E-Paper
  • logo
  • Monday 27th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଭାବୁକ ହେଲେ ଫର୍‌ହାନ: କହିଲେ ‘ଆପଣ ଆଉ ନାହାନ୍ତି ବିଶ୍ୱାସ ହେଉନାହିଁ’
11:56 amJune 19, 2021

ବମ୍ବେ: ଆଉ ନାହାନ୍ତି ‘ଫ୍ଲାଇଂ ଶିଖ୍‌’। ମହାନ ଧାବକ ପଦ୍ମଶ୍ରୀ ମିଲ୍‌ଖା ସିଂହଙ୍କ ପରଲୋକ ଘଟିଛି। ଏହି ଖବର ଜଣାପଡ଼ିବା ପରେ ଖେଳଜଗତରେ ଶୋକର ଛାୟା ଖେଳିଯାଇଛି। ମିଲ୍‌ଖାଙ୍କ ଦେହାନ୍ତ ଦେଶ ପାଇଁ ଅପୂରଣୀୟ କ୍ଷତି, ସେ ଅନ୍ୟମାନଙ୍କ ପାଇଁ ଚିରଦିନ ପ୍ରେରଣା ହୋଇ ରହିବେ ବୋଲି ଅନେକେ ମତ ରଖୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମହାନାୟକ ଅମିତାଭ ବଚ୍ଚନଙ୍କଠାରୁ ଆରମ୍ଭ କରି ରାଜନୀତି, ଖେଳ, ଫିଲ୍ମ ଏବଂ ବ୍ୟବସାୟଜଗତ ସହ ଜଡ଼ିତ ବ୍ୟକ୍ତିବିଶେଷ ମିଲ୍‌ଖାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛନ୍ତି। ଏହି କ୍ରମରେ ପରଦାରେ ମିଲ୍‌ଖାଙ୍କ ଚରିତ୍ରରେ ଅଭିନୟ କରିଥିବା ବଲିଉଡ୍‌ ଅଭିନେତା ଫର୍‌ହାନ ଅଖ୍‌ତର ଭାବୁକ ହୋଇଛନ୍ତି।

ସୋସିଆଲ ମିଡିଆରେ ଏକ ଭାବବିହ୍ବଳ ପୋଷ୍ଟ ଲେଖିଛନ୍ତି ଫର୍‌ହାନ। ମିଲ୍‌ଖାଙ୍କ ସହ ଏକ ପୁରୁଣା ଫଟୋ ଶେୟାର କରି, ପ୍ରିୟର ମିଲ୍‌ଖା ଜି,ମୋ ମନ ଏବେ ବି ବିଶ୍ୱାସ କରିପାରୁନାହିଁ ଯେ ଆପଣ ଆଉ ନାହାନ୍ତି। ହୋଇପାରେ ଏହା ମୋ ଜିଦ୍ଦି ସ୍ବଭାବ ଯାହା ମୁଁ ଆପଣଙ୍କଠାରୁ ଶିଖିଛି। ସେହି ଜିଦ୍‌ ଯାହାଦ୍ୱାରା ମନ ଯଦି କିଛି ଜିନିଷ କରିବାକୁ ନିଶ୍ଚିତ କରିନିଏ ତେବେ କେବେ ହାର ମାନେ ନାହିଁ। ବାସ୍ତବରେ କହିବାକୁ ଗଲେ ଆପଣ ସବୁବେଳେ ହୃଦୟରେ ଜୀବିତ ରହିବେବ। କାରଣ ଆପଣଙ୍କ ହୃଦୟ ବିଶାଳ ଥିଲା। ଆପଣ ସମସ୍ତଙ୍କୁ ଭଲ ପାଉଥିଲେ। ଆପଣ ବାସ୍ତବରେ ମାଟିକୁ ଭଲ ପାଉଥିବା ମଣିଷ ଥିଲେ। କେଉଁଭଳି ଭାବେ ପରିଶ୍ରମ, ସଚ୍ଚୋଟତା ଏବଂ ଦୃଢ଼ତା ଆକାଶ ଛୁଇଁବାକୁ ପ୍ରେରଣା ଯୋଗାଏ ତାହା ଆପଣ ଶିଖାଉଥିଲେ। ଆପଣ ସବୁବେଳେ ଏକ ପ୍ରେରଣାର ସ୍ରୋତ ଏବଂ ସଫଳତାରେ ବିନମ୍ରତାର ପ୍ରତୀକ ହୋଇ ରହିବେ। ମୁଁ ଆପଣଙ୍କୁ ହୃଦୟରୁ ଭଲପାଏ ବୋଲି ଫର୍‌ହାନ ଲେଖିଛନ୍ତି।

❤️🙏🏽 pic.twitter.com/Ti2I457epP

— Farhan Akhtar (@FarOutAkhtar) June 19, 2021


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍‌ରେ ମନ ଦେଲେ କ୍ୟାଟ୍ରିନା

ମୁମ୍ବାଇ: କରୋନାରେ ଆକ୍ରାନ୍ତ ହୋଇଥିଲେ ବଲିଉଡ୍‌ ସୁନ୍ଦରୀ କ୍ୟାଟ୍ରିନା କୈଫ୍‌। ତେବେ ସେ ଏପ୍ରିଲରୁ ସୁସ୍ଥ ହୋଇସାରିଲେଣି। ଏବେ ଅଭିନେତ୍ରୀ ନିଜର ଫିଟ୍‌ନେସ୍‌କୁ ଫେରିଛନ୍ତି। କ୍ୟାଟ୍‌...

ବାଘ ଖୋଜୁଛନ୍ତି ବିଦ୍ୟା

ଚର୍ଚ୍ଚାରେ ଥିବା ବଲିଉଡ୍‌ ଫିଲ୍କ ‘ଶେର୍‌ନି’ର ଟ୍ରେଲର ରିଲିଜ ହୋଇଛି। ଏଥିରେ ବିଦ୍ୟା ବଲାନଙ୍କ ନୂଆ ଅବତାର ଦେଖିବାକୁ ତାଙ୍କ ଫ୍ୟାନ୍‌ ବେଶ୍‌ ଉତ୍ସାହିତ ଅଛନ୍ତି।...

ମହାନାୟକଙ୍କ ସହ କେବେ ବି ଫିଲ୍ମରେ କାମ କରିନାହାନ୍ତି ଧକ୍‌ ଧକ୍‌ ଗର୍ଲ ମାଧୁରୀ, କାରଣ ଜାଣିଲେ..

ବମ୍ବେ: ମହାନାୟକ ଅମିତାଭ ବଚ୍ଚନଙ୍କ ଫିଲ୍ମରେ କାମ କରିବାକୁ ଚାହିଁ ବସିଥାନ୍ତି ଅଭିନେତ୍ରୀମାନେ। ହେଲେ ବଲିଉଡ୍‌ର ଏଭଳି ଜଣେ ନାୟିକା ଅଛନ୍ତି ଯିଏ ବିଗ୍‌ ବିଙ୍କ...

ବ୍ରିଟିଶ ଖବରଦାତାଙ୍କ ପ୍ରେମରେ ପଡ଼ି ଲିଭ୍‌ଇନ୍‌ରେ ରହୁଥିଲେ ଆମିର, ଏବେ ଲୁଚାଛପାରେ ରହିଛି ପୁଅ !

ବମ୍ବେ: ଚାକଚକ୍ୟ ଏବଂ ଗ୍ଲାମର ଜଗତ ବାହାରୁ ଯେତିକି ସୁନ୍ଦର, ସେତିକି ବିବାଦୀୟ ମଧ୍ୟ। ଅନେକ ଗୁଜବକୁ ନେଇ ମଧ୍ୟ ବଲିଉଡର ପରିବେଶ ସରଗରମ ରହିଥାଏ।...

ସାଇକେଲ୍‌ରେ ବ୍ରେଡ୍‌-ଅଣ୍ଡା ବିକ୍ରି କରୁଛନ୍ତି ସୋନୁ

ମୁମ୍ବାଇ: ଗରୀବ ଓ ଅସହାୟ ଲୋକଙ୍କ ପାଇଁ ଦେବଦୂତ ପାଲଟିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଲଗାତର ଭାବେ ଆବଶ୍ୟକୀୟ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ରିଲ...

ପ୍ରଥମ ସ୍ତ୍ରୀଙ୍କ ଚିଠି ପଢି ପ୍ରବଳ କାନ୍ଦିଥିଲେ ଅମିର ଖାନ୍‌

ବଲିଉଡ୍‌ ଅଭିନେତା ଅମିର ଖାନଙ୍କ ପ୍ରଥମ ଚଳଚ୍ଚିତ୍ର ‘ଲଗାନ’ ରିଲିଜ ହେବାର ଇତିମଧ୍ୟରେ ୨୦ ବର୍ଷ ବିତିଗଲାଣି। ଏହି ଚଳଚ୍ଚିତ୍ରଟି ଅମିରଙ୍କ ପାଇଁ ସ୍ବତନ୍ତ୍ର ଥିଲା।...

ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…

ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି।...

କେବଳ ବାପାଙ୍କ ଏହି ସର୍ତ୍ତ ପାଇଁ ଆଜି ବି କୁଆଁରୀ ଅଛନ୍ତି ଏକତା କପୁର, ହେଲେ ପୁଅକୁ ନେଇ ଭାରି ଖୁସି

ଟିଭିର କ୍ୱିନ୍‌ କୁହାଯାଉଥିବା ଏକତା କପୁରଙ୍କ ଆଜି ଜନ୍ମ ଦିନ। ସେ ତାଙ୍କର ୪୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିନେତା ଜିତେନ୍ଦ୍ର ଏବଂ ଶୋଭା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଦଳୁଛି ଭୂଭାଗ, ବଢୁଛି ମରୁଭୂମି
Next Post Next post:
ଡ୍ରାଗନର ନୂଆ ଷଡ଼ଯନ୍ତ୍ର: ଭାରତରେ ସାଇବର ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍‌…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts