍ଟରେ ଦ୍ୱିତୀୟ ସିଡ୍‌ ଲୁକାଜ...

କୋହଲିଙ୍କ ସବୁଠାରୁ ଭଲ ଗୁଣ କ’ଣ ଜାଣନ୍ତି: ପ୍ରଶଂସାରେ ଶତମୁଖ ହୋଇ ଏଭଳି କହିଲେ କୋଚ୍‌…

ନୂଆଦିଲ୍ଲୀ,୫।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ହେବ। ଜୁନ୍‌ ୧୮ରୁ ଡବ୍ଲୁଟିସି ଫାଇନାଲ ଇଂଲଣ୍ଡରେ ଖେଳାଯିବ। ଏହି ମହାମୁକାବିଲା ପୂର୍ବରୁ ଭାରତୀୟ...

ଡବ୍ଲ୍ୟୁଟିସି ଚାମ୍ପିୟନ ଦଳକୁ ମିଳିବ କ’ଣ

ଦୁବାଇ, ୧୪।୬: ବହୁ ପ୍ରତୀକ୍ଷିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମ୍ୟାଚ୍‌ର...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ନ୍ୟୁଜିଲାଣ୍ଡର ନେତୃତ୍ୱ ନେବେ ଓ୍ବିଲିୟମସନ

ସାଉଥାମ୍ପଟନ,୧୬ା୬(ପି.ଟି.)-ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବା ଲାଗି କେନ୍‌ ଓ୍ବିଲିୟମସନ ଉପଲବ୍ଧ ହେବେ। ଜୁନ୍‌ ୧୮ରୁ ଆରମ୍ଭ...

ରୋମାଞ୍ଚକର ହେବ ଫାଇନାଲ୍‌: ୫ ଖେଳାଳିଙ୍କ ମଧ୍ୟରେ ରହିଛି ଖାସ୍‌ ସମ୍ପର୍କ

ଲଣ୍ଡନ,୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି) ର ଫାଇନାଲ ଜୁନ ୧୮ରୁ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ଉଭୟ ଟିମ ଇଣ୍ଡିଆର...

ଆଉ ଲୋଡ଼ା ୪୬ ରନ୍‌; ଏହି ସ୍ବତନ୍ତ୍ର କ୍ଲବରେ ସାମିଲ ହେବେ ଜାଡେଜା, ଅଲରାଉଣ୍ଡର ଭାବେ…

ନୂଆଦିଲ୍ଲୀ,୧୭।୬: କ୍ରିକେଟ ଫର୍ମାଟରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜ ଖେଳକୁ ଅଧିକ ଉନ୍ନତ କରିଛନ୍ତି। ବାମହାତୀ ସ୍ପିନ୍‌ ସହ ନିମ୍ନ କ୍ରମରେ ଆସି ରନ୍‌ ଯୋଡ଼ିବାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲର କ୍ରମାଗତ ଦ୍ୱିତୀୟ ବିଜୟ
Next Post Next post:
ଶେଫାଳିଙ୍କ ବିରଳ କୃତିତ୍ୱ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts