E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…
10:11 amJune 19, 2021

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ୭୫୩ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧,୬୪୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୯୭ ହଜାର ୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୭ ଲକ୍ଷ ୬୦ ହଜାର ୧୯ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୭ କୋଟି ୨୩ ଲକ୍ଷ ୮୮ ହଜାର ୭୮୩ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୮ କୋଟି ୯୨ ଲକ୍ଷ ୭ ହଜାର ୬୩୭ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଆକ୍ସନ୍‌ ମୋଡ୍‌ରେ ମାୟାବତୀ

ଲକ୍ଷ୍ନୌ,୩।୬: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ବିଦ୍ରୋହୀ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ବିଏସ୍‌ପି ଅଧ୍ୟକ୍ଷ ମାୟାବତୀଙ୍କ ନିର୍ଦ୍ଦେଶରେ ଦଳୀ ନେତା...

ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ସୋମବାରଠାରୁ ବାର୍‌-ପାର୍କ ଖୋଲା…

ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍‌ଲକ୍‌ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍‌ ଏବଂ...

ଭୁଲ ମାଗିଲା ଗୁଗଲ

ବେଙ୍ଗାଲୁରୁ,୩।୬: ଭାରତର ସବୁଠୁ ଖରାପ ଭାଷା ଲେଖି ଗୁଗଲରେ ସର୍ଚ୍ଚ କଲେ ଉତ୍ତର ଆସୁଥିଲା କନ୍ନଡ଼। ଏ ନେଇ ମୁଣ୍ଡ ଟେକିଛି ବିବାଦ। ବିଶ୍ୱର ଲୋକପ୍ରିୟ...

କୋଭାକ୍ସିନ୍‌କୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ: ଜୁନ୍‌ ୨୩ରେ ବୈଠକ…

ଜେନେଭା,୧୭।୬: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍‌ କୋଭାକ୍ସିନ୍‌କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ମଞ୍ଜୁରୀ ପାଇଁ ଜୁନ୍‌ ୨୩ରେ...

୨ ପ୍ରକାର ଭାକ୍ସିନ୍‌ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…

ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍‌ ପକ୍ଷରୁ...

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା ପୁଣି କମିଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜେଲରୁ ବାହାରିଲେ ଅଭୟକାନ୍ତ ପାଠକ
Next Post Next post:
ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts