E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଜେଲରୁ ବାହାରିଲେ ଅଭୟକାନ୍ତ ପାଠକ
10:07 amJune 19, 2021

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗିରଫ ହେବାର ଦୀର୍ଘ ୬ମାସ ପରେ ଶୁକ୍ରବାର ଜେଲରୁ ମୁକୁଳିଛନ୍ତି ଆଇଏଫ୍‌ଏସ୍‌ ଅଫିସର ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ସ୍କାଏ କିଙ୍ଗ୍‌ ଟ୍ରାଭେଲ୍ସରେ ଠକେଇ ଓ ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ଆଦି ବିଭିନ୍ନ ମାମଲାରେ ଛନ୍ଦି ହୋଇ ଜେଲ ଯାଇଥିବା ଅଭୟଙ୍କୁ ଗୁରୁବାର ହାଇକୋର୍ଟରୁ ଜାମିନ ମିଳିଥିଲା। ତେବେ ତାଙ୍କ ନାମରେ ଥିବା ସମସ୍ତ ୪ ମାମଲାରେ ଜାମିନ ମିଳିଥିବାରୁ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୬ଟାରେ ଅଭୟକାନ୍ତ ଝାରପଡ଼ା ଜେଲରୁ ବାହାରିଥିଲେ। ତେବେ ଝାରପଡ଼ା ଜେଲରେ ଥିବା ତାଙ୍କ ପୁଅ ଆକାଶ ପାଠକଙ୍କ ନାମରେ କ୍ରାଇମ୍‌ବ୍ରାଞ୍ଚ ମାମଲା ବିଚାରାଧୀନ ଥିବାରୁ ସେ ମୁକୁଳିପାରିନାହାନ୍ତି।
ସୂଚନା ଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ୨୦୨୦ ନଭେମ୍ବର ୨୭ରେ ଅଭୟକାନ୍ତ ଓ ତାଙ୍କ ପୁଅ ଆକାଶ ଗିରଫ ହୋଇଥିଲେ। ଅଭୟକାନ୍ତଙ୍କୁ ଭିଜିଲାନ୍ସ ଓ ଆକାଶଙ୍କୁ କ୍ରାଇବ୍ରାଞ୍ଚ ଗିରଫ କରିଥିଲା। ସ୍କାଇ କିଙ୍ଗ୍‌ ଟ୍ରାଭେଲ୍ସ ଠକେଇ ନେଇ ଖାରବେଳନଗର ଥାନାରେ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସରେ ଏବଂ ଟାଟା କମ୍ପାନୀରେ ଚାକିରି ନାଁରେ ଠକେଇ ଘଟଣାରେ ଗଞ୍ଜାମ ଗୋଳନ୍ଥରା ଓ ବ୍ରହ୍ମପୁର ବୈଦେଶ୍ୱର ଥାନାରେ ମାମଲା ରୁଜୁ ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

୨୧ ଜିଲାକୁ ୟେଲୋ ଓ୍ବାର୍ନିଂ, ୮ ଜିଲାକୁ ସତର୍କ ରହିବା ପାଇଁ ପରାମର୍ଶ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ...

ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ

ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍‌ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା...

ଶୁଦ୍ଧିକ୍ରିୟା ପାଇଁ ରାଶନ କାର୍ଡ ବନ୍ଧା ପଡ଼ିବା ଘଟଣା: ତଦନ୍ତ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଞ୍ଚଳର ଦଳିତ ମହିଳା ରେବତୀ ବେହେରା ସ୍ବାମୀଙ୍କ ଶୁଦ୍ଧିକ୍ରିୟା ପାଇଁ ଦଲାଲ ନିକଟରେ ରାଶନ କାର୍ଡ ବନ୍ଧା ପକାଇ...

ସବୁ ଜିଲାରେ ଗାଡ଼ି ପଞ୍ଜୀକରଣ, ବିକ୍ରୟକୁ ଅନୁମତି

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ଲକ୍‌ଡାଉନ୍‌ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସମସ୍ତ ଜିଲାରେ ଅଟୋମୋବାଇଲ୍‌ ଶୋ’ରୁମ୍‌ଗୁଡ଼ିକ ଖୋଲାଯିବା ସହ ନୂତନ ଗାଡ଼ି ପଞ୍ଜୀକରଣ ଓ ବିକ୍ରୟ...

ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ...

କୋଭିଡ୍‌ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍‌ସି)...

କିନ୍ନର ଚିନ୍ମୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଫୋନ୍‌, ପ୍ରଶଂସା

ଛେଣ୍ଡିପଦା,୫।୬(ସ୍ବ.ପ୍ର.): ୫୦ କିଲୋମିଟର ଦୂରରେ ଥିଲେ ମଧ୍ୟ ଫୋନ୍‌ କଲ୍‌ଟିଏ ପାଇ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସଂସ୍କାର ନିମନ୍ତେ ପହଞ୍ଚିଯାଉଥିବା ଅନୁଗୋଳ ଜିଲା ଜରପଡ଼ାର ସାମାଜିକ...

ବଢୁଛି ବଜ୍ରପାତ ବିପତ୍ତ

ଢେଙ୍କାନାଳ ଅଫିସ, ୧୨।୬ ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ବଜ୍ରପାତ ବିପତ୍ତି ବଢ଼ିବାରେ ଲାଗିଛି। ଜିଲାରେ ଗତ ୩ ବର୍ଷ ମଧ୍ୟରେ ଚଡ଼କ ୪୮ ଜଣଙ୍କ ଜୀବନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୮ ଜିଲାରେ ଅକ୍ସିଜେନ୍‌ ପ୍ଲାଣ୍ଟ ଶିଳାନ୍ୟାସ
Next Post Next post:
ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts