ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ କରୋନାଜନିତ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୫୫୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ଜଣ ମୃତ୍ୟୁ ହୋଇଛି। ସେହିପରି କଟକ, ଝାରସୁଗୁଡ଼ା, ପୁରୀ ଓ ସୁନ୍ଦରଗଡ଼ରୁ ଜିଲାରୁ ୪ଜଣ ପ୍ରାଣ ହରାଇଥିବା ବେଳେ ବରଗଡ଼, କେନ୍ଦ୍ରାପଡ଼ା, କୋରାପୁଟରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ଅନୁଗୋଳ, ମାଲକାନଗିରି, ମୟୁରଭଞ୍ଜ, ନୂଆପଡ଼ାରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଳାହାଣ୍ଡି, ରାୟଗଡ଼ା ଓ ସୁବର୍ଣ୍ଣପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ରାଜଧାନୀରେ ଲୋକଙ୍କୁ ଘରେ ଯୋଗାଇ ଦିଆଯିବ ମଦ: ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ…
ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ଲୋକଙ୍କ ଘରେ ମଦ ପହଞ୍ଚାଇବା ପ୍ରସ୍ତାବକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ପକ୍ଷରୁ ମଞ୍ଜୁରୀ...
ଟିକା ପ୍ରାଇସ୍ ବିଡିଂ ୯ରେ
ଭୁବନେଶ୍ୱର,୫।୬(ବ୍ୟୁରୋ): ଟିକା ପାଇଁ ଓଡ଼ିଶା ରାଜ୍ୟ ଔଷଧ ନିଗମ (ଓଏସ୍ଏମ୍ସିଏଲ) ପକ୍ଷରୁ ଡକାଯାଇଥିବା ଗ୍ଲୋବାଲ ଇ-ଟେଣ୍ଡରରେ ୨ ଜଣ ବିଡର ଅଂଶଗ୍ରହଣ କରିଛନ୍ତି। ସେମାନଙ୍କର ବିଡ୍କୁ...
ଚାଷୀ ନ ଥାଇ ଧାନ କିଣା
ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା...
୧୯ ଜିଲାରେ କାଳବୈଶାଖୀ ଭୟ
ଭୁବନେଶ୍ୱର,୫।୬: ଦକ୍ଷିଣ, ପଶ୍ଚିମ, ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ଜିଲାଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ...
ଧାନ ବୁଣିବାକୁ କେନ୍ଦ୍ର କରି ଗୋଷ୍ଠି ସଂଘର୍ଷ
ଲୋଇସିଂହା,୨୦।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟୁରାପାଲି ଗ୍ରାମରେ ପୈତୃକ ଜମି ବିବାଦକୁ କେନ୍ଦ୍ର କରି ରବିବାର ଦୁଇପକ୍ଷ ମଧ୍ୟରେ ମାରପିଟରୁ ଜଣଙ୍କର ମୃତ୍ୟୁ ହୋଇଛି।...
ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ...
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...
କରୋନିଲ ପରେ ଏବେ ବ୍ଲାକ୍ ଫଙ୍ଗସ୍ ଔଷଧ ତିଆରି କରୁଛି ପତଞ୍ଜଳୀ
ହରିଦ୍ୱାର,୨।୬: କରୋନାର ପ୍ରଥମ ଲହର ସମୟରେ ଯେତେବେଳେ ସମଗ୍ର ଦେଶ ଭାକ୍ସିନକୁ ନେଇ ଚର୍ଚ୍ଚା କରୁଥିଲା, ସେତେବେଳେ ଯୋଗଗୁରୁ ବାବା ରାମଦେବ କରୋନିଲ ଔଷଧ ତିଆରି...


