E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କରୋନା ଭାଇରସ୍‌, ଯାଜପୁର

ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ
10:14 amJune 19, 2021

ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ଗତ ମେ ୨୧ରେ ତହସିଲଦାର ବେହେରା ନିଜ ଭାଇ ବାହାଘର ପାଇଁ ବରଯାତ୍ରୀ ସହ ଜଗତସିଂହପୁର ଜିଲାର ତିର୍ତ୍ତୋଲ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗଁାକୁ ଯାଇଥିଲେ। କିନ୍ତୁ ସେଠାରେ ଜଣେ ରାଜସ୍ବ ଅଧିକାରୀ ହୋଇ ବି କରୋନା ଆଇନକୁ ଉଲ୍ଲଂଘନ କରି ଶତାଧିକ ଲୋକଙ୍କ ସମାଗମରେ ନୃତ୍ୟ ପ୍ରଦର୍ଶନ କରିଥିବା ତାଙ୍କ ନାମରେ ଅଭିଯୋଗ ହୋଇଥିଲା। ଏପରିକି ନିଜେ ମାସ୍କ ମଧ୍ୟ ପିନ୍ଧି ନ ଥିବା ନେଇ ସେତେବେଳେ ଜୋର ଚର୍ଚ୍ଚା ହୋଇଥିଲା। ସ୍ଥାନୀୟ ସରପଞ୍ଚ ସିଲାରାଣୀ ଖଣ୍ଡୁଆଳଙ୍କ ଲିଖିତ ଅଭିଯୋଗ କ୍ରମେ ଜଗତସିଂହପୁର ପୋଲିସ ଏକ ମାମଲା ରୁଜୁ କରିଥିଲା। ଏହାସହ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଏହି ଅଭିଯୋଗ ଉପରେ ଯାଞ୍ଚ କରି ସରକାରଙ୍କୁ ରିପୋର୍ଟ ଦିଆଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କରୋନା ଭାଇରସ୍‌, ଯାଜପୁର View All

୮ ଦିନର ବିବାହରେ ଏମିତି କ’ଣ ହେଲା

ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର...

ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ୍‌ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ

ଜୟପୁର,୧୨ା୬: ପ୍ରଥମେ ପରିବା, କଣ୍ଟେନର, ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା ବେଳେ ଏବେ ଆଉ ଏକ ଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ ହେଉଥିବା...

ପ୍ରସ୍ତାବ ମାତ୍ରେ ଅଣଦେଖା

ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି।...

ଏପ୍ରିଲ୍‌ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌…

ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍‌ ୫ରେ ଜଣେ...

କୁକୁର କବଳରୁ ଉଦ୍ଧାର ହରିଣ ମୃତ

ରେଢାଖୋଲ,୨୦।୬: ରେଢାଖୋଲ ବନଖଣ୍ଡ ଚାରମାଳ ରେଞ୍ଜ ଅଧୀନ ରାଶିବେଡା ଗ୍ରାମରୁ କୁକୁରଙ୍କ କବଳରୁ ବନ ବିଭାଗ ଏକ ଗର୍ଭବତୀ ହରିଣକୁ ଉଦ୍ଦାର କରିଥିଲା। ହେଲେ ରେଞ୍ଜ...

କରୋନାରେ ଚାଲିଗଲେ ଆଉ ଜଣେ ଡାକ୍ତର

ସୋହେଲା,୨୦ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଡୁମ୍ବେରପାଲି ଗ୍ରାମର ଡାକ୍ତର ପ୍ରଫୁଲ କୁମାର ବାରିକ(୫୧)ଙ୍କ ରବିବାର ଦେହାନ୍ତ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ...

ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ...

ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀକୁ ୨୬ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍‌-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…
Next Post Next post:
ସରକାର ଲୁଚାଉଛନ୍ତି କୋଭିଡ୍‌ ମୃତ୍ୟୁ ସଂଖ୍ୟା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts