ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ ହେଲା ଗଞ୍ଜାମ ଜିଲାର ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି, ପୋଲସରା ଏନ୍ଏସି, ଜଗତ୍ସିଂହପୁରର ପାରାଦୀପ ମ୍ୟୁନିସିପାଲିଟି, ଯାଜପୁରର ବ୍ୟାସନଗର ମ୍ୟୁନିସିପାଲିଟି, ଖୋର୍ଦ୍ଧାର ଜଟଣୀ ମ୍ୟୁନିସିପାଲିଟି, କୋରାପୁଟର ଜୟପୁର ଓ ସୁନାବେଡ଼ା ମ୍ୟୁନିସିପାଲିଟି, ନୂଆପଡ଼ାର ଖରିଆର ରୋଡ୍ ଏନ୍ଏସି ଏବଂ ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁର ମ୍ୟୁନିସିପାଲିଟି। ଏନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହପାତ୍ର ସମ୍ପୃକ୍ତ ଜିଲାପାଳ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ଏସବୁ ସ୍ଥାନରେ ଏହି ବର୍ଗର ୧,୯୦,୨୨୦ ହିତାଧିକାରୀ ରହିଛନ୍ତି।
୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍ଏସିରେ ସୋମବାରରୁ ଆରମ୍ଭ ହେବ
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
୩ ଲକ୍ଷ ୯୦ ହଜାରରୁ ଅଧିକଙ୍କ ଘଟିଲାଣି ମୃତ୍ୟୁ, ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...
କୁମ୍ଭକର୍ଣ୍ଣ ନିଦ୍ରାରେ କେନ୍ଦ୍ର
ବଇଣ୍ଡା,୨୬ା୬ କରୋନାକୁ ନେଇ ସବୁଠି ହାହାକାର। କିଏ ଜୀବନ ତ କିଏ ଜୀବିକା ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ। ଭୋକ, ରୋଗ ଓ ଶୋକକୁ ନେଇ ବଢ଼ିଚାଲିଛି...
ପାକିସ୍ତାନର ଆମ୍ବ କୂଟନୀତି ବିଫଳ: ଆମେରିକା-ଚାଇନା ଫେରାଇଲେ ଉପହାର…
ଇସଲାମାବାଦ୍,୧୩।୬: ପାକିସ୍ତାନର ଆମ୍ବ କୂଟନୀତି ଶେଷରେ ବିଫଳ ହୋଇଛି। ଆମେରିକା ସହିତ ପାକିସ୍ତାନର ବନ୍ଧୁ ବୋଲାଉଥିବା ଚାଇନା ଏକ୍ଷେତ୍ରରେ ପ୍ରଦାନ କରାଯାଇଥିବା ଉପହାର ଦେଇଛି। ପାକିସ୍ତାନ...
ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ
ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ...
ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ
ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ...
ପୁରୁଣା ଚେର
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା।...
ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ
ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା...
ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ...


